Posted inଜାତୀୟ

ଲଜ୍‌ରେ ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତ ସନ୍ଥ ଲୋକେଶ୍ୱର ମହାରାଜ ଗିରଫ

ବେଙ୍ଗାଲୁରୁ,୨୪ା୫: କର୍ନାଟକର ବେଲଗମ୍‌ ଜିଲାରେ ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ଜଣେ ସନ୍ଥଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ବେଲଗମ୍‌ ଜିଲା ରାଇବାଗ ତାଲୁକ ଅନ୍ତର୍ଗତ ମେଖାଲି ଗ୍ରାମରେ ଥିବା ରାମମନ୍ଦିରର ସନ୍ଥ ଲୋକେଶ୍ୱର ମହାରାଜ।

ସେ ୧୭ ବର୍ଷୀୟାଙ୍କୁ କାର୍‌ରେ ନେଇ ଘରେ ଛାଡ଼ିଦେବାକୁ କହି ବାଗଲକୋଟ ସହରର ଏକ ଲଜ୍‌କୁ ନେଇ ସେଠାରେ ବଳାତ୍କାର କରିଥିଲେ ବୋଲି ପୋଲିସ ଆଗରେ ସ୍ବୀକାର କରିଛନ୍ତି। ପରେ ସେ ପୀଡ଼ିତାଙ୍କୁ ରାଇଚୁର ନେଇ ଯୌନ ନିର୍ଯାତନା ଦେଇ ମହାଲିଙ୍ଗପୁର ବସ୍‌ଷ୍ଟାଣ୍ଡରେ ଛାଡ଼ି ଚାଲିଯାଇଥିଲେ। ସନ୍ଥଙ୍କ ନାମରେ ଶିଶୁ ଯୌନ ଅପରାଧ ସୁରକ୍ଷା ଆଇନ (ପୋକ୍‌ସୋ)ରେ ବାଗଲକୋଟ ଥାନାରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

CEC ଚୟନ କମିଟିରୁ CJIଙ୍କୁ କାହିଁକି ହଟାଗଲା? ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୮।୧୨: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ନିର୍ବାଚନ ସଂସ୍କାର ଉପରେ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର...

ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ...

ଇଣ୍ଡିଗୋ ପାଇଲଟଙ୍କ ଇମୋଶନାଲ ମେସେଜ ଭାଇରାଲ, ଏମିତି କ’ଣ କହିଲେ ଯେ ଘଣ୍ଟା ଘଣ୍ଟା ଧରି ଫସିଥିବା ଯାତ୍ରୀ ବି କଲେ ପ୍ରଶଂସା

ନୂଆଦିଲ୍ଲୀ,୯।୧୨: ଇଣ୍ଡିଗୋ ବିମାନର ନିରନ୍ତର ବିଳମ୍ବ ଏବଂ ବାତିଲ ମଧ୍ୟରେ, ଏକ ଭିଡିଓ ସାମ୍ନାକୁ ଆସିଛି ଯାହା ଯାତ୍ରୀମାନଙ୍କ ହୃଦୟକୁ ସ୍ପର୍ଶ କରିଛି। ଭିଡିଓରେ ଇଣ୍ଡିଗୋ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri