Posted inଜାତୀୟ

ଆଶାରାମ ବାପୁଙ୍କ ଆଶ୍ରମରୁ ମିଳିଲା ନାବାଳିକାଙ୍କ ମୃତଦେହ: ୩ଦିନରୁ ଥିଲେ ନିଖୋଜ

ଗୋଣ୍ଡା,୮।୪: ଉତ୍ତରପ୍ରଦେଶର ଗୋଣ୍ଡାର ଜେଲ୍‌ରେ ବନ୍ଦୀ ଥିବା ଆଶାରାମ ବାପୁଙ୍କ ଆଶ୍ରମରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଅଶାରାମଙ୍କ ଆଶ୍ରମରେ ଜଣେ ନାବାଳିକାଙ୍କ ମୃତଦେହ ମିଳିଛି। ଝିଅର ବୟସ ପ୍ରାୟ ୧୩ରୁ୧୪ ବର୍ଷ ହେବ ବୋଲି କୁହାଯାଉଛି। ଏପ୍ରିଲ ୫ରୁ ଉକ୍ତ ପୀଡ଼ିତା ନିଖୋଜ ଥିଲେ। ହେଲେ ଶୁକ୍ରବାର ତାଙ୍କ ମୃତଦେହ ଆଶ୍ରମରୁ ଉଦ୍ଧାର କରାଯାଇଛି। ନାବାଳିକାଙ୍କ ମୃତଦେହକୁ ଜବତ କରି ପୋଲିସ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ଆଶ୍ରମରେ ମୃତଦେହ ମିଳିବା ଖବର ସାମ୍ନାକୁ ଆସିବା ପରେ ଉକ୍ତ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ମାମଲା ସହରର କୋତୱାଲୀ ଅଞ୍ଚଳ ଅନ୍ତର୍ଗତ ଭିମୋରର ବୋଲି ଜଣାପଡ଼ିଛି। ଏଠାରେ ଆଶାରାମ ବାପୁଙ୍କ ଆଶ୍ରମ ରହିଛି। ସୂଚନାଯୋଗ୍ୟ, ୨୦୧୩ରେ ନିଜ ଆଶ୍ରମରେ ଜଣେ ଯୁବତୀଙ୍କୁ ବଳାତ୍କାର କରି ଆଶାରାମ ଦୋଷୀ ସାବ୍ୟସ୍ତ ହୋଇଥିଲେ। ୨୦୧୩ରୁ ଯୋଧପୁରର ସେଣ୍ଟ୍ରାଲ ଜେଲ୍‌ରେ ସେ ବନ୍ଦୀ ଅଛନ୍ତି। ୨୦୧୮ରେ କୋର୍ଟ ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ଏହାପରେ ଆଶାରାମ ଜାମିନ ପାଇଁ ଅନେକ ଥର ଆବେଦନ କରିଛନ୍ତି, କିନ୍ତୁ ପ୍ରତ୍ୟେକ ଥର ତାଙ୍କର ଉଦ୍ୟମ ବିଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri