ନାବାଳିକାଙ୍କୁ ଅସଦାଚରଣ କରି ଥାନାରେ ଯୁବକ ଅଟକ

ଧର୍ମଶାଳା,୨୯ା୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚହଟା ଗ୍ରାମର ଜଣେ ଯୁବକ ୭ବର୍ଷର ନାବାଳିକାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଧର୍ମଶାଳା ପୋଲିସ ଯୁବକଙ୍କୁ ଥାନାରେ ଅଟକ ରଖିଥିବା ଜଣାପଡ଼ିଛି। ତେବେ ଘଟଣାର ସ୍ପଷ୍ଟତା ଜଣାପଡ଼ି ନ ଥିବା ବେଳେ ନାବାଳିକା ପରିବାରର ଅଭିଯୋଗ କ୍ରମେ ପୋଲିସ ଗୁରୁବାର ସକାଳୁ ଜାରକା ଅଞ୍ଚଳରେ ଏକ ଦୋକାନରେ କାର୍ଯ୍ୟ କରୁଥିବା ଜଣେ ଯୁବକଙ୍କୁ ଧରି ନେଇ ପଚରାଉଚରା କରୁଥିବା ସୂଚନା ମିଳିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ମମତାଙ୍କ ବଡ଼ ବୟାନ

କୋଲକାତା,୩୦ା୪: ପଶ୍ଚିମବଙ୍ଗରେ ଏଥର ଭାଜପା ଏବଂ ଟିଏମ୍‌ସି ମଧ୍ୟରେ କଡ଼ା ଟକ୍କର ହେବ ବୋଲି କେତେକ ପୋଲ୍‌ ଏଜେନ୍ସି ଆକଳନ କରିଥିଲାବେଳେ ଭାଜପା ସର୍ବାଧିକ ଆସନ ପାଇ…

TMCର ବଡ଼ ଅଭିଯୋଗ, ‘ବାଲଟ ବକ୍ସ ଖୋଲିବାକୁ ଚେଷ୍ଟା’, ଆସିଲା ସିସିଟିଭି ଫୁଟେଜ!

କୋଳକାତା,୩୦।୪: ବିଧାନସଭା ନିର୍ବାଚନ ପରେ ପଶ୍ଚିମବଙ୍ଗରେ ପୁଣିଥରେ ରାଜନୀତି ଉଷ୍ମ ହୋଇଛି। ନେତାଜୀ ଇଣ୍ଡୋର ଷ୍ଟାଡିୟମ ବାହାରେ ଥିବା ଷ୍ଟ୍ରଙ୍ଗ ରୁମ ସମ୍ମୁଖରେ ଟିଏମସି ନେତା ଶଶି…

୪,୪,୪,୪,୪… ଗୋଟିଏ ଓଭରରେ କ୍ରମାଗତ ୫ଟି ଚୌକା ମାରି ଇତିହାସ ସୃଷ୍ଟି କଲେ ବିରାଟ କୋହଲି, ଏହି ସ୍ବତନ୍ତ୍ର ତାଲିକାରେ ସ୍ଥାନ ପାଇଲେ

ନୂଆଦିଲ୍ଲୀ,୩୦।୪: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚରେ ବିରାଟ କୋହଲି ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କାଗିସୋ ରାବାଡାଙ୍କ ଦ୍ୱାରା ବୋଲ୍ଡ ହୋଇଥିବା ଗୋଟିଏ ଓଭରରେ ସେ…

ରାଗ ରଖି ଛୁରୀରେ ବେକ କାଟି ହତ୍ୟା: ଆସିଲା ମାମଲାର ରାୟ,ଅଭିଯୁକ୍ତଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ

ଭବାନୀପାଟଣା,୩୦।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ପରଲସିଙ୍ଗା ଗାଁରେ ଗତ ୨୦୨୪ ରେ ହୋଇଥିବା ଏକ ବର୍ବର ହତ୍ୟାକାଣ୍ଡ ମାମଳାର ରାୟ ଗୁରୁବାର…

ଶ୍ରମିକ କର୍ମଚାରୀମାନଙ୍କୁ ଛଟେଇ କରିବା ନିଷ୍ପତ୍ତିର ପ୍ରତିବାଦ: ପଶ୍ଚିମ ଓଡିଶା ବିଦ୍ୟୁତ ଶ୍ରମିକ ମହାସଂଘ ପକ୍ଷରୁ ବିକ୍ଷୋଭ

ଦେବଗଡ,୩୦ା୪(ଶଶାଙ୍କ ଶେଖର ଝାଙ୍କର): ଖର୍ଚ୍ଚକାଟ ନାମରେ ଶ୍ରମିକ କର୍ମଚାରୀ ମାନଙ୍କୁ ଛଟେଇ କରିବା ନିଷ୍ପତ୍ତିର ପ୍ରତିବାଦରେ ପଶ୍ଚିମ ଓଡିଶା ବିଦ୍ୟୁତ ଶ୍ରମିକ ମହାସଂଘ , ଦେବଗଡ ଜିଲା…

କୋକସରା ଅଞ୍ଚଳରେ ପୁଣି ମୃଦୁ ଭୂମିକମ୍ପ, ଆତଙ୍କିତ ହୋଇ…

କୋକସରା,୩୦।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ଗୁରୁବାର ସା ୭.ଟା ୨୦.ରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। କିଛି ସେକେଣ୍ଡ ପାଇଁ ଭୂମିକମ୍ପ ଝଟକା…

ନିର୍ବାଚନ ଫଳାଫଳ ପୂର୍ବରୁ ବଡ଼ ବୟାନ ଦେଲେ ସଞ୍ଜୟ

ନୂଆଦିଲ୍ଲୀ,୩୦।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ଅଧିକ ରହିଛି। ନିର୍ବାଚନ ଫଳାଫଳ ପୂର୍ବରୁ ପ୍ରକାଶିତ ଅଧିକାଂଶ ଏକଜିଟ ପୋଲରେ ଭାଜପା ଆଗୁଆ ରହିବ ବୋଲି…

IPL 2026 ଛାଡ଼ି ରାତାରାତି ଫେରିଗଲେ ପର୍ପଲ କ୍ୟାପ୍‌ ଖେଳାଳି, ଏହି ଟିମ୍‌ର ୩ ଖେଳାଳି ହଠାତ୍‌…

ନୂଆଦିଲ୍ଲୀ,୩୦।୪: ଆଇପିଏଲ୍‌ ୨୦୨୬ ସିଜନ ଏବେ ଏକ ଗୁରୁତ୍ୱପୂର୍ଣ୍ଣ ମୋଡ଼ରେ ପହଞ୍ଚିଛି। ଅଧାରୁ ଅଧିକ ମ୍ୟାଚ ଶେଷ ହୋଇଥିବା ବେଳେ ଖେଳାଳିଙ୍କ ଆହତ ସମସ୍ୟା ଟିମ୍‌ଗୁଡ଼ିକ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri