ମନ୍ତ୍ରୀଙ୍କ ବିୟୋଗ ରାଜ୍ୟ ପାଇଁ ଅପୂରଣୀୟ କ୍ଷତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୯।୧(ବୁରୋ): ଗୁଳିମାଡ଼ରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମୃତ୍ୟୁ ଘଟିଛି। ମନ୍ତ୍ରୀ ଦାସଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ତାଙ୍କ ମୃତ୍ୟୁ ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏପରିକି ମନ୍ତ୍ରୀ ଦାସଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଦୁଃଖିତ ମର୍ମାହତ ବୋଲି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ସଲୱାର୍‌ ଖୋଲିବାକୁ ଚେଷ୍ଟା କରିବା ବଳାତ୍କାର ଉଦ୍ୟମ ନୁହେଁ? ପାଟନା ହାଇକୋର୍ଟଙ୍କ ରାୟରେ ସୁପ୍ରିମକୋର୍ଟ ଅସନ୍ତୁଷ୍ଟ; ପ୍ରଧାନ ବିଚାରପତି କହିଲେ…

ନୂଆଦିଲ୍ଲୀ,୨୩।୯: ପାଟନା ହାଇକୋର୍ଟଙ୍କ ଏକ ରାୟକୁ ନେଇ ସୁପ୍ରିମକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି। ଉକ୍ତ ରାୟରେ କୁହାଯାଇଥିଲା ଯେ ଜଣେ ମହିଳାଙ୍କ ‘ସଲୱାର’ ଖୋଲିବାକୁ ଚେଷ୍ଟା କରିବା…

ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା…

UPI ଚାର୍ଜକୁ ନେଇ ବଡ଼ ଖୁଲାସା! କାର୍ଡ ପେମେଣ୍ଟଠାରୁ ୮୦% ଶସ୍ତା କାହିଁକି? ଜାଣନ୍ତୁ ପୂରା ହିସାବ

ନୂଆଦିଲ୍ଲୀ,୨୩।୯ : UPI ପେମେଣ୍ଟକୁ ନେଇ ଆସିଛି ନୂଆ ନିୟମ । ଅକ୍ଟୋବର ୧୫, ୨୦୨୬ରୁ ୨ ହଜାର ଟଙ୍କାରୁ ଅଧିକ କିଛି UPI ଟ୍ରାଞ୍ଜାକ୍ସନରେ ୦.୪…

ଅସ୍ବାସ୍ଥ୍ୟକର ହେବ ନାହିଁ ଟ୍ରେନ ଖାଦ୍ୟ; ମୂଷା କିମ୍ବା ଅସରପା ଦେଖାଗଲେ ସିଧାସଳଖ ସତର୍କ ସୂଚନା (alert) ପଠାଇବ AI କ୍ୟାମେରା

ସମସ୍ତିପୁର,୨୩।୯: ସମସ୍ତିପୁର ଦେଇ ଯାଉଥିବା ପ୍ରମୁଖ ଟ୍ରେନଗୁଡ଼ିକ (ଯେପରିକି ସ୍ବାଧୀନତା ସେନାନୀ ଏକ୍ସପ୍ରେସ, ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ, ବୈଶାଳୀ ଏକ୍ସପ୍ରେସ ଏବଂ ବାଗମତୀ ଏକ୍ସପ୍ରେସ)ର ପ୍ୟାଣ୍ଟ୍ରି…

ଡୋନାଲ୍ଡ ଟ୍ରମ୍ପଙ୍କ ପୁଅଙ୍କ ଖର୍ଚ୍ଚର ଯାଞ୍ଚ କରାଯିବ; ତଦନ୍ତ ପାଇଁ ଦାବି କରିଛନ୍ତି ରିପବ୍ଲିକାନ ସିନେଟର୍‌

ଓ୍ବାଶିଂଟନ,୨୩।୯: ୟୁଟାହ ରିପବ୍ଲିକାନ ସେନେଟର ଜନ କର୍ଟିସ ସିନେଟ ନ୍ୟାୟପାଳିକା କମିଟିକୁ ତଦନ୍ତ କରିବାକୁ ଆହ୍ବାନ କରିଛନ୍ତି ଯେ ଡୋନାଲ୍ଡ ଟ୍ରମ୍ପ ଜୁନିଅର ଆର୍ଥିକ ଲାଭ ପାଇଁ…

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ନୂଆ ପ୍ରଦେଶ ପ୍ରଭାରୀ ଘୋଷଣା କଲା ଭାଜପା: ସ୍ମୃତି, ବୈଜୟନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜାଣନ୍ତୁ ଓଡ଼ିଶା ଦାୟିତ୍ୱରେ କିଏ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂଆ ପ୍ରଦେଶ ପ୍ରଭାରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?