ଟିଭି ଦେଖିବାକୁ ମନାକଲେ ମା’, ଝୁଲିପଡିଲେ ନାବାଳିକା

ସିମୁଳିଆ,୧୯ା୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା କୁପୁରା ଅଞ୍ଚଳରେ ଅଭାବନୀୟ ଘଟଣା । ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କଲେ ନାବାଳିକା । ମୃତକ ହେଉଛନ୍ତି ଧରିତ୍ରୀ ମହାରଣା(୧୫)। ରବିବାର ମଧ୍ୟାହ୍ନରେ ଏହି ଅଭାବନୀୟ ଘଟଣା ଘଟିଛି । ସେ ସ୍ଥାନୀୟ ଆଦର୍ଶ ବିଦ୍ୟାଳୟର ନବମ ଶ୍ରେଣୀରେ ପାଠ ପଢୁଥିଲେ ।

ସୂଚନା ଅନୁସାରେ, ସେ ରବିବାର ଦ୍ବିପ୍ରହରରେ ଗାଧୋଇବା କିମ୍ବା ଖିଆପିଆ ନକରି ଟିଭି ଦେଖୁଥିବାରୁ ଧରିତ୍ରୀଙ୍କୁ ତାଙ୍କ ମାଆ ଆକଟ କରିଥିଲେ । ଏଥିରେ ଉତକ୍ଷିପ୍ତ ହୋଇ ଧରିତ୍ରୀ ଗାଧୋଇବା ଘର ଭିତରପଟୁ କବାଟ ବନ୍ଦ କରି ଗାମୁଛା ସାହାଯ୍ୟରେ ଫାଶୀ ଦେଇଥିଲେ ‌ । ଦୀର୍ଘ ସମୟ ପର୍ଯ୍ୟନ୍ତ ସେ କବାଟ ଖୋଲି ନଥିବାରୁ ତାଙ୍କ ମାଆ ପୋଡଶୀମାନଙ୍କୁ ଡାକି କବାଟ ଭାଙ୍ଗି ତାଙ୍କୁ ସିମୁଳିଆ ମେଡିକାଲକୁ ଆଣିଥିଲେ ହେଁ ଡାକ୍ତର ମୃତ ଘୋଷଣା କରିଥିଲେ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

CJP Protest: ଭାରତରେ ଲ୍ୟାଣ୍ଡ କରୁକରୁ ପ୍ରଥମ ପ୍ରତିକ୍ରିୟା ଦେଲେ କକ୍ରୋଚ୍‌ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ , ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୬: ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ପାଇଁ ଭାରତରେ ପହଞ୍ଚିବା ପରେ ତାଙ୍କର ପ୍ରଥମ ପ୍ରତିକ୍ରିୟା ପ୍ରକାଶ…

ଘର ଆଗରେ ମା’-ଝିଅଙ୍କୁ ଅସଦାଚରଣ, ଥାନାରେ ଏତଲା ଦେବା ପରେ…

ଦିଗପହଣ୍ଡି,୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅଧୀନ ଏକ ଗାଁରେ ଜଣେ ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର…

ଆଗେ ଆଗେ ଦନ୍ତା, ପଛେ ପଛେ ଲୋକେ- ବନ ବିଭାଗ କର୍ମଚାରୀ, ସ୍ଥାନୀୟ ଅଞ୍ଚଳରେ ଆତଙ୍କ

ଆନନ୍ଦପୁର ୬।୬(ସୁଶାନ୍ତ କୁମାର ସାହୁ ): ଗାଁ ପରେ ଗାଁ ବୁଲୁଛି ଦନ୍ତା । ଆଗେ ଆଗେ ଦନ୍ତା ପଛେ ପଛେ ସ୍ଥାନୀୟ ଲୋକେ ଓ ବନ…

‘ଏବେଠାରୁ ସଚେତନ ନ ରହିଲେ ଭବିଷ୍ୟତ ପିଢ଼ି ପାଇଁ ସ୍ଥିତି ହେବ ଭୟଙ୍କର’

ମହାକାଳପଡ଼ା,୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବେଣାକନ୍ଧାସ୍ଥିତ ତପୋବନ ଉଚ୍ଚ ବିଦ୍ୟାଳୟ ଇକୋ କ୍ଲବ୍‌ ଜାତୀୟ ସବୁଜ ବାହିନୀ ପକ୍ଷରୁ ୫୪ ତମ ବିଶ୍ୱ…

ଦଳରେ ବିଦ୍ରୋହ ଭିତରେ ମମତା ଖେଳିଲେ ବଡ଼ ଚାଲ୍‌, ଅଭିଷେକ ବାନାର୍ଜୀଙ୍କୁ ଘୋଷଣା କଲେ…

ନୂଆଦିଲ୍‌ଲୀ,୬।୬: ବିଧାୟକମାନଙ୍କ ବିଦ୍ରୋହ ମଧ୍ୟରେ ଟିଏମସି (TMC) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମମତା ବାନାର୍ଜୀ ଏହି ନୂତନ ସଙ୍ଗଠନରେ…

ଜଗା ଦର୍ଶନ ସାରି ଫେରୁଥିଲେ, ଘରକୁ ଧକ୍କା ଦେଲା ବୋଲେରୋ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୬ା୬(ସବିତା ମିଶ୍ର): ଜଗା ଦର୍ଶନ ସାରି ଫେରିବା ବେଳେ ରାସ୍ତାକଡ଼ରେ ଥିବା ଏକ ଘରକୁ ଧକ୍କା ଦେଇଛି ଏକ ବୋଲେରୋ। ଫଳରେ ଏଥିରେ ୮ ଜଣ ଆହତ…

ଲକ୍ଷ ଲକ୍ଷ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ, ୬।୬: ଗୋଟିଏ ପଟେ କେନ୍ଦ୍ରୀୟ କର୍ମଚାରୀମାନେ ଦୀର୍ଘ ଦିନ ହେବ ଅଷ୍ଟମ ବେତନ କମିଶନ (8th Pay Commission) ଅଧୀନରେ ମହଙ୍ଗା ଭତ୍ତା (DA) ଏବଂ…

ଆଜିଠାରୁ ‘ମୃତ୍ୟୁ ପଞ୍ଚକ’ ଆରମ୍ଭ: ସ୍ବପ୍ନରେ ଏହି ୭ଟି ଜିନିଷ ଦେଖିଲେ ହୋଇଯାଆନ୍ତୁ ସାବଧାନ, ଘଟିପାରେ ବଡ଼ ଅଘଟଣ!

ସନାତନ ଧର୍ମରେ ମୃତ୍ୟୁ ପଞ୍ଚକର ଏକ ବିଶେଷ ମହତ୍ତ୍ୱ ରହିଛି, ଯାହାକୁ କ୍ଷତିକାରକ ଓ କଷ୍ଟଦାୟକ ବୋଲି ମାନିଥାନ୍ତି। ଯେତେବେଳେ ବି ପଞ୍ଚକ ଶନିବାର ଦିନରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri