Posted inଜାତୀୟ

ଜାହାଜ ଚଳାଚଳ ମନ୍ତ୍ରଣାଳୟ ନାଁ ବଦଳିଲା

ନୂଆଦିଲ୍ଲୀ, ୯।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜାହାଜ ଚଳାଚଳ ମନ୍ତ୍ରଣାଳୟର ନାଁ ବଦଳାଇଛନ୍ତି। ଏହାର ନାଁ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ରଖାଯାଇଛି। ଭିଡିଓ କନ୍‌ଫରେନ୍ସ ଜରିଆରେ ଗୁଜରାଟର ଭାବନଗରରେ ଥିବା ଘୋଘାରୁ ସୁରଟ ନିକଟସ୍ଥ ହାଜିରାକୁ ରୋପାକ୍ସ ଫେରି ସେବା ଶୁଭାରମ୍ଭ କରିବା ଅବସରରେ ପ୍ରଧାନମନ୍ତ୍ରୀ ଏହା ଘୋଷଣା କରିଛନ୍ତି। ବନ୍ଦରଗୁଡ଼ିକର ବିକାଶ ସହ ବିଶ୍ୱ ଶ୍ରେଣୀର ଅନ୍ତର୍ଦେଶୀୟ ଜଳ ପରିବହନ ବ୍ୟବସ୍ଥା ସୃଷ୍ଟି କରିବା ଏହାର ଉଦ୍ଦେଶ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ମୁକ୍ତ ସମାଜ ଅପରିହାର୍ଯ୍ୟ, ପ୍ରୟାସ ମାଧ୍ୟମରେ ସ୍ବପ୍ନ ହେବ ପୂରଣ…

ନୂଆଦିଲ୍ଲୀ, ୩୦।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ମନ କି ବାତ୍‌ରେ ଯୋଗଦେଇ କହିଛନ୍ତି ଯେ, ଦେଶର ବିକାଶ ପାଇଁ...

ଗୁଲାମ ନବୀଙ୍କୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ, ୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରାଜ୍ୟ ସଭାରେ ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦ୍‌ଙ୍କୁ ପ୍ରଶଂସା କରିଛନ୍ତି। ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ...

ମୁମ୍ବାଇର ୮୦ ପ୍ରତିଶତ ଅଞ୍ଚଳ ଯିବ ସମୁଦ୍ର ଗର୍ଭ କୁ…

ମୁମ୍ବାଇ,୨୮।୮: ବିପଦ ମାଡ଼ି ଆସୁଛି, ଆଉ ୨୯ ବର୍ଷ ପରେ ୨୦୫୦ ବେଳକୁ ଫିଲ୍ମ ସିଟି ମୁମ୍ବାଇର ୮୦ ପ୍ରତିଶତ ଅଞ୍ଚଳ ସମୁଦ୍ର ଗର୍ଭକୁ ଯିବ।...

ହ୍ବାଟସ୍‌ ଆପ୍‌ରେ ରାଷ୍ଟ୍ରପତିଙ୍କ ସୁରକ୍ଷା ତଥ୍ୟ ଲିକ୍‌…

ନୂଆଦିଲ୍ଲୀ,୨୫।୧୧: ଦୁଇ ଦିନିଆ ଗସ୍ତରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ କାନପୁରରେ ଅଛନ୍ତି। ବୁଧବାର ଏହି ସହରରେ ତାଙ୍କର ଦ୍ୱିତୀୟ ଦିନ। କିନ୍ତୁ ରାଷ୍ଟ୍ରପତିଙ୍କ ସୁରକ୍ଷାକୁ...

ଜମ୍ମୁ-କଶ୍ମୀର ଏନ୍‌କାଉଣ୍ଟର: ଜଣେ ପାକିସ୍ତାନି ସମେତ ଜୈଶର ୨ ଆତଙ୍କବାଦୀ ନିହତ

ଜମ୍ମୁ,୧୨ ।୩: ଜମ୍ମୁ-କଶ୍ମୀରର ଗନ୍ଦରବଲ ଅଞ୍ଚଳରେ ଶନିବାର ସକାଳେ ଆତଙ୍କବାଦୀ ଓ ସୁରକ୍ଷା କର୍ମୀ ମୁହାଁମୁହିଁ ହୋଇଛନ୍ତି । ଏଥିରେ ଆଉ ଜଣେ ଆତଙ୍କବାଦୀ ନିହତ...

କଶ୍ମୀର ଘାଟିରେ ନିଯୁକ୍ତ ହେବେ ୫୦ହଜାର ଯୁବବର୍ଗ: ରାଜ୍ୟପାଳ

ଶ୍ରୀନଗର,୨୮।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ସେଠାରେ ଲାଗିଥିବା କଟକଣାକୁ ଧୀରେ ଧୀରେ କୋହଳ କରାଯାଉଛି। ଏହା ବ୍ୟତୀତ ସରକାର ଜମ୍ମୁ-କଶ୍ମୀର ଓ ଲଦାଖର...

ନ୍ୟାୟପାଳିକାକୁ ସାହାଯ୍ୟ କରୁନି ସିବିଆଇ

ନୂଆଦିଲ୍ଲୀ,୭ା୮: ବିଚାରପତିମାନଙ୍କୁ ବ୍ୟକ୍ତିଗତ ଭାବେ ଧମକ ଦିଆଯାଉଛି, ହ୍ବାଟ୍ସଆପ୍‌ ତଥା ଫେସ୍‌ବୁକ୍‌ରେ ମଧ୍ୟ ଦୁର୍ବ୍ୟବହାରପୂର୍ଣ୍ଣ ମେସେଜ୍‌ ପଠାଯାଉଛି। କିନ୍ତୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ), ଗୋଇନ୍ଦା...

ଝିଅ ପାଇଁ ଯେଉଁ ବରପାତ୍ର ଠିକ୍‌ କରିଥିଲେ ବାପା, ତାଙ୍କୁ ଚାକିରି ଅଫର ଦେଲେ ଝିଅ, ଦରମା ଜାଣିଲେ…

ବେଙ୍ଗାଲୁରୁ,୨ା୫: ପ୍ରତ୍ୟେକ ମା’-ବାପା ନିଜ ପିଲାମାନଙ୍କ ପାଇଁ ଉପଯୁକ୍ତ ବରପାତ୍ର ଖୋଜିଥାନ୍ତି। ଆଜିର ସମୟରେ ଅଧିକାଂଶ ପିଲା ନିଜ ପସନ୍ଦର ଜୀବନସାଥୀ ବାଛୁଛନ୍ତି। ଏମିତି କ୍ଷେତ୍ରରେ...

Advertisement
Archives

Model This Week