ମା’ ହେଲେ ନାବାଳିକା, ଗୁରୁତର ଅବସ୍ଥାରେ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଧର୍ମଶାଳା,୨୨ା୧୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ୧୫ ବର୍ଷୀୟା ନାବାଳିକା ଶନିବାର ଏକ ସନ୍ତାନ ଜନ୍ମ ଦେଇଛନ୍ତି। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦିଆ ଯାଇଥିବା ଜଣାପଡ଼ିଛି।

ମିଳିଥିବା ସୂଚନାନୁସାରେ, କେନ୍ଦୁଝର ଅଞ୍ଚଳର ଜନୈକା ମହିଳା ସାଙ୍ଗରେ ନିଜ ନାବାଳିକା ଝିଅକୁ ଧରି ଯାଜପୁର ଜିଲାର ବ୍ରହ୍ମବରଦା ଥାନା ଅଞ୍ଚଳରେ ରହୁଥିଲେ ଏବଂ ମହିଳା ଜଣଙ୍କ ଏକ ଇଟା ଫ୍ୟାକ୍ଟ୍ରିରେ ୫ମାସ ହେବ କାର୍ଯ୍ୟ କରୁଥିଲେ। ନାବାଳିକା ଝିଅର ପେଟରେ ଯନ୍ତ୍ରଣା ହେବାରୁ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ ନାବାଳିକା ଜଣଙ୍କ ଏକ ସନ୍ତାନ ଜନ୍ମ ଦେବା ପରେ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ଉଭୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଧର୍ମଶାଳା ପୋଲିସକୁ ଜଣାଯିବା ପରେ ପୋଲିସ ଘଟଣାର ତଦନ୍ତ କରୁଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ମାଗଣାରେ ହେବ ନାମଲେଖା, ପରୀକ୍ଷା

ଭୁବନେଶ୍ୱର,୨୧।୧: ରାଜ୍ୟରେ ଶିକ୍ଷା ହାର ବଢ଼ାଇବା ଏବଂ ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି।...

କେତେ ପୂରୁଣା ହେବା ପରେ କିଣିବା ଦରକାର ନୂଆ ଫୋନ? ଜାଣନ୍ତୁ ନିୟମ

ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର...

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri