୭୦ ଟ୍ରେନିଂ ବିମାନ କ୍ରୟ ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ଏଚଏଏଲ ମଧ୍ୟରେ ଚୁକ୍ତି…

ନୂଆଦିଲ୍ଲୀ,୭।୩ : ପ୍ରତିରକ୍ଷା ମନ୍ତ୍ରଣାଳୟ ମଙ୍ଗଳବାର ୭୦ ଏଚଟିଟି-୪୦ ଟ୍ରେନିଂ ବିମାନ କ୍ରୟ ପାଇଁ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ(ଏଚଏଏଲ) ସହିତ ଏକ ଚୁକ୍ତିନାମା ସ୍ବାକ୍ଷର କରିଛି। ବାୟୁସେନା ଏହି କ୍ରୟ ପାଇଁ ୬,୮୦୦ କୋଟି ଟଙ୍କା ଖର୍ଚ୍ଚ କରିବ।

୩୧,୦୦୦ କୋଟି ଟଙ୍କାରେ ତିନୋଟି କ୍ୟାଡେଟ ଟ୍ରେନିଂ ଜାହାଜ କିଣିବା ପାଇଁ ମନ୍ତ୍ରଣାଳୟ ଲାରସେନ ଆଣ୍ଡ ଟୁବ୍ରୋ ଲିମିଟେଡ ସହିତ ଏକ ଚୁକ୍ତିନାମା ଶେଷ କରିଛି। ମାର୍ଚ୍ଚ ୧ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସିସିଏସ (କ୍ୟାବିନେଟ କମିଟି ଅଫ ସିକ୍ୟୁରିଟି) ଦ୍ୱାରା ଉଭୟ ଚୁକ୍ତି ଅନୁମୋଦନ ହୋଇଥିଲା। ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପ୍ରତିରକ୍ଷା ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ ଆସନ୍ତା ୬ ବର୍ଷ ମଧ୍ୟରେ ଏଚଏଏଲ ୭୦ ଏଚଟିଟି-୪୦ ଟ୍ରେନିଂ ବିମାନ ଯୋଗାଇବ। ସେହିପରି ଜାହାଜଗୁଡିକର ଡେଲିଭରୀ ୨୦୨୬ ସୁଦ୍ଧା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ଏପ୍ରିଲ ୧ରୁ ବଦଳୁଛି ଏହି ନିୟମ, ଜାଣନ୍ତୁ ନୂଆ…

ନୂଆଦିଲ୍ଲୀ,୨୯।୩: ଟ୍ରେନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରନ୍ତି ଏବଂ ଟିକେଟ କ୍ୟାନସଲ କରିବାକୁ ପଡ଼େ, ତେବେ ଭାରତୀୟ ରେଳବାଇର…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri