କଫ୍‌ ସିରପ୍‌ ସହ ନିଶା ବଟିକା କାରବାର କରୁଛନ୍ତି ନାବାଳକ, ୩ ଗିରଫ

ଅତାବିରା,୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସ ଶୁକ୍ରବାର ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। ଏହି ମାମଲାରେ ପୋଲିସ ଜଣେ ନାବାଳକଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି। ଗିରଫ ସାବାଳକ ଅଭିଯୁକ୍ତମାନେ ହେଲେ, ଅତାବିରା ଥାନା ସିନ୍ଦୁରବାହାଲ ଗ୍ରାମର ଶୁଭମ ନାଏକ ଏବଂ ବଡ଼ମାଳ ଗ୍ରାମର ହିମାଂଶୁ ମିର୍ଦ୍ଧା। ସେହିପରି ନାବାଳକ ଜଣକ ସମ୍ବଲପୁର ଜିଲା ଗୋଶାଳା ଅଞ୍ଚଳର ବୋଲି ପୋଲିସ ସୂଚନା ଦେଇଛି। ସେମାନଙ୍କ ପାଖରୁ ୩୨୦ କଫ୍‌ ସିରପ୍‌ ଏବଂ ୫୦ ନିଶା ବଟିକା ଜବତ ହୋଇଛି। ଏ ନେଇ ଅତାବିରା ଥାନାରେ କେସ୍‌ ନଂ୨୮୬/୨୫ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ରାଜ୍ୟରେ ଭାଜପାର ବିପୁଳ ବିଜୟ: ବାଣ ଫୁଟାଇ, ମିଠା ବାଣ୍ଟି ପରସ୍ପରକୁ ଶୁଭେଚ୍ଛା ଜଣାଇଲେ ଭାଜପାକର୍ମୀ

ଗଞ୍ଜାମ,୪।୫(ଅନାଥ ତରାଇ): ଦେଶର ବିଭିନ୍ନ ରାଜ୍ୟରେ ଅନୁଷ୍ଠିତ ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ଏକତରଫା ଓ ଚିତ୍ତାକର୍ଷକ ବିଜୟକୁ ନେଇ ଆଜି ଗଞ୍ଜାମ ମଣ୍ଡଳ ପକ୍ଷରୁ ଏକ…

ଦିଲ୍ଲୀ ଗ୍ରସ୍ତ ସ୍କିପ୍‌ କଲେ ଧୋନୀ

ଚେନ୍ନାଇ,୪ା୫: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ପୂର୍ୱତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଦଳ ସହିତ ପରବର୍ତ୍ତୀ ମ୍ୟାଚ୍‌ ଲାଗି ଦିଲ୍ଲୀ ଯାତ୍ରା କରି ନାହାନ୍ତି। ସିଏସ୍‌କେ…

ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଏହି ସବୁ ସମସ୍ୟାର ସମାଧାନ ପାଇଁ ଗୁହାରି କଲେ ଲୋକେ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଖମାରିଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା ।…

ଖୁସିରେ କହୁ କହୁ ଏମିତି କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଚାହିଁ ରହିଗଲେ ଶାହା-ନୀତିନ ନବୀନ

ନୂଆଦିଲ୍ଲୀ,୪।୫:ପଶ୍ଚିମବଙ୍ଗ ଏବଂ ଆସାମ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ବିସ୍ମୟକର ବିଜୟ ପରେ ଦିଲ୍ଲୀର ଦଳୀୟ ମୁଖ୍ୟାଳୟରେ ଉତ୍ସବର ପରିବେଶ ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଆଜି ମୋ ଝିଅକୁ ନ୍ୟାୟ ମିଳିଛି… ଆରଜି କର ପୀଡ଼ିତାଙ୍କ ମା’ଙ୍କ ବଡ଼ ମନ୍ତବ୍ୟ: ଆଗକୁ…

କୋଲକାତା,୪।୫: ଉତ୍ତର ୨୪ ପରଗଣାର ପାଣିହାଟି ବିଧାନସଭା ଆସନ ପଶ୍ଚିମବଙ୍ଗ ନିର୍ବାଚନ ୨୦୨୬ରେ ସବୁଠାରୁ ଅଧିକ ନଜର ରଖାଯାଇଥିବା ଆସନ ମଧ୍ୟରୁ ଗୋଟିଏ ଭାବରେ ଉଭା ହୋଇଛି।…

ଯେଉଁଠାରେ ଝାଲମୁଡ଼ି ଖାଇଥିଲେ ପ୍ରଧାନମନ୍ତ୍ରୀ ମୋଦି, ସେଇ ନିର୍ବାଚନମଣ୍ଡଳୀରେ କିଏ ମାରିଲା ବାଜି, ଜାଣନ୍ତୁ…

କୋଲକାତା,୪।୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ରାଜନୈତିକ ବିଶ୍ଳେଷକମାନଙ୍କୁ ଆଶ୍ଚର୍ଯ୍ୟ କରିଛି। ଝାରଗ୍ରାମ ବିଧାନସଭା ନିର୍ବାଚନମଣ୍ଡଳୀ (ସିଟ ନମ୍ବର ୨୨୨) ସବୁଠାରୁ ଚର୍ଚ୍ଚିତ ନିର୍ବାଚନମଣ୍ଡଳୀ। ଭାଜପା…

ମୁଖ୍ୟ ସଚିବଙ୍କ ବଡ଼ ପଦକ୍ଷେପ: ପଶ୍ଚିମବଙ୍ଗରେ ଫାଇଲ ସ୍ଥାନାନ୍ତର ମନା

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଆସିଥିବା ବେଳେ ଭାଜପା ସନ୍ଧ୍ୟା ସୁଦ୍ଧା ୨୦୪ ଆସନରେ ଆଗୁଆ ଥିବାବେଳେ ଟିଏମ୍‌ସି ୮୩ ଆସନରେ ଆଗୁଆ ରହିଛି। ଏହି…

ଯୌତୁକ ନିର୍ଯାତନା: ସାବିତ୍ରୀ ଅମାବାସ୍ୟା ଦିନ ସ୍ତ୍ରୀଙ୍କୁ ପିଟିଥିଲେ ହାତୁଡିରେ, ଏବେ ଆସିଲା ରାୟ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଆସିଷ୍ଟାଣ୍ଟ ସେସନ ଜଜ୍‌ (ସ୍ବତନ୍ତ୍ର ଟ୍ରାକ କୋର୍ଟ) ସୌଦାମିନୀ ସିଂ ଏକ ଯୌତୁକ ନିର୍ଯାତନା ମାମଲାରେ ଅଭିଯୁକ୍ତ ସ୍ବାମୀଙ୍କୁ ଦୋଷୀ ସାବ୍ୟସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri