ନାବାଳିକାଙ୍କୁ ଅସଦାଚରଣ କରି ଥାନାରେ ଯୁବକ ଅଟକ

ଧର୍ମଶାଳା,୨୯ା୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚହଟା ଗ୍ରାମର ଜଣେ ଯୁବକ ୭ବର୍ଷର ନାବାଳିକାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଧର୍ମଶାଳା ପୋଲିସ ଯୁବକଙ୍କୁ ଥାନାରେ ଅଟକ ରଖିଥିବା ଜଣାପଡ଼ିଛି। ତେବେ ଘଟଣାର ସ୍ପଷ୍ଟତା ଜଣାପଡ଼ି ନ ଥିବା ବେଳେ ନାବାଳିକା ପରିବାରର ଅଭିଯୋଗ କ୍ରମେ ପୋଲିସ ଗୁରୁବାର ସକାଳୁ ଜାରକା ଅଞ୍ଚଳରେ ଏକ ଦୋକାନରେ କାର୍ଯ୍ୟ କରୁଥିବା ଜଣେ ଯୁବକଙ୍କୁ ଧରି ନେଇ ପଚରାଉଚରା କରୁଥିବା ସୂଚନା ମିଳିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଲସି ଧାନ ମଣ୍ଡିରେ ଦୁଇମାସରୁ ଉର୍ଦ୍ଧ୍ବ ହେଲା ପଡ଼ିରହିଛି ଧାନ, ଶୀତ କାକରରେ ଜଗୁଛନ୍ତି ଚାଷୀ

କେସିଙ୍ଗା,୨୯ା୧(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବାଲସି ଧାନ ମଣ୍ଡିରେ ଦୀର୍ଘ ଦୁଇ ମାସ ହେଲା ଧାନ ପଡି ରହିଛି । ପ୍ରବଳ ଶୀତ…

୨୧୧ ଯାତ୍ରୀକୁ ନେଇ ଯାଉଥିବା ଇଣ୍ଡିଗୋ ବିମାନରେ ଧକ୍କା ହେଲା ପକ୍ଷୀ, ଆଉ ତା’ପରେ…

ନୂଆଦିଲ୍ଲୀ,୨୯।୧: ଗୋଆରୁ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର (ଶମଶାବାଦ) ଯାଉଥିବା ଏକ ଇଣ୍ଡିଗୋ ବିମାନରେ ବୁଧବାର ପକ୍ଷୀ ଧକ୍କା ହୋଇଥିଲା। ବିମାନ ଭିତରେ ୨୧୧ ଜଣ ଯାତ୍ରୀ…

ନବଜାତ ଶିଶୁକନ୍ୟାକୁ ଅଳିଆଗଦାରେ ଫିଙ୍ଗିଦେଲେ, ଗାଁରେ ଜୋର୍‌ ଧରିଛି ଚର୍ଚ୍ଚା

ବଲାଙ୍ଗୀର/ସଇଁତଳା,୨୯ା୧(ସୁନିଲ କୁମାର ମହାନ୍ତି/ରାଖାଲ ଶତପଥୀ): ଅଳିଆଗଦାରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏପରି ଏକ ଘଟଣା ଘଟିଛି ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଧରପଗଡ଼…

୧,୨,୩,୪,୫…ଲଗାତର ଶତକ ପରେ ଷଷ୍ଠ ଶତକ ପୂର୍ବରୁ ହେଲା ବଡ଼ ଓଲଟପାଲଟ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ନୂଆଦିଲ୍ଲୀ,୨୯।୧:ଟେଷ୍ଟ କ୍ରିକେଟ ପ୍ରାୟ ୧୫୦ ବର୍ଷ ଧରି ଖେଳାଯାଉଛି, କିନ୍ତୁ ଏହି ଫର୍ମାଟର ଇତିହାସରେ କେବଳ ଜଣେ ବ୍ୟାଟସମ୍ୟାନ ଲଗାତାର ପାଞ୍ଚଟି ଇନିଂସରେ ଶତକ ହାସଲ କରିବାର…

କପ୍ତିପଦାରେ ଜବରଦଖଲ ଉଚ୍ଛେଦ, ଏନଏସି ମାନ୍ୟତା ପାଇବା ପରେ…

ଉଦଳା,୨୯।୧(ସନ୍ତୋଷ କୁମାର ବାଚ୍ଛିନୀ): ନୂତନ ଏନଏସି ଭାବେ କପ୍ତିପଦା ଘୋଷଣା ହୋଇଛି । ଏନଏସି ମାନ୍ୟତା ପାଇବା ପରେ ଆଜି ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା…

ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅବିଭାବକ: ଶିକ୍ଷକ ନଥିବାରୁ…

ଧର୍ମଶାଳା,୨୯।୧(ଶିବ ପ୍ରସାଦ ମହାନ୍ତି ): ଯାଜପୁର ଜିଲା ରସୁଲପୁର ବ୍ଲକ କଲଣ ପଞ୍ଚାୟତ ନୂଆହାଟ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବରୁ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ…

କାହିଁକି ଇସ୍ରାଏଲ ଯାଉଛନ୍ତି ମୋଦି? ପାକିସ୍ତାନ ସହ ହଜିବ ହମାସର ନିଦ

ନୂଆଦିଲ୍ଲୀ/ଇସଲାମାବାଦ,୨୯।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଇସ୍ରାଏଲ ଗସ୍ତ ସମ୍ପର୍କରେ ପୁଣି ଥରେ ଆଲୋଚନା ଜୋର ଧରିଛି। ରିପୋର୍ଟ ଅନୁଯାୟୀ ଏହି ଗସ୍ତ ୨୭-୨୮ ଫେବୃଆରୀ, ୨୦୨୬ ରେ…

ନବୀନଙ୍କୁ ନେଇ ସ୍ପଷ୍ଟୀକରଣ ରଖିଲେ ଦିବ୍ୟଶଙ୍କର ମିଶ୍ର, କହିଲେ ଭାଜପା ଆସିବା ପରେ ଓଡ଼ିଶାବାସୀ…

ଭବାନୀପାଟଣା,୨୯ା୧(ଉତ୍ତମ କୁମାର ଦାଶ): ପୂର୍ବତନ ଏମ୍‌ପି ତଥା ବଲାଙ୍ଗୀର ବିଧାୟକ କଳିକେଶ ସିଂହଦେଓଙ୍କ ସମ୍ପର୍କରେ ଦେଇଥିବା ମତାମତ ସମ୍ପର୍କରେ ଗୁରୁବାର ଭବାନୀପାଟଣା ମିଡ୍‌ ଟାଉନଠାରେ ଅନୁଷ୍ଠିତ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri