Posted inଖେଳ

ଇତିହାସ ରଚିଲେ ମୀରାବାଇ ଚାନୁ: ଭାରତ ପାଇଁ ଆଣିଲେ ରୌପ୍ୟ ପଦକ

କଲମ୍ବିଆ,୭।୧୨: ବିଶ୍ୱ ଚାମ୍ପିଅନସିପ୍‌ରେ ଇତିହାସ ସୃଷ୍ଟି କରିଛନ୍ତି ଅଲିମ୍ପିକର ରୌପ୍ୟ ପଦକ ବିଜେତା ମୀରାବାଇ ଚାନୁ। କଲମ୍ବିଆର ବଗୋଟାରେ ଅନୁଷ୍ଠିତ ବିଶ୍ୱ ଚାମ୍ପିଅନସିପ୍‌ରେ ଭାରତ୍ତୋଳନରେ ଦେଶ ପାଇଁ ସେ ରୌପ୍ୟ ପଦକ ଜିତିଛନ୍ତି। ସେ ୨୦୦ କିଲୋଗ୍ରାମ ମିଶ୍ରିତ ଭାର ଉଠାଇ ଏହି ସଫଳତା ହାସଲ କରିଛନ୍ତି।
ବିଶ୍ୱ ଚାମ୍ପିଅନସିପ୍‌ରେ ଏହା ମୀରାବାଇଙ୍କର ଦ୍ୱିତୀୟ ପଦକ। ତେବେ ଚାଇନାର ଭାରତ୍ତୋଳନ ଜିଆଙ୍ଗ ହୁଇହୁଆ ୨୦୬ କିଲୋଗ୍ରାମ ଉଠାଇ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଅନ୍ୟପକ୍ଷେ, ଚାଇନାର ହୋଉ ଜିହୁଇ ୧୯୮ କିଲୋଗ୍ରାମ ଉଠାଇ ପୋଡିୟମରେ ପ୍ରବେଶ କରିଛନ୍ତି।
ମୀରାବାଇଙ୍କ ଏହି ସଫଳତା ପରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି। କେନ୍ଦ୍ର ଆଇନ୍‌ ମନ୍ତ୍ରୀ କିରଣ ରିଜିଜୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି କହିଛନ୍ତି, ମୀରାବାଇ ପୁଣି ଦେଶକୁ ଗର୍ବିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ସାହାଣୀ କପ୍‌ ଫୁଟ୍‌ବଲ୍‌: ୩ରେ ହେବ ଖେଳାଳି ଚୟନ, କେମିତି କରିବେ ଆବେଦନ ଜାଣନ୍ତୁ…

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କ୍ରୀଡ଼ା ସଂସ୍ଥା ଆନୁକୂଲ୍ୟରେ ସାହାଣୀ କପ୍‌ ସିନିଅର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ ପାଇଁ ଆସନ୍ତା ଗୁରୁବାର ଷ୍ଟାଡିୟମ୍‌…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

ଚମତ୍କାର ବିଜୟ ସହ ଫାଇନାଲରେ ସିଧା ପହଞ୍ଚିଲା ବୈଭବଙ୍କ ଦଳ, ଦମ୍‌ଦାର ବ୍ୟାଟିଂ ସହିତ ଟିମ୍‌କୁ ଜିତାଇଲେ…

ନୂଆଦିଲ୍ଲୀ,୧।୯: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲରେ ଇଷ୍ଟ ଜୋନ ଚମତ୍କାର ବିଜୟ ହାସଲ କରିଛି। ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧ ମଧ୍ୟରେ ବିସିସିଆଇ ସେଣ୍ଟର ଅଫ ଏକ୍ସିଲେନ୍ସରେ…

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ…

ସମୁଦ୍ରରେ ବୁଡ଼ିଯିବେ କୋଟି କୋଟି ଲୋକ! ନେପାଳ ବିତ୍ପାତ ପରେ ଭାରତର ୨ଟି ସହରକୁ UNର ଭୟଙ୍କର ଚେତାବନୀ?

ନୂଆଦିଲ୍ଲୀ,୧।୯: ସମୁଦ୍ର ପତନ ବୃଦ୍ଧି ପାଇବା ଯୋଗୁଁ କୋଲକାତା ଏବଂ ମୁମ୍ୱାଇର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇପାରନ୍ତି ବୋଲି ମିଳିତ ଜାତିସଂଘର ରିପୋର୍ଟରେ ଚେତାବନୀ ଦିଆଯାଇଛି।…

ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଜନ୍ତରମନ୍ତର ଆନ୍ଦୋଳନରେ ଛାତ୍ରଙ୍କ ବିରୋଧରେ ହୋଇଥିବା ସବୁ ଏଫଆଇଆର ରଦ୍ଦ

ନୂଆଦିଲ୍ଲୀ,୧।୯: ସୁପ୍ରିମକୋର୍ଟ ଯନ୍ତରମନ୍ତର ଆନ୍ଦୋଳନ ସମୟରେ ପ୍ରଦର୍ଶନକାରୀ ଛାତ୍ରୀଛାତ୍ରଙ୍କ ବିରୋଧରେ ରୁଜୁ ହୋଇଥିବା ଏଫଆଇଆରକୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ପ୍ରଧାନ ବିଚାରପତି (ସିଜେଆଇ)…

ମଇଦାନ କମ୍ପାଇଲେ ବୈଭବ! ସେମିଫାଇନାଲରେ କଲେ ଏମିତି କାରନାମା, ପଡିଗଲା ଚହଳ

ନୂଆଦିଲ୍ଲୀ,୧।୯: ଭାରତୀୟ କ୍ରିକେଟରେ ଏବେ ସବୁଠାରୁ ଅଧିକ ଚର୍ଚ୍ଚାରେ ଅଛନ୍ତି ୧୫ ବର୍ଷୀୟ ଯୁବ କ୍ରିକେଟର୍‌ ବୈଭବ ସୂର୍ଯ୍ୟବଂଶୀ। ପ୍ରତିଯୋଗିତାମୂଳକ କ୍ରିକେଟରେ ପାଦ ଦେବା ପରଠାରୁ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri