Posted inଜାତୀୟ

ନାବାଳିକା ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡ

କୈଥଲ,୧୭ା୯: ବହୁ ଚର୍ଚ୍ଚିତ ହରିୟାଣା କୈଥଲ ଅଞ୍ଚଳରେ ଘଟିଥିବା ନାବାଳିକା ବଳାତ୍କାର ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଫାଷ୍ଟଟ୍ରାକ୍‌ କୋର୍ଟ ଅଭିଯୁକ୍ତଙ୍କୁ ପୋକ୍ସୋ ଆଇନରେ ଦୋଷୀ ସାବ୍ୟସ୍ତ କରି ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ଅପରାଧ ଘଟଣାର ୧୧ ମାସ ମଧ୍ୟରେ କୋର୍ଟ ଏହି ଦଣ୍ଡାଦେଶ ଶୁଣାଯାଇଛି। ଏଥିସହିତ ମୃତା ନାବାଳିକାଙ୍କ ପରିବାରକୁ ୩୦ଲକ୍ଷ ଟଙ୍କା କ୍ଷତିପୂରଣ ଜିଲା ନ୍ୟାୟିକ ସେବା କର୍ତ୍ତୃପକ୍ଷଙ୍କ ଜରିଆରେ ପୈଠ କରିବାକୁ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି।

୨୦୨୨ ଅକ୍ଟୋବର ୮ରେ କୈଥଲ ଗ୍ରାମର ଜଣେ ପଡୋଶୀ ୭ ବର୍ଷୀୟା ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବାହାରକୁ ନେଇ ଯାଇଥିଲେ। ପରେ ଅଭିଯୁକ୍ତ ନାବାଳିକାଙ୍କୁ ବଳାତ୍କାର କରି ହତ୍ୟା ପରେ ମୃତଦେହକୁ ପୋଡ଼ି ଜଙ୍ଗଲ ମଧ୍ୟରେ ଫିଙ୍ଗି ଦେଇଥିଲେ। ଏନେଇ ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ତଦନ୍ତ ପରେ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇଥିଲା। ରାୟ ପ୍ରକାଶ ବେଳେ କୋର୍ଟ ମାମଲାକୁ ବିରଳରୁ ବିରଳତମ ଅପରାଧ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?