ରାଉରକେଲାରେ ଲଜ୍ଜାଜନକ ଘଟଣା: ନାବାଳିକା ଭଉଣୀକୁ ଗର୍ଭବତୀ କଲେ ନାବାଳକ ଭାଇ

ରାଉରକେଲା,୩।୧୧: ଅତ୍ୟନ୍ତ ଲଜ୍ଜାଜନକ ଘଟଣା। ରାଉରକେଲା ସହରରେ ଜଣେ ନାବାଳକ ନିଜର ସାନ ଭଉଣୀକୁ ବଳାତ୍କାର କରିଥିବା ଅଭିଯୋଗ ହେଉଛି। ଏହି ଘଟଣା ସାମ୍ନାକୁ ଆସିଥିଲା ଯେତେବେଳେ ଅଭିଯୁକ୍ତଙ୍କ ମା’ ଉଦିତ ନଗର ଥାନାରେ ଅଭିଯୋଗ କରିଥିଲେ।

ସୂଚନା ଅନୁସାରେ, ଦିନ ମଜୁରିଆ ଭାବେ କାମ କରୁଥିବା ମା’, ବାପା ଘରେ ନ ଥିବା ବେଳେ ନାବାଳକ(୧୬) ସାନ ଭଉଣୀ(୧୩) କୁ ବଳାତ୍କାର କରିଥିଲେ। ୬ ମାସ ତଳେ ଏହି ଘଟଣା ଘଟିଥିବା ବେଳେ କାହା ଆଗରେ ଏହାକୁ ପ୍ରକାଶ ନ କରିବାକୁ ସେ ସାନ ଭଉଣୀକୁ ଧମକ ଦେଇଥିଲେ।

ତେବେ ନିକଟରେ ନାବାଳିକା ପେଟରେ ଯନ୍ତ୍ରଣା ଅନୁଭବ କରିବାରୁ ମା’ ତାଙ୍କୁ ନେଇ ରାଉରକେଲା ସରକାରୀ ମେଡିକାଲରେ ଦେଖାଇଥିଲେ। ସେଠାରେ ପରୀକ୍ଷା କରିବା ପରେ ସେ ୬ ମାସର ଗର୍ଭବତୀ ଥିବା ଡାକ୍ତର କହିଥିଲେ। ଏହାପରେ ନାବାଳିକା ପ୍ରକୃତ ଘଟଣା ଉପରୁ ପରଦା ହଟାଇଥିଲେ।

ନାବାଳିକା ମା’ ଙ୍କର ଅଭିଯୋଗକୁ ଆଧାର କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…

କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର...

୪୨ବର୍ଷ ପରେ ମନ୍ଦିରକୁ ଫେରିବ ବିରଳ ପ୍ରାଚୀନ ମୂର୍ତ୍ତି: ଉଦ୍ଧାର ପରେ ସିବିଆଇ ମାଲଖାନାରେ…

ସୋନପୁର,୯ା୧୨(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ସହର ଗୋପାଳଜୀ ମନ୍ଦିରରୁ ଚୋରି ହୋଇ ଦୀର୍ଘ ୪୨ବର୍ଷ ସିବିଆଇ ମାଲଖାନାରେ ଥିବା ୧୨ ବିରଳ ପ୍ରାଚୀନ ମୂର୍ତ୍ତି ପୁଣି ମନ୍ଦିରକୁ ଫେରିବ।...

ନେହେରୁ ନୁହେଁ, ଭବିଷ୍ୟତକୁ ଦେଖ

‘ବନ୍ଦେ ମାତରମ୍‌’ ଭାରତର ଜାତୀୟ ଗୀତ ଭାବେ ଜଣାଶୁଣା। ବଙ୍କିମ ଚନ୍ଦ୍ର ଚାଟାର୍ଜୀଙ୍କ ଦ୍ୱାରା ଏହା ରଚିତ ହୋଇଥିଲା। ୧୮୭୫ ନଭେମ୍ବର ୭ରେ ପ୍ରଥମେ ‘ବଙ୍ଗଦର୍ଶନ’...

ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ

ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri