ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ହେଲେ ମିର୍ଦ୍ଧା ଟପ୍ପୋ

ଭୁବନେଶ୍ୱର,୩୦ା୬: ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ନିଯୁକ୍ତ ହୋଇଛନ୍ତି। ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ୩୦ ଜୁନ୍‌ ସରକାରୀ ବିଜ୍ଞପ୍ତି ଅନୁଯାୟୀ, ମିର୍ଦ୍ଧା ଟପ୍ପୋଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ କରାଯାଇଛି। ପୂର୍ବରୁ କେନ୍ଦୁଝରରେ ଡୁଡା (ଜିଲା ନଗର ଉନ୍ନୟନ ସଂସ୍ଥା)ର ପ୍ରକଳ୍ପ ନିର୍ଦ୍ଦେଶକ ଭାବରେ ଟପ୍ପୋ କାର୍ଯ୍ୟ କରୁଥିଲେ।

Mirdha Toppo

ସେହିପରି ଗତକାଲି ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଗ୍ରାମୀଣ ବିକାଶ ବିଭାଗ ଦ୍ୱାରା ଜାରି ସରକାରୀ ବିଜ୍ଞପ୍ତି ଅନୁଯାୟୀ, ଶାଶ୍ୱତ ମିଶ୍ର (IAS, RR-1996), ପ୍ରଧାନ ସଚିବ ଭାବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତ ହୋଇଛନ୍ତି। ସେ ମଧ୍ୟ ଆନୁଷଙ୍ଗିକ ଭାବେ ବିତ୍ତ ବିଭାଗ ଏବଂ IDCO’ର ଚେୟାରମ୍ୟାନ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।

ଜାରି ହୋଇଥିବା ନୋଟିସ ଅନୁଯାୟୀ, ମିଶ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପ୍ରଧାନ ସଚିବ ଭାବେ କାର୍ଯ୍ୟ କରିବା ସହ ବିତ୍ତ ବିଭାଗ ଓ IDCOର ଚେୟାରମ୍ୟାନ ଭାବେ ମଧ୍ୟ ଅଧିକ ଦାୟିତ୍ୱ ପାଇଛନ୍ତି। ଏହି ନିଯୁକ୍ତି ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାପନାରେ ଏକ ଗୁରୁତ୍ଵପୂର୍ଣ୍ଣ ପରିବର୍ତ୍ତନ ଆଣିବ ବୋଲି ଆଶା କରାଯାଉଛି। ତେବେ ରଥଯାତ୍ରା ପରିଚାଳନାକୁ ନେଇ ଉଠୁଥିବା ବିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନୂଆ ସଚିବ ନିଯୁକ୍ତି ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?