ଦୁର୍ନୀତି ଅଭିଯୋଗରେ ଡିଜିସିଏ ନିର୍ଦ୍ଦେଶକ ନିଲମ୍ବିତ

ନୂଆଦିଲ୍ଲୀ,୨୨ା୧୧: ଦୁର୍ନୀତି ଅଭିଯୋଗରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ କ୍ୟାପଟେନ ଅନିଲ ଗିଲଙ୍କୁ ନିଲମ୍ବିତ କରିଛନ୍ତି ସରକାର। ଦୁର୍ନୀତି ବିରୋଧରେ ସରକାରଙ୍କ ଶୁନ୍ୟ ସହନଶୀଳ ନୀତି ଥିବା ସରକାର କହିଛନ୍ତି। ଏଭଳି କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ କରାଯିବ। ନିକଟରେ ଡିଜିସିଏ ଲାଞ୍ଚ ମାମଲା ସିବିଆଇ ଏବଂ ଇଡିକୁ ହସ୍ତାନ୍ତର କରିବାକୁ ଦାବି କରିଥିଲା ଉଠିଥିଲା। ଯାହାପରେ ସରକାର ଏହି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି।

ସୂଚନା ଅନୁସାରେ ମନ୍ତ୍ରଣାଳୟ ଏବଂ ଡିଜିସିଏ ଗିଲଙ୍କ ବିରୋଧରେ ଅଜଣା ସୂତ୍ରରୁ ଏକ ଇମେଲ ମାଧ୍ୟମରେ ଅଭିଯୋଗ ପାଇଥିଲେ, ଯିଏକି ଏରୋସ୍ପୋର୍ଟ ବିଭାଗରେ ପୁନଃ ନିଯୁକ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା…

“ମହିଳାଙ୍କୁ ବାଧ୍ୟ କରାଯାଇପାରିବ ନାହିଁ”: ନାବାଳିକାଙ୍କୁ ୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୨: ମହିଳାଙ୍କ ପ୍ରଜନନ ସ୍ଵାଧୀନତାକୁ ଗୁରୁତ୍ୱ ଦେଇ ମାନ୍ୟବର ସୁପ୍ରିମକୋର୍ଟ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଜଣେ ଯୁବତୀଙ୍କୁ ତାଙ୍କ ଇଚ୍ଛା ବିରୁଦ୍ଧରେ ମାତୃତ୍ୱ ଗ୍ରହଣ…

ଝିଅ ଜନ୍ମ ହେବା ମାତ୍ରେ ମିଳିବ ୨୧,୦୦୦ ଟଙ୍କା, ପଢିବା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର, ଜାଣନ୍ତୁ ଏହି ଯୋଜନା କ’ଣ…

ନୂଆଦିଲ୍ଲୀ,୬।୨: ଝିଅମାନଙ୍କୁ ଶିକ୍ଷା ଏବଂ ପାଳନପୋଷଣ ପାଇଁ ସରକାର ଅନେକ ଯୋଜନା ଚଳାନ୍ତି। ରାଜ୍ୟ ସରକାରଗୁଡ଼ିକ ମଧ୍ୟ ରାଜ୍ୟ ସ୍ତରରେ ଅନେକ ଯୋଜନା ଚଳାନ୍ତି, ଯେପରିକି ଉତ୍ତର…

‘ଆପଣଙ୍କୁ କେବଳ ପବ୍ଲିସିଟି ଦରକାର’, କାହିଁକି ପ୍ରଶାନ୍ତ କିଶୋରଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ? ଜାଣନ୍ତୁ…

ପାଟନା,୬।୨: ୨୦୨୫ ବିହାର ବିଧାନସଭା ନିର୍ବାଚନକୁ ଚ୍ୟାଲେଞ୍ଜ କରି ଏବଂ ନୂତନ ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟି ଦ୍ୱାରା ଦାୟର କରାଯାଇଥିବା ଆବେଦନର…

ଅଟୋ ଛାତରେ ବସି କୁକୁରର ସହର ପରିକ୍ରମା, ଭିଡିଓ ଭାଇରାଲ୍

ପୁଣେ,୬।୨: ମହାରାଷ୍ଟ୍ରର ପୁଣେ ସହରରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ସହରର ବ୍ୟସ୍ତବହୁଳ ‘ଡାଙ୍ଗେ ଛକ’ ଅଞ୍ଚଳରେ ଏକ ଚଳନ୍ତା ଅଟୋ-ରିକ୍ସା ଛାତ ଉପରେ ଏକ…

‘ଟଙ୍କା ଖୁସି କିଣି ପାରିବ ନାହିଁ…’ କୋଟି କୋଟି ଆୟ ପରେ ଏଲୋନ ମସ୍କ ଏକ ଆଶ୍ଚର୍ଯ୍ୟଜନକ ପୋଷ୍ଟ

ନୂଆଦିଲ୍ଲୀ,୬।୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ବର୍ତ୍ତମାନ ଏକ ନୂଆ ଇତିହାସ ରଚିଛନ୍ତି। ସେ ଦୁନିଆର ପ୍ରଥମ ବ୍ୟକ୍ତି ଭାବେ ୮୦୦ ବିଲିୟନ ଡଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri