ବିବାହର ପ୍ରତିଶ୍ରୁତି ଦେଇ ପୁଣି ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ,୨୯।୭(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପୋଲିସ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗରେ ମଙ୍ଗଳବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ରିଶାଙ୍କ ପାଳ ଓରଫ ସିଲୁ। ନାବାଳିକା ଜଣକ ଟିଉସନ ପାଇଁ ଅଭିଯୁକ୍ତଙ୍କ ଘରକୁ ଯାଉଥିଲେ। ଟିଉସନ ଦିଦିଙ୍କ ଭାଇ ନାବାଳିକାଙ୍କୁ ମିଥ୍ୟା ପ୍ରଲୋଭନ ଦେଖାଇ ଥିଲେ।

ଚଳିତ ମାସ ୨୪ ତାରିଖରେ ଯୁବକ ଜଣଙ୍କ ନାବାଳିକାଙ୍କୁ ମନ୍ଦିରରେ ବିବାହ କରିବାକୁ କହି ଘରକୁ ଡାକି ବଳାତ୍କାର କରିଥିଲେ। ଏନେଇ ପୀଡିତା ସୋମବାର ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ହିଞ୍ଜିଳି ଥାନା ପୋଲିସ ଏକ ମାମଲା(ନଂ.୫୯୩/୨୫) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri