ନାବାଳିକାଙ୍କୁ କମେଣ୍ଟ କରିବା ପଡିଲା ମହଙ୍ଗା, ନିସ୍ତୁକ ଠେଙ୍ଗା ମାଡ଼, ଭିଡିଓ ଭାଇରାଲ…

ପାଟନା,୧୧।୧୧ : ସାମ୍ପ୍ରତିକ ସମୟରେ, ପ୍ରତ୍ୟେକ ଝିଅ ଆତ୍ମରକ୍ଷା କରିବାକୁ ସକ୍ଷମ ହେବା ଆବଶ୍ୟକ କାରଣ ଦୁଷ୍କର୍ମକାରୀ ତାଙ୍କୁ କେବେ ମଧ୍ୟ ଅସଦାଚରଣ କରି ପାରନ୍ତି । ଏବେ ସୋସିଆଲ ମିଡିଆରେ ଏକ ଭିଡିଓ ସାମ୍ନାକୁ ଆସିଛି ଯେଉଁଥିରେ ଜଣେ ନାବାଳିକାଙ୍କ ପ୍ରତି ଅଶ୍ଳୀଳ କମେଣ୍ଟ କରିବା ମହଙ୍ଗା ପଡିଛି। କୁହାଯାଉଛି ଜଣେ ଯୁବକ ନାବାଳିକାଙ୍କ ଉପରେ ଅଶ୍ଳୀଳ ମନ୍ତବ୍ୟ ଦେବା ପରେ ତାଙ୍କ ଉପରେ ନିସ୍ତୁକ ଠେଙ୍ଗାମାଡ଼ ହୋଇଛି।ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ସୋସିଆଲ ମିଡିଆରେ ଶେୟାର ହୋଇଥିବା ଏହି ଭିଡିଓର କ୍ୟାପଶନରେ ଲେଖା ଅଛି ଯେସାକୁ ତେସା। ସୋସିଆଲ ମିଡିଆରେ ଭିଡିଓ ଦେଖିବା ପରେ ସମସ୍ତେ ଝିଅଙ୍କର ସାହସକୁ ପ୍ରଶଂସା କରୁଛନ୍ତି। ସେ ସମ୍ପୃକ୍ତ ଯୁବକଙ୍କୁ ଏକ ଶିକ୍ଷା ଦେଇଥିବା ୟୁଜର କହିଛନ୍ତି। ଏହି ଭିଡିଓଟି ବିହାରର ଛାପ୍ରା ଅଞ୍ଚଳର ବୋଲି କୁହାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନ୍‌ ଟ୍ରେଡିଂ ନାମରେ ଠକେଇ, ଆନ୍ଧ୍ରରୁ ଗିରଫ ହେଲେ ମାଷ୍ଟରମାଇଣ୍ଡ୍‌

କୋରାପୁଟ,୧୧ା୫(ଅମିତାଭ ବେହେରା): ଅନ୍‌ଲାଇନ୍‌ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା ଘଟଣାରେ…

ବିଜ୍ଞପ୍ତି ଜାରିି: ସବୁ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳରେ VBGRAMG ଆକ୍ଟ-୨୦୨୫ ଲାଗୁ

ନୂଆଦିଲ୍ଲୀ,୧୧।୫: ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ସୋମବାର VBG RAMG ଆକ୍ଟ-୨୦୨୫ ଲାଗୁ ହେବା ନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଛି। ଜୁଲାଇ ପହିଲା ୨୦୨୬ରୁ VB-G RAM…

ଭବାନୀପାଟଣାରେ ବର୍ଷିଲେ ମୋକିମ, କହିଲେ ମୁଁ କୌଣସି ଗଡ଼କୁ ବିଶ୍ୱାସ କରେନି

ଭବାନୀପାଟଣା,୧୧ା୫(ଉତ୍ତମ ଦାଶ): କଳାହାଣ୍ଡିର ବିକାଶ ନାଁରେ ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ସୋମବାର ଏକ ବିଶାଳ ସମାବେଶ ଆୟୋଜନ କରାଯାଇଛି। ଭବାନୀପାଟଣାରେ ଆୟୋଜିତ ଏହି ସମାବେଶରେ ପିସିସି…

ମୁଖ୍ୟମନ୍ତ୍ରୀ ହେଉ ହେଉ ପ୍ରଥମ କ୍ୟାବିନେଟ ବୈଠକରେ ୬ ବଡ଼ ନିଷ୍ପତ୍ତି ନେଲେ ଶୁଭେନ୍ଦୁ, ଯାହା କରି ନଥିଲେ ଦିଦି କରି ଦେଖାଇବେ ଅଧିକାରୀ

କୋଲକାତା,୧୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଅଧ୍ୟକ୍ଷତାରେ ସୋମବାର ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ସମସ୍ତ ସମ୍ପୃକ୍ତ ଅଧିକାରୀ ଉପସ୍ଥିତ ଥିଲେ। ବୈଠକ ପରେ,…

ଅନ୍ୟ ଥାନା ଉପରେ ନିର୍ଭର କରୁଛି ପୁରୁଷୋତ୍ତମପୁର ପୋଲିସ: ମହିଳା-ଶିଶୁ ଡେକ୍ସରେ ପୁରୁଷ ଅଧିକାରୀ, ସମସ୍ୟା ଜଣାଇବାକୁ କୁଣ୍ଠିତ ପୀଡ଼ିତା

ପୁରୁଷୋତ୍ତମପୁର,୧୦।୫ (ସବିତା ମିଶ୍ର): ରାଜ୍ୟରେ ମହିଳା ଓ ଶିଶୁଙ୍କ ପ୍ରତି ବଢ଼ିଚାଲିଥିବା ନିର୍ଯାତନାକୁ ରୋକିବା ସହ ଅପରାଧୀଙ୍କୁ କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଗୃହ ବିଭାଗ…

କଟକରେ ବୁଲିଲା ଖଣ୍ଡା: ହଠାତ୍‌ ସ୍କୁଟିରେ ଆସି…

କଟକ,୧୧।୫: କଟକରେ ବୁଲିଲା ଖଣ୍ଡା । ଚନ୍ଦନ ଯାତ୍ରା ଚାଲୁଥିବା ସମୟରେ ଖଣ୍ଡାରେ ଆକ୍ରମଣ। ଏଭଳି ଅଭାବନୀୟ ଘଟଣା ଘଟିଛି ସଦର ଥାନା ପୁରୁଣା କାଚରାମାଳରେ। ମରଣାନ୍ତକ…

ବର୍ଷେ ପର୍ଯ୍ୟନ୍ତ ସୁନା ନ କିଣିଲେ କ’ଣ ଶସ୍ତା ହୋଇଯିବ ସୁନା? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୫: ଭାରତୀୟ ପରିବାରରେ ସୁନା ସର୍ବଦା ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଆସିଛି, ତାହା ଅଳଙ୍କାର ଆକାରରେ ହେଉ କିମ୍ବା ନିବେଶ ଭାବରେ। ତଥାପି, ଭାରତ ବିଶ୍ୱର…

ସରକାର ଗଠନର ଗୋଟିଏ ଦିନ ପରେ ଦେଖାଦେଲାଣି ଫାଟ, ଅସନ୍ତୋଷ ପ୍ରକାଶ କଲେ ସହଯୋଗୀ …

ଚେନ୍ନାଇ,୧୧।୫: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କ ଶପଥ ଗ୍ରହଣ ସମାରୋହ ସମୟରେ ଏକ ବିବାଦ ସୃଷ୍ଟି ହୋଇଥିଲା ଯେତେବେଳେ, ଜାତୀୟ ସଙ୍ଗୀତ(ଜନଗଣ ମନ) ଏବଂ ରାଷ୍ଟ୍ରଗୀତ(ବନ୍ଦେ ମାତରମ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri