ବିଦ୍ୟୁତ୍‌ କାଟ୍‌କୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୫: ବିଦ୍ୟୁତ୍‌ କାଟ୍‌କୁ ନେଇ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଶୁକ୍ରବାର ମୁହଁ ଖୋଲିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି ଯେ, ରାଜ୍ୟରେ ଯେଉଁପରି ହିଟଓଭେ ଚାଲିଛି, ତାହା କାହାରି ହାତରେ ନାହିଁ। ଏପରିକି ପିକ୍‌ ହିଟ୍‌ ସମୟରେ ବିଦ୍ୟୁତ ଚାହିଦା ଅଧିକ ରହୁଛି। ଲୋକେ ଅଧିକ ଏସି ବ୍ୟବହାର କରୁଛନ୍ତି। ଫଳରେ ଓଭରଲୋଡ୍‌ ହେଉଛି ଏବଂ ଟ୍ରାନ୍ସଫର୍ମର ବର୍ଣ୍ଣ ଆଉଟ୍‌ ମଧ୍ୟ ହେଉଛି।

ତଥାପି ତୁରନ୍ତ ରିଷ୍ଟୋର୍‌ କରିବା ପାଇଁ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଉଛି। ଆଗକୁ ଲୋକେ ଯେପରି ନିରନ୍ତର ବିଦ୍ୟୁତ୍‌ ସେବା ପାଇପାରିବେ ସେଥିପ୍ରତି ସରକାର ଚେଷ୍ଟା କରୁଥିବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମିରୁ ଫେରିବା ବେଳେ ଚାଷୀଙ୍କୁ ଦନ୍ତା ଆକ୍ରମଣ: ଉଜୁଡ଼ିଲା ସଂସାର, ଘର ଚଳାଇବା କଷ୍ଟକର

ଜି.ଉଦୟଗିରି,୩୦।୭ (ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ବନାଞ୍ଚଳ ଅନ୍ତର୍ଗତ ଡଙ୍ଗାଏଜୁ ଗ୍ରାମର ସିରାପାଦେରୀ ନିକଟରେ ଦନ୍ତାହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। କିଛି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri