ଲିଚୁ ଲାଇଟ୍‌ ଲଗାଇବା ବେଳେ ଚାଲିଗଲା ଜୀବନ

ବାସୁଦେବପୁର, ୩।୧୧(ଡି.ଏନ.ଏ.): ଦୀପାବଳି ପାଇଁ ଘର ସଜାଉଥିବା ବେଳେ ବିଦ୍ୟୁତ୍‌ ତାର ଲାଗି ବୁଧବାର ସନ୍ଧ୍ୟାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ମନ୍ଦାରୀ ନିକଟସ୍ଥ ପ୍ରବୋଧପୁର ଗ୍ରାମର ପ୍ରସନ୍ନ ବେହେରାଙ୍କ ପୁଅ ରଣଜିତ୍‌(୧୪)।

ସୂଚନା ଅନୁଯାୟୀ, ରଣଜିତ୍‌ ଘର ଛାତ ଉପରେ ଲିଚୁ ଲାଇଟ ଲଗାଇବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ସଂଜ୍ଞାହୀନ ହୋଇପଡ଼ିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବାସୁଦେବପୁର ଡାକ୍ତରଖାନାକୁ ନିଆଯାଇଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଶାବଟିକା ଦେଇ ଡାକ୍ତରଙ୍କ ଶାରୀରିକ ସମ୍ପର୍କ

ସମ୍ବଲପୁର,୫ା୨(ବ୍ୟୁରୋ): ନିଶା ବଟିକା ଦେଇ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଜଣେ ଡାକ୍ତର। ସମ୍ବଲପୁର ଜିଲା ବୁର୍ଲା ଥାନାରେ ଗତ ୧ତାରିଖରେ ଏହି ଅଭିଯୋଗ...

ଯୋଡ଼ା ଡାକଘରେ ଇଣ୍ଟରନେଟ୍‌ ସେବା ଠପ୍‌

ଯୋଡ଼ା, ୨।୬(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାରେ ଥିବା ମୁଖ୍ୟ ଡାକ ଘରେ ଇଣ୍ଟରନେଟ୍‌ ସେବା ବ୍ୟାହତ ହୋଇଛି। ଏଥିପାଇଁ ଗ୍ରାହକ ନାହିଁ ନ ଥିବା...

ମନ ଛୁଉଁଛି ମେଗା ଟିକାକରଣ

ଅନୁଗୋଳ ଅଫିସ, ୧୯ା୫ – ଅନୁଗୋଳ ଜିଲାର ବିଭିନ୍ନ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ କୋଭିଡ୍‌ ଟିକା ପ୍ରଦାନ କରାଯାଉଥିଲେ ମଧ୍ୟ ଜିଲା ପ୍ରଶାସନ ପକ୍ଷରୁ ଅନୁଗୋଳ ଷ୍ଟାଡିୟମ୍‌ଠାରେ...

୨୩ରେ ୪୫ ବୁଥ୍‌ରେ ସାନି ମତଦାନ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ପୋଲିସ ମହାନିର୍ଦ୍ଦେଶକଙ୍କ କଡ଼ା ଚେତାବନୀ ପରେ ମଧ୍ୟ ପଞ୍ଚାୟତ ନିର୍ବାଚନ ହିଂସାକାଣ୍ଡ ଥମିବାର ନାଁ ନେଉନାହିଁ। ଗାଁ ଗଣ୍ଡାରେ ହିଂସାକାଣ୍ଡକୁ ନେଇ ଆତଙ୍କ ସୃଷ୍ଟି...

‘ଭୟଭୀତ ହୁଅ ନାହିଁ’

ଢେଙ୍କାନାଳ ଅଫିସ, ୨୬।୩: କରୋନା କଟକଣା ଉପରେ ଜିଲା ପ୍ରଶାସନ କଡ଼ା ନଜର ରଖିଛି। ଜିଲାର ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ଅଛି। ଏଥିରେ ଭୟଭୀତ ହେବାର...

ମାସେ ହେଲା ଘୂରି ବୁଲୁଛନ୍ତି ଅଜଣା ବ୍ୟକ୍ତି:ପ୍ରଶାସନ ପକ୍ଷରୁ ତଦନ୍ତ ଦାବି

ନିରାକାରପୁର,୩୦ା୪(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ନିରାକାରପୁର ଷ୍ଟେଶନ୍‌ ଅଞ୍ଚଳରେ ଦୀର୍ଘ ମାସେ ହେବ  ଆଟାଚି ଧରି ଜଣେ ଅଜଣା ବ୍ୟକ୍ତି ଖରାରେ ଘୁରି ବୁଲୁଛନ୍ତି ା ସେ କେବଳ...

ଛିଣ୍ଡୁନି ଆଖଡ଼ାଶାଳୀ ବନ୍ଦର ଝମେଲା

କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ଆଖଡ଼ାଶାଳୀଠାରେ ମହାନଦୀ ମୁହାଣରେ ନଦୀଭିତ୍ତିକ ବନ୍ଦର ନିର୍ମାଣ କରାଯିବ ବୋଲି ରାଜ୍ୟ ସରକାର ଘୋଷଣା କରିସାରିଛନ୍ତି। ଘୋଷଣା ହେବାର ୩ ବର୍ଷ...

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ

ଜଗତ୍‌ସିଂହପୁର ଅଫିସ,୨୯।୯: ଜଗତ୍‌ସିଂହପୁର ମ୍ୟୁନିସିପାଲିଟି ଅଧୀନ ସୁଜଙ୍ଗ ଗ୍ରାମରେ ରବିବାର ଅପରାହ୍ନରେ ଦୁଇଜଣ ଶ୍ରମିକ ପାଇଖାନା ଭିତରୁ ସେଣ୍ଟ୍ରିଙ୍ଗ ଖୋଲୁଥିବା ସମୟରେ ଶ୍ୱାସରୁଦ୍ଧ ହୋଇ ପ୍ରାଣ...

Advertisement
Archives

Model This Week