ଭୁବନେଶ୍ବରରୁ ଛାତ୍ରୀ ନିଖୋଜ ଘଟଣା, ୫ ଘଣ୍ଟା ପରେ….

ଭୁବନେଶ୍ବର, ୧୦।୨: ଭୁବନେଶ୍ୱରରୁ ଛାତ୍ରୀ ନିଖୋଜ ଘଟଣାରେ ପୋଲିସକୁ ସଫଳତା । ୫ ଘଣ୍ଟା ପରେ କ୍ୟାପିଟାଲ ହସ୍ପିଟାଲରୁ ଉଦ୍ଧାର ହେଲେ ଛାତ୍ରୀ ।

ସୂଚନା ଅନୁସାରେ, ସୋମବାର ଦିନ ୧ଟା୩୦ ସମୟରେ ସ୍କୁଲ ଛୁଟି ପରେ ଘରକୁ ଫେରିନଥିଲେ । ଏନେଇ ପରିବାର ଲୋକେ ଚିନ୍ତିତ ହୋଇ ବହୁ ଖୋଜାଖୋଜି କରିଥିଲେ । ତଥାପି ନମିଳିବାରୁ ଭରତପୁର ଥାନାରେ ଅଭିଯୋଗ କରିଥିଲେ । ଏହାପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା ।

ତେବେ ରାତି ପ୍ରାୟ ୧୦ଟା ପରେ ଛାତ୍ରୀ ଜଣକ କ୍ୟାପିଟାଲ ହସ୍ପିଟାଲରେ ଠିଆ ହୋଇଥିବା ଦେଖିଥିଲେ ହସ୍ପିଟାଲ ଗାର୍ । ଏହାପରେ ସେ ୧୧୨କୁ କଲ କରି ଶିଶୁ ବିଭାଗକୁ ପଠାଇ ଦେଇଥିଲେ । ଖବର ପାଇ ଭରତପୁର ଥାନା ପୋଲିସ କ୍ୟାପିଟାଲ ହସ୍ପିଟାଲରେ ପହଞ୍ଚି ଛାତ୍ରୀଙ୍କୁ ଉଦ୍ଧାର କରି ପଚରାଉଚରା ଆରମ୍ଭ କରିଛି । ତେବେ କିଏ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଛାଡ଼ିଲା ନା ଛାତ୍ରୀଜଣକ କାହିଁକି ହସ୍ପିଟାଲ ଯାଇଥିଲେ, ସେନେଇ କୌଣସି ସୂଚନା ମିଳିପାରି ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାରକୋଟରେ ଚାଞ୍ଚଲ୍ୟ: ଲଜରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସାଥିରେ ରହୁଥିବା ଯୁବକ ଫେରାର

ଦେବଗଡ଼, ୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟସ୍ଥିତ ଏକ ଲଜରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଲେ ବାରକୋଟ…

୧୭ ଦିନରେ ପହଞ୍ଚିଲା ଭଞ୍ଜନଗର ଯାତ୍ରା: ମା’ ବ୍ୟାଘ୍ରଦେବୀଙ୍କ ଆଶୀର୍ବାଦ ନେଲେ ବାଚସ୍ପତି ସୁରମା ପାଢ଼ୀ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ମଙ୍ଗଳବାର ୧୭ ଦିନରେ ପହଞ୍ଚିଛି। ଆଉ ୮ ଦିନ ପରେ ୨୦ ତାରିଖରେ ଯାତ୍ରା ଉଦଯାପିତ ହେବ। ଆସନ୍ତା…

ଦିନରେ ଲୁଚୁଛି, ରାତିରେ ବୁଲୁଛି: ରତନେଇ ପାହାଡ଼ ଖୋଲରେ ଡେରା ପକାଇଛି କଲରାପତରିଆ,ଡ୍ରୋନ୍ କ୍ୟାମେରାରେ…

ଦିଗପହଣ୍ଡି,୧୨। ୫(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧିନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍ର ଜକର ଗ୍ରାମ ନିକଟ ମା…

ଇନଷ୍ଟାଗ୍ରାମ୍‌ରେ ଖୁଲମ୍‌ ଖୁଲା ମନର କଥା କହିଦେଲେ ତ୍ରିଶା! ବିଜୟଙ୍କୁ ନେଇ କହିଦେଲେ…

ଦକ୍ଷିଣ ଭାରତୀୟ ସିନେମା ଜଗତର ଦୁଇଟି ବଡ଼ ନାଁ ଥାଲାପଥି ବିଜୟ ଏବଂ ତ୍ରିଷା କୃଷ୍ଣନ୍। କେତେବେଳେ ସେମାନଙ୍କ ଅନସ୍କ୍ରିନ୍ କେମିଷ୍ଟ୍ରି ତ କେତେବେଳେ ଅଫସ୍କ୍ରିନ୍ ଆଫେୟାର୍,…

ୟୁପିରେ ଆରମ୍ଭ ହୋଇପାରେ ଅନଲାଇନ କ୍ଲାସ ଓ ୱାର୍କ ଫ୍ରମ ହୋମ୍‌! ଆକ୍ସନରେ ଯୋଗୀ ସରକାର

ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ। ମଙ୍ଗଳବାର ଦିନ ‘୫ କାଳିଦାସ ମାର୍ଗ ’ ସ୍ଥିତ ନିଜ ସରକାରୀ ବାସଭବନରେ ଅଧିକାରୀମାନଙ୍କ…

ବାଂଲାଦେଶର ଐତିହାସିକ ବିଜୟ

ଢାକା,୧୨ା୫: ଅଧିନାୟକ ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ପରେ ମେହିଦି ହାସନ ମିରାଜ ଓ ନାହିଦ ରାଣାଙ୍କ ୫ ଉଇକେଟ ସଫଳତା ବଳରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା…

ସରକାର ହେଉ ହେଉ ଥାଲାପଥି ବିଜୟଙ୍କୁ ଝଟ୍‌କା! ସୁପ୍ରିମକୋର୍ଟ ପହଞ୍ଚିଲା…

ଚେନ୍ନାଇ,୧୨।୫: ଟିଭିକେ ବିଧାୟକ ଆର. ଶ୍ରୀନିବାସ ସେତୁପତି ମାଡ୍ରାସ ହାଇକୋର୍ଟଙ୍କ କୌଣସି ଫ୍ଲୋର ଟେଷ୍ଟରେ ଭୋଟ ଦେବାରୁ ବାରଣ କରିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ…

ଥାଇଲାଣ୍ଡ ଓପନ: ସାତ୍ତ୍ୱିକ-ଚିରାଗ ଯୋଡ଼ି ଜିତିଲେ

ବ୍ୟାଙ୍କକ୍‌, ୧୨ା୫: ଟପ୍‌ ସିଡ୍‌ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ଯୋଡ଼ି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରେ ବିଜୟ ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri