ହାଇୱା ଧକ୍କାରେ ନାବାଳକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଗ୍ରାମବାସୀଙ୍କ ରାସ୍ତା ଅବରୋଧ

ଧର୍ମଶାଳା,୬।୧୧(ଶିବପ୍ରସାଦ ମହାନ୍ତି) : ଯାଜପୁର ଜିଲା ଧର୍ମଶାଳା ଥାନା ତେଲୋର ଛେଳିଆପଦା ନିକଟରେ ହଇୱା ଧକ୍କାରେ ଗାଁର ଗଣେଶ୍ୱର ଘଡେଇଙ୍କ ପୁଅ ଆୟୁଷଙ୍କ ମୃତ୍ୟୁ ଘଟିଛି। ଜେଜେଙ୍କ ସହ ରାସ୍ତାରେ ଯାଉଥିବା ବେଳେ ଦ୍ରୁତଗତିରେ ଆସୁଥିବା ହାଇୱ ଗାଡ଼ି ଚଢ଼ିଯିବା ଫଳରେ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏହା ପରେ ସମ୍ପୃକ୍ତ ଅଞ୍ଚଳର ଲୋକେ ଦୀର୍ଘ ସମୟ ଧରି ରାସ୍ତା ଅବରୋଧ କରିବା ସହ ଚାଳକକୁ ଅଟକ ରଖିଛନ୍ତି। ମୃତକ ପରିବାରକୁ ତିରିଶ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଲୋକେ ଦାବି କରି ରାସ୍ତା ଅବରୋଧ ଚଳାଇଛନ୍ତି। ଘଟଣାସ୍ଥଳରେ ଏସ୍‌ଡିପିଓ ଲଷ୍ମୀଧର ସ୍ବାଇଁ, ଧର୍ମଶାଳା IIC, ଓ ଧର୍ମଶାଳା ତହସିଲଦାର ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଥିବା ଦେଖିବାକୁ ମିଳିଛି ।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ଯୋଗ୍ୟ ଶିକ୍ଷାନୁଷ୍ଠାନକୁ ଅନୁଦାନ ପ୍ରଦାନ ଦିଆଯାଉ, ଭଞ୍ଜନଗର ବିଧାୟକଙ୍କୁ ଦାବିପତ୍ର

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି, ଭଞ୍ଜନଗର ବ୍ଲକ ତରଫରୁ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଭଞ୍ଜନଗର ବିଧାୟକ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri