ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ।
ସୂଚନାଯୋଗ୍ୟ, ଜଣେ ନାବାଳିକା ପ୍ରସବ କରିବା ପାଇଁ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଶୁକ୍ରବାର ରାତିରେ ଆସିଥିବା ବେଳେ ତାଙ୍କ ବୟସ ୧୮ବର୍ଷରୁ କମ ହୋଇଥିବା ମେଡିକାଲ କର୍ତ୍ତୃପକ୍ଷ ଜାଣିବା ପରେ ପୋଲିସକୁ ଖବର ଦେଇଥିଲେ। ଧର୍ମଶାଳା ପୋଲିସ ମେଡିକାଲରେ ପହଞ୍ଚି ଆଣିଥିବା ପରିବାର ଲୋକଙ୍କ ମଧ୍ୟରୁ ସ୍ବାମୀ ପରିଚୟ ଦେଇଥିବା ଯୁବକଙ୍କୁ ଥାନାକୁ ନେଇ ପଚରାଉଚରା କରୁଥିବା ଜାଣିବାକୁ ମିଳିଛି। ଏହି ଘଟଣାଟି ଚଢ଼େଇଧରା ଥାନା ଅଞ୍ଚଳର।
ପୋଲିସ ଘଟଣାର ତଦନ୍ତ କରୁଥିବା ବେଳେ ସ୍ପଷ୍ଟ ପ୍ରଣାମ ଆଧାରରେ ସଠିକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଧର୍ମଶାଳା ଭାରପ୍ରାପ୍ତ ଥାନାଅଧିକାରୀ ରମାକାନ୍ତ ନାୟକ ସୂଚନା ଦେଇଛନ୍ତି ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri