ଅନ୍ଧ, ମୂକ, ବଧିର ବିଦ୍ୟାଳୟରେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ, ଅଭିଯୋଗ ଆଣିବାରୁ…

ଭବାନୀପାଟଣା,୨।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟରୁ ଆସିଛି ସାଂଘାତିକ ଅଭିଯୋଗ । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଛନ୍ତି ସ୍ଥାନୀୟ ଛାତ୍ରୀମାନେ। ମାମଲା ଜିଲାପାଳଙ୍କ ନିକଟରେ ପହଞ୍ଚିବା ପରେ ତନାଘନା ଆରମ୍ଭ ହୋଇଛି । ଅଭିଯୋଗ ପାଇବା ପରେ ଜିଲାପାଳ ପାୱାର ସଚିନ ପ୍ରକାଶ ଏହି ଘଟଣାରେ ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍‌ ଗଠନ କରିଛନ୍ତି। ଏହି ଟିମ୍‌ ଘଟଣାସ୍ଥଳକୁ ଯାଇ ତଦନ୍ତ କରି ଏବେ ଫେରିଛନ୍ତି ।ମିଳିଥିବା ସୂଚନା ଅନୁଯାୟୀ,ପରମାନନ୍ଦପୁର ନିକଟସ୍ଥ ରେଡକ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ସମସ୍ତ ଛାତ୍ରୀ ମୂକ ଓ ବଧିର। ବିଦ୍ୟାଳୟର ଜଣେ ପୁରୁଷ ୱାର୍ଡନ ନାବାଳିକା ଛାତ୍ରୀମାନଙ୍କୁ ଦୁର୍ବ୍ୟବହାର ଦେଖାଇବା ସହ ଅସଦାଚରଣ କରୁଥିବା ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ କଳାହାଣ୍ଡି ଜିଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ମହାପାତ୍ର କହିଛନ୍ତି, ‘ବିଦ୍ୟାଳୟ କର୍ମଚାରୀଙ୍କ ବିରୋଧରେ ଏ ନେଇ ଅଭିଯୋଗ ଆସିଛି। ଏହି କର୍ମଚାରୀ ପିଲାମାନଙ୍କୁ ମାନସିକ ନିର୍ଯାତନା ଦେବା ସହ ଯୌନ ନିର୍ଯାତନା ଦେଉଥିବା ଅଭିଯୋଗରେ କୁହାଯାଇଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ…

କର୍କଟ ରାଶିରେ ସୃଷ୍ଟି ହେଲା ଦୁର୍ଲଭ ଚତୁର୍ଗ୍ରହ ଯୋଗ: ଏହି ୪ ରାଶିଙ୍କ ପାଇଁ ଖୋଲିଯିବ ଧନଲାଭର ନୂଆ ଦ୍ୱାର

ଆଜି ୧୧ ଅଗଷ୍ଟ, ୨୦୨୬ରେ ସାବନ ଶିବରାତ୍ରି ଅବସରରେ ଆକାଶରେ ଏକ ବିଶେଷ ଗ୍ରହ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ କର୍କଟ ରାଶିରେ ସୂର୍ଯ୍ୟ, ଗୁରୁ,…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri