ସାଙ୍ଗର ଜନ୍ମଦିନ ପାର୍ଟିକୁ ଯାଇଥିଲେ ନାବାଳିକା, ଅଧରାତିରେ ବଳାତ୍କାର ପରେ ଘଟିଲା…

ମାଲକାନଗିରି, ୨୨।୭ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଜଣେ ନାବାଳିକା ସହ ବଳାତ୍କାର ଅଭିଯୋଗ ହୋଇଛି। ରାଜ୍ୟରେ ନାରୀ ସୁରକ୍ଷାକୁ ନେଇ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଥିବାବେଳେ ଏହାରି ମଧ୍ୟରେ ମାଲକାନଗିରି ଜିଲାରେ ଜଣେ ନାବାଳିକା ସହ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ପୀଡ଼ିତାଙ୍କ ପରିବାର ମାଲକାନଗିରି ସଦର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ମାଲକାନଗିରି ସଦର ଥାନା ଅଞ୍ଚଳର ନାବାଳିକା ଜଣଙ୍କ ଗତକାଲି ସନ୍ଧ୍ୟାରେ ନିଜ ସାଙ୍ଗର ଜନ୍ମ ଦିନ ପାଳନ ପାଇଁ ସାଙ୍ଗ ଘରକୁ ଯାଇଥିବା ବେଳେ ବିଳମ୍ବିତ ରାତି ଯାଏ ଘରକୁ ଫେରି ନ ଥିଲେ। ପରିବାର ଲୋକେ ଝିଅକୁ ବହୁ ଖୋଜାଖୋଜି ପରେ ଝିଅର କୌଣସି ପତ୍ତା ମିଳି ନ ଥିଲା। ତେବେ ଏହାରି ମଧ୍ୟରେ ଜିଏା ସଦରରୁ ଜୟପୁରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ବିଜା ଘାଟି ଠାରେ ବିଳମ୍ବିତ ରାତିରେ ଉକ୍ତ ନାବାଳିକା ଓ ଜଣେ ଟ୍ରକ ଚାଳକଙ୍କୁ ସନ୍ଦେହଜନକ ସ୍ଥିତିରେ ଦେଖି କିଛି ପଥଚାରି ମାଲକାନଗିରି ପୋଲିସକୁ ଖବର ଦେଇଥିବା ବେଳେ ପୋଲିସ ସେଠାରେ ପହଞ୍ଚି ଉକ୍ତ ନାବାଳିକାକୁ ଉଦ୍ଧାର କରିବା ସହ ଶକ୍ତି ସଦନ ଗୃହରେ ରଖିଥିଲେ। ଏହା ସହ ଟ୍ରକ ଚାଳକକୁ ଅଟକ ରଖିଥିଲେ। ଏନେଇ ଖବର ପାଇବା ପରେ ଆଜି ଉକ୍ତ ନାବାଳିକାର ମା’ ମାଲକାନଗିରି ଆଦର୍ଶ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ପକ୍ଷରୁ ୩୬୩/୨୫ରେ ଏକ ମାମଲା ରୁଜ୍ଜୁ କରି ଘଟଣାର ତଦନ୍ତ ଜାରି ରଖିବା ସହ ନାବାଳିକାର ଡାକ୍ତରୀ ପରୀକ୍ଷା ପରେ ତାଙ୍କୁ ଶକ୍ତି ସଦନରେ ରଖା ଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri