ମୋବାଇଲ ଚାର୍ଜ କରିବା କାଳ ହେଲା, ଚାଲିଗଲା ସାନପୁଅର ଜୀବନ; ମା’ବାପା କାମରୁ ଫେରି…

କୋକସରା,୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ପଞ୍ଚାୟତ ଚିଲିଗୁଡା ନୂଆପଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଚାଷୀ ଡମ୍ବରୁଧର ନାଏକଙ୍କ ନାବାଳକ ପୁଅ ପ୍ରତାପ ନାଏକ(୧୪) ଶୁକ୍ରବାର ସକାଳେ ମୋବାଇଲ ଚାର୍ଜ କରୁଥିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଆଖି ବୁଜିଛନ୍ତି।

ସୂଚନାନୁଯାୟୀ,ମା’ବାପା ଚାଷଜମି ଯିବାପରେ ପ୍ରତାପ ମୋବାଇଲ ଚାର୍ଜ କରୁଥିଲେ। ଏହି ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସିବା ଯୋଗୁ ତାଙ୍କ ମୃତ୍ୟୁ ଘଟିଛି। ତେବେ ଘରେ କେହି ନ ଥିବା କାରଣରୁ ମଧ୍ୟାହ୍ନରେ ଚାଷଜମିରୁ ବାପା ମା ଫେରିବା ପରେ ପୁଅକୁ ମୃତ ଅବସ୍ଥାରେ ପାଇଥିଲେ। ପରେ କୋକସରା ଡାକ୍ତରଖାନାକୁ ଆଣିଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଚାଷି ଡମ୍ବରୁଙ୍କ ଦୁଇପୁଅ ମଧ୍ୟରୁ ବଡ଼ପୁଅ ଘରର ଆର୍ଥିକ ଅବସ୍ଥା ଶୋଚନୀୟ କାରଣରୁ ଯୁକ୍ତ ତିନି ପଢିବା ପରେ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଛନ୍ତି। ଏଭଳି ସ୍ଥିତିରେ ନାବାଳକ ପୁଅର ଅକାଳ ବିୟୋଗରେ ପରିବାର ଭାଙ୍ଗି ପଡିଛନ୍ତି। କୋକସରା ପୋଲିସ ପକ୍ଷରୁ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରି ୧୦/୨୫ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ସୂଚନା ମିଳିଛି।
.


Enter your email to get our daily news in your inbox.

All Right Reserved By Dharitri.Com

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri