ଏହି କ୍ରିକେଟର୍‌ଙ୍କ ପ୍ରେମରେ ପାଗଳ ଶାହିଦ କପୁରଙ୍କ ସ୍ତ୍ରୀ

ବଲିଉଡ ଅଭିନେତା ଶାହିଦ କପୁର ଏବଂ ତାଙ୍କ ସ୍ତ୍ରୀ ମୀରା ରାଜପୁତ ଇଣ୍ଡଷ୍ଟିର ସୁନ୍ଦର ଦମ୍ପତି ତାଲିକାରେ ସ୍ଥାନ ପାଇଛନ୍ତି। ବିଶେଷ କଥା ହେଉଛି ଚଳଚ୍ଚିତ୍ର ସହିତ କୌଣସି ସମ୍ପର୍କ ନ ଥିଳେ ମଧ୍ୟ ସେ ଅନେକ ସମୟରେ ଚର୍ଚ୍ଚାରେ ଥାନ୍ତି। ସେ ସୋସିଆଲ ମିଡିଆରେ ମେରା ବହୁତ ସକ୍ରିୟ ରହିଛନ୍ତି। ଏହି କାରଣରୁ ସେ ପ୍ରଶଂସକଙ୍କ ପାଇଁ କୌଣସି ଅଭିନେତ୍ରୀଙ୍କଠାରୁ କମ ନୁହଁନ୍ତି । ମୀରା ପ୍ରତିଦିନ ନୂଆ ଫଟୋ ଏବଂ ପୋଷ୍ଟ ଶେୟାର୍‌ କରନ୍ତି । ଏହି ସମୟରେ, ମୀରାଙ୍କ ଏକ ଚାଟ ସେଶନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଏଥିରେ ସେ ଅନେକ ଖୁଲାସା କରିଛନ୍ତି। ମୀରା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ‘ଆସ୍କ ମି ଏନିଥିଙ୍ଗ୍‌’ ନାମକ ଏକ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଯେଉଁଥିରେ ପ୍ରଶଂସକମାନେ ତାଙ୍କୁ ପ୍ରଶ୍ନ ପଚାରିଥିଲେ ଏବଂ ମୀରା ମଧ୍ୟ ସେମାନଙ୍କୁ ଉତ୍ତର ଦେବାକୁ ଦ୍ୱିଧା କରି ନ ଥିଲେ। ଏହି ସମୟରେ, ମୀରା ମଧ୍ୟ ଅନେକ ମଜାଦାର ପ୍ରଶ୍ନର ସମ୍ମୁଖୀନ ହୋଇଥିଲେ । ଏହାର ଉତ୍ତର ଶୁଣି କେବଳ ତାଙ୍କ ପ୍ରଶଂସକ ନୁହଁନ୍ତି ତାଙ୍କ ସ୍ବାମୀ ଶାହିଦ କପୁର ମଧ୍ୟ ଆଶ୍ଚର୍ଯ୍ୟ ହୋଇଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ଜଣେ ପ୍ରଶଂସକ ମଙ୍କୁ ତାଙ୍କ କ୍ରସ ବିଷୟରେ ପଚାରିଥିଲେ। ଏହାର ଉତ୍ତର ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ। ମୀରା କହିଛନ୍ତି ଯେ ତାଙ୍କ କ୍ରସ ଶାହିଦ ନୁହଁନ୍ତି ବରଂ ଦକ୍ଷିଣ ଆଫ୍ରିକାର କ୍ରିକେଟର ଏବି ଡି ଭିଲିୟର୍ସ। ଏହି ମଜାଳିଆ ଅଧିବେଶନର ଭିଡିଓ ସେ ଇନଷ୍ଟାଗ୍ରାମରେ ମଧ୍ୟ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ଚାରୁଙ୍କୁ ଡ୍ରାମାକୁଇନ୍‌ କହିଲେ ସୁସ୍ମିତାଙ୍କ ଭାଇ; ଛାଡପତ୍ର ନେଇ ଘୋଷଣା କରି ପୁଣି ଚମକାଇଲେ…

ବମ୍ବେ: କେବେ ଛାଡ଼ପତ୍ର ନେଇ ଘୋଷଣା ତ କେବେ ଏକାଠି ହେବା। ବିବାହ କରିବା ଦିନଠାରୁ ସନ୍ତାନ ଜନ୍ମ ପର୍ଯ୍ୟନ୍ତ, ନିଜ ସମ୍ପର୍କକୁ ନେଇ ଚର୍ଚ୍ଚାରେ...

ଶାହାରୁଖ କି ଅମୀର ନୁହନ୍ତି, ଏହି ଖାନ୍‌ଙ୍କୁ ଅଧିକ ପସନ୍ଦ କରନ୍ତି କରୀନା

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାନ୍‌ ପ୍ରାୟ ସମସ୍ତ ବଡ଼ ଆକ୍ଟରଙ୍କ ସହିତ କାମ କରିଛନ୍ତି। କିନ୍ତୁ ଜଣେ ଖାନ୍‌ଙ୍କୁ ସେ ବହୁତ ପସନ୍ଦ କରନ୍ତି।...

ଏତିକି ଟଙ୍କାର ମାଲିକାଣୀ ସ୍ବରା ଭାସ୍କର

ମୁମ୍ବାଇ: ଅଭିନେତ୍ରୀ ସ୍ବରା ଭାସ୍କର ଇତିମଧ୍ୟରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସ୍ବରା ଲୁଚିଛପି ପ୍ରେମିକ ତଥା ଯୁବନେତା ଫହାଦ ଅହମ୍ମଦଙ୍କୁ କୋର୍ଟମ୍ୟାରେଜ କରିନେଇଛନ୍ତି। ବିଳାସପୂର୍ଣ୍ଣ...

ପ୍ରିୟ ଅଭିନେତାଙ୍କୁ ଦେଖିବା ପାଇଁ ହୋଟେଲ୍‌ ଛାତକୁ ଚଢିଲେ ପ୍ରଶଂସକ

ସାଉଥ ସୁପରଷ୍ଟାର ରାମ ଚରଣ ତାଙ୍କ ଆଗାମୀ ଫିଲ୍ମର ଶୁଟିଂ ପାଇଁ ବିଶାଖାପାଟନମ୍‌ରେ ପହଞ୍ଚିଛନ୍ତି। ଏଠାରେ ପ୍ରଶଂସକମାନେ ନିଜ ପ୍ରିୟ ଅଭିନେତାଙ୍କୁ ଦେଖିବା ପାଇଁ ପ୍ରବଳ...

ଫିଲ୍ମ ଆଉ ପ୍ରେମିକଙ୍କୁ ନେଇ ଏମିତି ଦୁଃଖ କରନ୍ତି ତାପସୀ, କହିଲେ ସେ କିଛି ବୁଝନ୍ତି ନାହିଁ

ଫିଲ୍ମ ‘ହସିନ ଦିଲ୍‌ରୁବା’ରେ ଅଭିନେତ୍ରୀ ତାପସୀ ପନ୍ନୁଙ୍କ ଅଭିନୟକୁ ଦର୍ଶକ ଖୁବ୍‌ ପସନ୍ଦ କରିଥିଲେ।ସେବେଠାରୁ, ତାପସୀ କ୍ରମାଗତ ଚର୍ଚ୍ଚାରେ ରହିଆସୁଛନ୍ତି। ତାପସୀ ତାଙ୍କ ବୃତ୍ତିଗତ ଜୀବନ...

କାଟ୍ରିନାଙ୍କ ବିବାହ ସମୟରେ ବିଦେଶ ଯିବେ ସଲମାନ

ବଲିଉଡ ଅଭିନେତ୍ରୀ କାଟ୍ରିନା କୈଫଙ୍କ ଖୁବଶୀଘ୍ର ବାଜିବ ସାହାନାଇ। ବୟଫ୍ରେଣ୍ଡ ଭିକି କୌଶଲଙ୍କୁ ସେ ଆସନ୍ତା ଡିସେମ୍ବର ୯ରେ ବିବାହ କରିବାକୁ ଯାଉଛନ୍ତି। ଏନେଇ ବିଭିନ୍ନ...

ବିରାଟ-ଅନୁଷ୍କା ବ୍ୟସ୍ତ ରହିବା ପରେ ମଧ୍ୟ ପରସ୍ପର ପାଇଁ ଏପରି ସମୟ ବାହାର କରନ୍ତି..

ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନରୁ ପାର୍ଟନରଙ୍କ ପାଇଁ ସମୟ ବାହାର କରିବା  କଷ୍ଟକର ହୋଇପଡିଲାଣି । କାରଣ ଏବେ ଅଧିକାଂଶ ଘରେ ମହିଳାମାନେ ଅଫିସକୁ ଯାଉଛନ୍ତି। ଏହା ...

ଦ୍ବିତୀୟ ସନ୍ତାନ ପାଇଁ ଯୋଜନା କରୁଛନ୍ତି ପ୍ରିୟଙ୍କା-ନିକ୍‌!

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ବ୍ୟକ୍ତଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରୁହନ୍ତି। ଚଳିତ ବର୍ଷ ପ୍ରିୟଙ୍କା ଏବଂ ନିକ ଜୋନାସ ସରୋଗେସି...

Advertisement
Archives

Model This Week