ନାବାଳିକା ଶାଳୀଙ୍କୁ ଦୁଇ ବରଙ୍କୁ ବିକି ଦେଲେ ଭିଣୋଇ

ଭୋପାଳ,୨୯ା୧୨: ଜଣେ ଭିଣୋଇ ତାଙ୍କ ନାବାଳିକା ଶାଳୀଙ୍କୁ ବିବାହ ନାଁରେ ଦୁଇ ଦୁଇଟି ବରଙ୍କୁ ବିକ୍ରି କରିଦେବା ମହଙ୍ଗା ପଡ଼ିଛି। ଏହି ଘଟଣା ଜଣାପଡିବା ପରେ ନାବାଳିକାଙ୍କ ଭଉଣୀ, ଭିଣୋଇ ଏବଂ ଦୁଇ ବରଙ୍କୁ ପୋଲିସ ଗିରଫ କରିଛି। ଏପରି ଅଜବ ଘଟଣା ମଧ୍ୟପ୍ରଦେଶର ଆଗର ମାଲଓ୍ବା ଜିଲାରେ ଘଟିଛି।

ନାଗଦା ପୋଲିସ ଏବଂ ଛତିଶଗଡ଼ ପୋଲିସର ମିଳିତ ସହଯୋଗରେ ସଂପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଛତିଶଗଡ଼ର ଯଶପୁରରୁ ଉଜାନ ଜିଲାର ଏକ ଅଞ୍ଚଳରେ ନାବାଳିକା ବିକ୍ରି କରାଯାଉଥିବା ଅଭିଯୋଗ ଆସିଥିଲା। ନାଗଦା ଥାନାଧିକାରୀ ଏସ୍‌ସି ଶର୍ମା କହିଛନ୍ତି ଯେ, ଯଶପୁରର ପାଥାଲଗାଓଁରେ ରହୁଥିବା ଜଣେ ନାବାଳିକାକୁ ନାଗଦାରେ ବିକ୍ରି କରାଯାଇଥିବା ନେଇ ମାମଲା ରୁଜୁ ହୋଇଥିଲା। ଏହା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା।

ସେ କହିଛନ୍ତି ଯେ, ଧାରା ୧୬୪ ଅନୁଯାୟୀ ନାବାଳିକାଙ୍କ କୋର୍ଟରେ ବିବୃତ୍ତି ଦିଆଯିବ। ସେହି ବିବୃତ୍ତିକୁ ଆଧାର କରି ଅଭିଯୁକ୍ତଙ୍କ ସଂଖ୍ୟା ବଢ଼ିପାରେ। ବଳାତ୍କାର ଏବଂ ପକ୍ସୋ ଆକ୍ଟ ଅନୁଯାୟୀ ଏକ ମାମଲା ରୁଜୁ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆରଏସ୍‌ଏସ୍‌ର ବରିଷ୍ଠ ପ୍ରଚାରକ ପି. ପରମେଶ୍ୱରନ୍‌ଙ୍କ ପରଲୋକ

କୋଚି,୯।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଆରଏସ୍‌)ର ବରିଷ୍ଠ ପ୍ରଚାରକ ପି ପରମେଶ୍ୱରନଙ୍କର ରବିବାର ପରଲୋକ ହୋଇଛି। କେରଳର ପାଲାକ୍କାଡ ଜିଲାର ଓଟ୍ଟାପ୍ପାଲମାରେ ତାଙ୍କର ଆର୍ୟୁବେଦିକ ଚିକିତ୍ସା...

କଟକଣା କୋହଳ ପରେ ଟ୍ରାଫିକ ଜାମ୍‌

ବାଙ୍ଗାଲୋର,୨୫ା୪: କର୍ନାଟକ ସରକାର ରାଜ୍ୟରୁ କୋଭିଡ-୧୯ ମୁକାବିଲା ପାଇଁ ଜାରି କରିଥିବା କଟକଣାକୁ କେତେକ ସ୍ଥାନରେ ଗୁରୁବାରଠାରୁ ଆଂଶିକ ଭାବେ କୋହଳ କରିବା ପରେ ଶୁକ୍ରବାର...

ମିଲିଟାରୀ କ୍ୟାଣ୍ଟିନ୍‌ରେ ମିଳିବନି ଚାଇନା ସାମଗ୍ରୀ

ନୂଆଦିଲ୍ଲୀ, ୨୪।୧୦: ଏବେ ଆଉ ମିଲିଟାରୀ କ୍ୟାଣ୍ଟିନ୍‌ରେ ଚାଇନା ସାମଗ୍ରୀ ମିଳିବନି। ଏନେଇ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। ଦେଶରେ ଥିବା ୩...

ଦିଗ୍‌ବିଜୟଙ୍କ ବିରୋଧରେ ମାନହାନି ମକଦ୍ଦମା କରିବ ବଜରଙ୍ଗ ଦଳ

ଭୋପାଳ,୧।୯:କଂଗ୍ରେସର ରାଜ୍ୟ ସଭା ସାଂସଦ ଦିଗବିଜୟ ସିଂହ ଭାଜପା ଏବଂ ବଜରଙ୍ଗ ଦଳ ପାକିସ୍ତାନର ଗୋଇନ୍ଦା ସଂସ୍ଥା ଆଇଏସଆଇଠାରୁ ଟଙ୍କା ନେଉଛନ୍ତି ଅଭିଯୋଗ କରିଛନ୍ତି। ଦିଗ୍‌ବିଜୟଙ୍କ...

ଚେନ୍ନାଇରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ

ଚେନ୍ନାଇ,୭।୧୧: ଚେନ୍ନାଇରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡଛି। ୨୦୧୫ ଠାରୁ ସବୁଠୁ ଅଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ରାସ୍ତାଘାଟ ଜଳମଗ୍ନ ହୋଇ...

ଆଗେଇ ଆସିଲେ ତେନ୍ଦୁଲକର

ନୂଆଦିଲ୍ଲୀ,୨୯।୪ : କୋଭିଡ୍‌-୧୯ ଯୋଗୁ ଦେଶରେ ସୃଷ୍ଟି ହୋଇଛି ଅତି ଭୟଙ୍କର ସ୍ଥିତି। ଏଭଳି ସମୟରେ ସାହାଯ୍ୟର ହାତ ବଢ଼ାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର।...

କେନ୍ଦ୍ର ସରକାର ନ ଦେଲେ ବି ଆମେ ମାଗଣାରେ ଦେବୁ କରୋନା ଟିକା: କେଜରିୱାଲ

ନୂଆଦିଲ୍ଲୀ,୧୩ ।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ବୁଧବାର ଏକ ବଡ ଘୋଷଣା କରିଛନ୍ତି । କରୋନା ଭାଇରସଠାରୁ ଦୂରେଇ ରହିବାକୁ ଏବେ କରୋନା ଭ୍ୟାକ୍ସିନ...

ସମ୍ବିଧାନ ଉପରେ ବିବାଦୀୟ ମନ୍ତବ୍ୟ ଦେବା ପଡିଲା ମହଙ୍ଗା: ଇସ୍ତଫା ଦେଲେ ମନ୍ତ୍ରୀ

ଥିରୁଭାନନ୍ତପୁରମ,୬।୭: ସମ୍ବିଧାନ ବିରୋଧୀ ମନ୍ତବ୍ୟ ଦେଇ ଅଡୁଆରେ ପଡିଥିବା ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି (ସିପିଆଇ-ଏମ) ନେତା ତଥା କେରଳର ସାଂସ୍କୃତିକ ବ୍ୟାପାର ମନ୍ତ୍ରୀ ସାଜି ଚେରିୟନ...

Advertisement
Archives

Model This Week