Posted inଜାତୀୟ

ଲଜ୍‌ରେ ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତ ସନ୍ଥ ଲୋକେଶ୍ୱର ମହାରାଜ ଗିରଫ

ବେଙ୍ଗାଲୁରୁ,୨୪ା୫: କର୍ନାଟକର ବେଲଗମ୍‌ ଜିଲାରେ ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ଜଣେ ସନ୍ଥଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ବେଲଗମ୍‌ ଜିଲା ରାଇବାଗ ତାଲୁକ ଅନ୍ତର୍ଗତ ମେଖାଲି ଗ୍ରାମରେ ଥିବା ରାମମନ୍ଦିରର ସନ୍ଥ ଲୋକେଶ୍ୱର ମହାରାଜ।

ସେ ୧୭ ବର୍ଷୀୟାଙ୍କୁ କାର୍‌ରେ ନେଇ ଘରେ ଛାଡ଼ିଦେବାକୁ କହି ବାଗଲକୋଟ ସହରର ଏକ ଲଜ୍‌କୁ ନେଇ ସେଠାରେ ବଳାତ୍କାର କରିଥିଲେ ବୋଲି ପୋଲିସ ଆଗରେ ସ୍ବୀକାର କରିଛନ୍ତି। ପରେ ସେ ପୀଡ଼ିତାଙ୍କୁ ରାଇଚୁର ନେଇ ଯୌନ ନିର୍ଯାତନା ଦେଇ ମହାଲିଙ୍ଗପୁର ବସ୍‌ଷ୍ଟାଣ୍ଡରେ ଛାଡ଼ି ଚାଲିଯାଇଥିଲେ। ସନ୍ଥଙ୍କ ନାମରେ ଶିଶୁ ଯୌନ ଅପରାଧ ସୁରକ୍ଷା ଆଇନ (ପୋକ୍‌ସୋ)ରେ ବାଗଲକୋଟ ଥାନାରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଜେପି ବିକ୍ଷୋଭକାରୀଙ୍କୁ ନୋଟିସ ପଠାଇବାକୁ କିପରି ସାହସ କଲ

ନୂଆଦିଲ୍ଲୀ,୧୦ା୯: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ପରିଚାଳିତ ବିକ୍ଷୋଭରେ ଭାଗ ନେଇଥିବା ଜଣେ ଛାତ୍ରଙ୍କୁ ନୋଟିସ ଜାରି କରିଥିବାରୁ ଗ୍ରେଟର ନଏଡ଼ାର କାର୍ଯ୍ୟନିର୍ୱାହୀ ମାଜିଷ୍ଟ୍ରେଟ୍‌ଙ୍କୁ ସୁପ୍ରିମକୋର୍ଟ…

୬ଷ୍ଠ ଶ୍ରେଣୀ ପିଲାଙ୍କୁ ତ୍ରିଭାଷା ନୀତିରେ କୋହଳ କର : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୦।୯: ସିବିଏସ୍‌ଇର ତ୍ରିଭାଷା ନୀତିକୁ ନେଇ ଚାଲିଥିବା ମାମଲାରେ ସୁପ୍ରିମକୋର୍ଟ ଚଳିତ ଶିକ୍ଷାବର୍ଷ ପାଇଁ ୬ଷ୍ଠ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଏହି ନୀତିରୁ ବାଦ୍‌ ଦେବାକୁ ବିଚାର…

ଏଆଇ ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱବ୍ୟାପୀ ମହାବିପତ୍ତି ସୃଷ୍ଟି ହୋଇପାରେ

ନୂଆଦିଲ୍ଲୀ, ୧୦ା୯ (ପି.ଟି.): କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରର ପ୍ରମୁଖ ଗବେଷଣା ସଂସ୍ଥା ‘ଆନ୍ଥ୍ରୋପିକ୍‌’ର ଗବେଷକ ଜାକବ କୋକ୍ସନ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ‘ଓପନ୍‌ଏଆଇ’…

ଗତ ୫ ରାଜ୍ୟ ନିର୍ବାଚନରେ ଭାଜପାକୁ ମିଳିଛି ଏତେ କୋଟି: ସଂଖ୍ୟା ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୦ା୯: ଗତ ୫ଟି ରାଜ୍ୟ ବିଧାନସଭା ନିର୍ବାଚନ ବେଳେ ଭାଜପାର କେନ୍ଦ୍ରୀୟ ମୁଖ୍ୟାଳୟ ପାଖାପାଖି ୧,୪୭୩ କୋଟି ଟଙ୍କା ଚାନ୍ଦା ପାଇଛି, ଯାହାକି କଂଗ୍ରେସର କେନ୍ଦ୍ରୀୟ ଏବଂ…

ଓଡ଼ିଶା ସମେତ ୫ ରାଜ୍ୟରେ ମଲ୍ଟିଟ୍ରାକ୍‌ ପ୍ରକଳ୍ପ ପାଇଁ ୧୦,୭୮୩ କୋଟି ଟଙ୍କା ମଞ୍ଜୁର; ଖଡ଼ଗପୁର-ଝାରସୁଗୁଡ଼ା…

ନୂଆଦିଲ୍ଲୀ,୧୦ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ବୁଧବାର ଦେଶର ୮ଟି ପ୍ରମୁଖ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପ ପାଇଁ ୨୦,୮୦୪ କୋଟି ଟଙ୍କା…

ନବଜାତ ଶିଶୁଙ୍କୁ ସୁନାମୁଦି ଦେବେନି ବିଜୟ? ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୯।୯: ତାମିଲନାଡୁରେ କ୍ଷମତା ସମ୍ଭାଳିବା ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନବଜାତ ଶିଶୁମାନଙ୍କୁ ସୁନା ମୁଦି ପ୍ରଦାନ କରିବା ସମ୍ପର୍କିତ ଚର୍ଚ୍ଚିତ ଯୋଜନାର ଶୁଭାରମ୍ଭ ବର୍ତ୍ତମାନ…

ମୋଦି କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri