ରାଜଧାନୀରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ରକ୍ତାକ୍ତ ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ପହଞ୍ଚିଲେ ପୀଡିତା

ଭୁବନେଶ୍ୱର,୧୮।୧୦: କ୍ୟାପିଟାଲ ଥାନା ଅଶୋକ ନଗରରେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଖବର ସାମ୍ନାକୁ ଆସୁଛି। ରକ୍ତାକ୍ତ ଅବସ୍ଥାରେ ପୀଡ଼ିତା କ୍ୟାପିଟାଲ ହସ୍ପିଟାଲ ଯାଇଥିବା ଜଣାପଡିଛି। କ୍ୟାପିଟାଲ ହସ୍ପିଟାଲ ଫାଣ୍ଡି ପୋଲିସକୁ ଜଣାଇଥିଲେ। କ୍ୟାପିଟାଲ ହସ୍ପିଟାଲ ଡାକ୍ତରଙ୍କ ରିପୋର୍ଟ ଆଧାରରେ ମାମଲା ରୁଜୁ କରାଯାଇଛି। ଏବେ କ୍ୟାପିଟାଲ ହସ୍ପିଟାଲ ଆଇସିୟୁରେ ପୀଡ଼ିତା ଚିକିତ୍ସାଧୀନ ଅଛନ୍ତି। ସେପଟେ କ୍ୟାପିଟାଲ ଥାନା ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri