Posted inଜାତୀୟ

ନିଲାମ ହେବ ପ୍ରଧାନମନ୍ତ୍ରୀଙ୍କ ଉପହାର

ନୂଆଦିଲ୍ଲୀ,୧୭ ।୯: ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାରା ବିଶ୍ୱରେ ଯେତେପ୍ରକାର ଉପହାର ମିଳିଛି ତା’ର ନିଲାମି କରାଯିବ ବୋଲି କହିଛି । ଏହାର ଇ-ନିଲାମି କରାଯିବ । ଏଥିରୁ ଯେଉଁ ଅର୍ଥ ମିଳିବ ତାହା ନମାମି ଗଙ୍ଗେ ମିଶନକୁ ଦିଆଯିବ । ସ୍ମୃତି ଚିହ୍ନ ଭାବେ ଅଲିମ୍ପିକ୍ସ ଓ ପାରାଲିମ୍ପିକ୍ସର ସ୍ପୋର୍ଟସ ଗିୟର ଓ ଉପକରଣ, ଅଯୋଧ୍ୟା ରାମ ମନ୍ଦିରର ପ୍ରତିକୃତି. ଚାରଧାମ, ରୁଦ୍ରାକ୍ଷ କନଭେନଶନ ସେଣ୍ଟର, ମଡେଲ, ମୂର୍ତ୍ତି, ପେଣ୍ଟିଂ ଅଙ୍ଗବସ୍ତ୍ର ଆଦିର ଇ ନିଲାମି କରାଯିବ । ବ୍ୟକ୍ତି ବା ସଙ୍ଗଠନ ୧୭ ସେପ୍ଟେମ୍ବରରୁ ୭ ଅକ୍ଟୋବର ମଧ୍ୟରେ ଇ-ନିଲାମିରେ ଭାଗ ନେଇପାରିବେ । ଏହାର ସାଇଟ ହେଲା https://pmmementos.gov.in
ଏବେ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ସୌନ୍ଦଯ୍ୟ ବୃଦ୍ଧି କରୁଥିବା ୨୭୦୦ ଉପହାରର ନିଲାମି କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri