ନିଆଁରେ ପୋଡ଼ି ଚାଲିଗଲା ଜୀବନ

ରାଉରକେଲା ଅଫିସ,୧୫।୧: ଲହୁଣୀପଡା ଥାନା ଅନ୍ତର୍ଗତ ଘୁଷୁରୀପୋଷ ଗ୍ରାମରେ ନିଆଁରେ ପୋଡି ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତା ନାବାଳିକା ଜଣଙ୍କ ହେଲେ ଲକ୍ଷ୍ମୀ ମୁଣ୍ଡା(୫)। ରଘୁନାଥପାଲି ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୩।୨୩) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।
ଗତ ୧୩ ତାରିଖ ସକାଳେ ଶୀତ ଯୋଗୁ ଲକ୍ଷ୍ମୀ ନିଆଁ ପୋଇଁବା ବେଳେ ଫର୍କରେ ନିଆଁ ଲାଗି ଯାଇଥିଲା। ତାଙ୍କୁ ପରିବାର ଲୋକେ ଉଦ୍ଧାର କରି ପ୍ରଥମେ ବଣେଇ ଡାକ୍ତରଖାନା ନେଇଥିଲେ। ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଆର୍‌ଜିଏଚ୍‌କୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ସୀମା ସିଲ୍‌ ସ୍ଥିତି ପରିଖିଲେ ବାଲିଗୁଡ଼ା ଏସ୍‌ଡିପିଓ

ବାଲିଗୁଡ଼ା,୨୭ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳକୁ ବୁଧବାର ସକାଳେ ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ଅଚାନକ ଗସ୍ତ କରିଛନ୍ତି। ସେ ପ୍ରଥମେ ଦାରିଙ୍ଗବାଡ଼ି...

ରାଶନ ପାଇଁ ବିଡିଓଙ୍କ ଗୋଡ଼ ଧରିଲେ ବୃଦ୍ଧ

ରାଜକନିକା, ୨୫।୯(ଡି.ଏନ୍‌.ଏ.): ରାଜକନିକା ବ୍ଲକ ଅଫିସ୍‌ରେ ଶନିବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ରାଶନ କାର୍ଡରୁ ନାମ କଟିଯାଇଥିବାରୁ ଜଣେ ୭୦ ବର୍ଷୀୟ ବୃଦ୍ଧ...

ନିୟମ ଭିତରେ ରଥ ନିର୍ମାଣ

ଢେଙ୍କାନାଳ ଅଫିସ, ୨୦।୫ ଢେଙ୍କାନାଳର ପ୍ରସିଦ୍ଧ ରଥଯାତ୍ରା ଲାଗି ରଥ ନିର୍ମାଣ ଆଗେଇ ଚାଲିଛି। ଲକ୍‌ଡାଉନ୍‌ ନିୟମକୁ ମାନି ରଥ ତିଆରି କରାଯାଉଛି। ମହାରଣା ସେବକ...

କରୋନା ସଚେତନ ଲାଗି ସାଇକେଲ୍‌ରେ ଭୁବନେଶ୍ବର-ପୁରୀ

ସାକ୍ଷୀଗୋପାଳ,୨୬।୨(ଡି.ଏନ୍‌.ଏ): ସୁସ୍ଥ ସମାଜ ଗଠନ ଲାଗି ସଚେତନତା ଅଭିଯାନରେ ସାଇକେଲ୍‌ରେ ଭୁବନେଶ୍ବର ପୁରୀ ବାହାରିଥିବା ଫିଟ୍‌ ଇଣ୍ଡିଆ ସିଇକ୍ଲୋଥନ ଟିମ୍‌ର ଯୁବକମାନଙ୍କୁ ବୁଧବାର ସାକ୍ଷୀଗୋପାଳ ମନ୍ଦିରରେ...

ପାରିବାରିକ କଳହ: ଦେହରେ ନିଆଁ ଲଗାଇଲେ ମହିଳା, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ମହାକାଳପଡ଼ା, ୨୦।୨(ଡି.ଏନ୍‌.ଏ.): ପାରିବାରିକ କଳହକୁ କେନ୍ଦ୍ରକରି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବରକନ୍ଧା ପଞ୍ଚାୟତ ଛେଡାକଣି ଗ୍ରାମର ଜନୈକା ମହିଳା ଗୁରୁବାର ସକାଳେ ଦେହରେ କିରୋସିନ...

ପୋଷ୍ଟର ଲଗାଇବାକୁ ବିରୋଧ କରିବାରୁ ଆକ୍ରମଣ

ଭଦ୍ରକ ଅଫିସ, ୨୩।୪ – ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗେଲପୁର ଗ୍ରାମରେ ରବିବାର ନିର୍ଦ୍ଦିଷ୍ଟ ଏକ ଦଳର ପୋଷ୍ଟର ଲଗାଇବାକୁ ବିରୋଧ କରିବାରୁ ଏକ...

ହାତୀ ଶାବକର ମୃତଦେହ ଉଦ୍ଧାର

ସାତମାଇଲ, ୫।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ରାସୋଳ ସେକ୍ସନ ଅଧୀନ ବାଲିସାହି ନିକଟ ମୁଣ୍ଡିଆରୁ ଗୁରୁବାର ଏକ ହାତୀ ଶାବକର ମୃତଦେହ ଉଦ୍ଧାର କରାଯାଇଛି। ଏହାର ଆନୁମାନିକ ବୟସ...

ପରିତ୍ୟକ୍ତ କୂଅରୁ ଆସୁଥିଲା ଦୁର୍ଗନ୍ଧ, ପୋଲିସ ଖୋଜିବା ପରେ ଯାହା ମିଳିଲା…

ସୁନ୍ଦରଗଡ଼,୧୩।୬(ଡି.ଏନ୍‌.ଏ.): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ କରମଡିହି ଗ୍ରାମ ନିକଟ ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥର ଅନତି ଦୂରରେ ଥିବା ଏକ ପରିତ୍ୟକ୍ତ କୂଅ...

Advertisement
Archives

Model This Week