Posted inଜାତୀୟ

ମନ୍ତ୍ରୀଙ୍କ ବିବାଦୀୟ ମନ୍ତବ୍ୟ: ସେଲିବ୍ରିଟିମାନେ ଘରୋଇ ହସ୍ପିଟାଲରେ ମାଡିବସିଛନ୍ତି ଶଯ୍ୟା

ମୁମ୍ବାଇ,୧୩।୪: ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ଥିବା ଅସଲମ ଶେଖ ମଙ୍ଗଳବାର ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ କରୋନା ସଂକ୍ରମଣର ଗମ୍ଭୀର ଲକ୍ଷଣ ନ ଥିବା ସତ୍ତ୍ୱେ କିଛି ସେଲିବ୍ରିଟି ଲୋକ ଏବଂ କ୍ରିକେଟରଙ୍କୁ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରାଜ୍ୟ ବୟନ ଶିଳ୍ପ ମନ୍ତ୍ରୀ ଶେଖ ଦାବି କରିଛନ୍ତି ଯେ ଚଳଚ୍ଚିତ୍ର ଶିଳ୍ପ ତଥା କ୍ରିକେଟ ଖେଳାଳିମାନେ ଦୀର୍ଘ ଦିନ ଧରି ପ୍ରମୁଖ ଘରୋଇ ଡାକ୍ତରଖାନାଗୁଡ଼ିକରେ ଶଯ୍ୟା ଘେରି ରହିଛନ୍ତି। ସଂକ୍ରମଣର ସାମାନ୍ୟ ଲକ୍ଷଣ ଥାଇ ମଧ୍ୟ ଦୀର୍ଘ ଦିନ ଧରି ଶଯ୍ୟାରେ ଅଛନ୍ତି। ଯଦି ଏହି ଲୋକମାନେ ଡାକ୍ତରଖାନାରେ ଭର୍ତ୍ତି ହେବା ଠାରୁ ଦୂରେଇ ରହିଥାନ୍ତେ, ତେବେ କରୋନାରେ ପୀଡିତ ଅଭାବୀ ରୋଗୀଙ୍କୁ ରାଜ୍ୟରେ ଭର୍ତ୍ତି କରାଯାଇ ପାରିଥାନ୍ତା। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ଏବେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଶଯ୍ୟା ମଧ୍ୟ ଅଭାବ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri