ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ, ପଥରସନ୍ଧିରେ ମୁଣ୍ଡ ପଶି…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଛନ୍ତି।
ପଥରସନ୍ଧିରେ ମୁଣ୍ଡ ପଶି ରହିଯାଇଥିବାରୁ ବାହାର କରିବାକୁ ନାକେଦମ୍‌ ହୋଇପଡ଼ିଛନ୍ତି।

ଉଦ୍ଧାର କାର୍ଯ୍ୟରେ ନୟାଗଡ଼ ଓ ଓଡ଼ଗାଁ ଅଗ୍ନିଶମ କର୍ମଚାରୀ ନିୟୋଜିତ ହୋଇଛନ୍ତି।

Dharitri – Odisha’s No.1 Odia Daily

Share