Posted inଜାତୀୟ

ଛାତି ଥରାଇଦେବ କାହାଣୀ; ନିଜ ଝିଅକୁ ଗଣବଳାତ୍କାର କରାଇଲେ ମାଆ, ଧର୍ମ ପରିବର୍ତ୍ତନ…

ଲକ୍ଷ୍ନୌ,୧୩।୧:  ଉତ୍ତର ପ୍ରଦେଶର ମୋରାଦାବାଦରୁ ସମ୍ପର୍କକୁ ଲଜ୍ଜିତ କରୁଥିବା ଏକ ଘଟଣା ସାମ୍ନାକୁ ଆସିଛି । ମାଜୋଲା ଥାନା ଅଞ୍ଚଳରେ, ଜଣେ ନାବାଳିକା ଝିଅ ତାଙ୍କ ନିଜ ମାଆ, ଜଣେ ଯୁବକଙ୍କ ସମେତ ଛଅ ଜଣଙ୍କ ଉପରେ ଗଣବଳାତ୍କାର ଏବଂ ଧର୍ମ ପରିବର୍ତ୍ତନ ପାଇଁ ଚାପ ପକାଇବାର ଅଭିଯୋଗ ଆଣିଛି । ପୋଲିସ ଏହି ମାମଲାରେ ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ପୀଡିତାଙ୍କ ମାଆ ଏବଂ ମୁଖ୍ୟ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରିଛି । ଏହି ଘଟଣା ବର୍ତ୍ତମାନ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।

ପୀଡିତା ଏବଂ ତାଙ୍କ ବାପାଙ୍କ ଦ୍ୱାରା ମାମଲା ଦାୟର କରାଯାଇଛି । ଅଭିଯୋଗ ହୋଇଛି ଯେ ପୀଡିତାଙ୍କ ମାଆ ଅନ୍ୟ ଜଣେ ଯୁବକଙ୍କ ସହିତ ମିଶି ତାଙ୍କ ନାବାଳିକା ଝିଅକୁ ଶାରୀରିକ ନିର୍ଯାତନା ଦେବା ପାଇଁ ଷଡ଼ଯନ୍ତ୍ର କରିଥିଲେ। ପୀଡିତା ଅଭିଯୋଗ କରିଛନ୍ତି ଯେ, ବାରଣ କଲେ ହତ୍ୟା ଧମକ ମଧ୍ୟ ଦେଉଥିବା ଅଭିଯୋଗ ହୋଇଛି ।

ଅଭିଯୋଗରେ, ପୀଡିତାଙ୍କ ବାପା ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ ପରିବାର ଉପରେ ଇସଲାମ ଧର୍ମ ଗ୍ରହଣ କରିବା ପାଇଁ ନିରନ୍ତର ଚାପ ପଡୁଥିଲା। ଅଭିଯୁକ୍ତମାନେ ପରିବାରକୁ ଚୁପ୍ ରହିବା ଏବଂ ସେମାନଙ୍କ ସର୍ତ୍ତରେ ରାଜି ହେବା ପାଇଁ ଆର୍ଥିକ ପ୍ରଲୋଭନ ମଧ୍ୟ ଦେଇଥିଲେ । ମାମଲାର ଗମ୍ଭୀରତାକୁ ଦୃଷ୍ଟିରେ ରଖି, ପୀଡିତାଙ୍କ ପିତାଙ୍କ ଅଭିଯୋଗ ଆଧାରରେ ମାଜୋଲା ପୋଲିସ ବଳାତ୍କାର, ଧର୍ମାନ୍ତରୀକରଣ ବିରୋଧୀ ଆଇନ ଏବଂ ଅନ୍ୟାନ୍ୟ ଗୁରୁତର ଧାରା ଅନୁଯାୟୀ ଛଅ ଜଣ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri