ଅପେକ୍ଷାର ଅନ୍ତ ଘଟିଲା: ସାମ୍ନାକୁ ଆସିଲା ମିର୍ଜାପୁର-୨ର ରିଲିଜ୍‌ ଡେଟ୍‌

ମୁମ୍ବାଇ: ଆମାଜନ୍‌ ପ୍ରାଇମ୍‌ ଭିଡ଼ିଓର ବହୁ ପ୍ରତିକ୍ଷୀତ ଆକ୍ସନ ଥ୍ରୀଲର ଓ୍ବେବ ସିରିଜ ମିର୍ଜାପୁରର ଦ୍ୱିତୀୟ ସଂସ୍କରଣର ରିଲିଜ୍‌ ତାରିଖ ଘୋଷଣା ହୋଇଛି। ସୋମବାର ଏକ ପ୍ରୋମୋ ଜରିଆରେ ଏହାର ରିଲିଜ୍‌ ତାରିଖ ଘୋଷଣା କରାଯାଇଛି। ଏହାକୁ ଦର୍ଶକଙ୍କ ଭଲ ରେସ୍‌ପନ୍ସ ମିଳିଛି। ଓ୍ବେବ ସିରିଜ୍‌ ମିର୍ଜାପୁର-୨ ଅକ୍ଟୋବର ୨୩ରେ ରିଲିଜ୍‌ ହେବ। ଉତ୍ତର ଭାରତର ମିର୍ଜାପୁର ଅଞ୍ଚଳର ପରିସ୍ଥିତିକୁ ନେଇ ଏହି କ୍ରାଇମ୍‌ ଡ୍ରାମା ଫିଲ୍ମ ତିଆରି କରାଯାଇଛି। ଏହାରି ସିଜିନ-୧ ଦର୍ଶକଙ୍କୁ ଭରପୁର ମନରୋଞ୍ଜନ ଯୋଗାଇଥିଲା। ସିଜିନ-୨ରେ ପଙ୍କଜ ତ୍ରିପାଠୀ, ଅଲୀ ଫଜଲ, ଶ୍ୱେତା ତ୍ରିପାଠୀ ଶର୍ମା ରିଶିକା ଦୁଗଲ ଭଳିି କଳାକାର ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚୁଜି ହେଲେଣି ଦିଶା

ଏଣିକି ଦିଶା ପଟାନି ବଲିଉଡ୍‌ରେ ଦେଖି ଚାହିଁ ପାଦ ପକାଇବେ। ତାଙ୍କ ଅଭିନୀତ କେତୋଟି ସିନେମା ହିଟ୍‌ ହେବା ପରେ ସେ ନିଜ କ୍ୟାରିୟରକୁ ହାଲ୍‌କା...

ଇଡିରେ ହାଜର ହେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ,୨୦ା୧୨: ବହୁ ଚର୍ଚ୍ଚିତ ପାନାମା ପେପର୍ସ ମାମଲାରେ ବଚ୍ଚନ ପରିବାର ପାଇଁ ଅଡୁଆ ବଢ଼ିଛି। ବଲିଉଡ୍‌ ଅଭିନେତ୍ରୀ ତଥା ବଚ୍ଚନ ପରିବାରର ବୋହୂ ଐଶ୍ୱର୍ଯ୍ୟା ରାୟ...

ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା ପ୍ରଦାନ କଲେ ଆଲିଆ

ମୁମ୍ବାଇ: ଭାରତରେ କରୋନା ଭାଇରସ୍‌ ନିଜର କାୟା ବିସ୍ତାର କରିଚାଲିଛି। ପ୍ରତିଦିନ ଏହି ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ବୁଧବାର ସୁଦ୍ଧା ଏହି ଭାଇରସ୍‌ରେ ୩୮...

ପ୍ରେମିକାଙ୍କୁ ସମୁଦ୍ର କୂଳରେ ଖୋଜୁଥିଲେ ଏହି ଅଭିନେତା

ବଲିଉଡ୍‌ ବାଦ୍‌ଶାହ ଶାହରୁଖ୍‌ ଖାନ୍‌ ଆଜି ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଶଂସକମାନେ ତାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି। ଶାହରୁଖ୍‌ କେବଳ ଅଭିନୟରେ...

ଆକାଶକୁ ଦେଖି କାହାକୁ ମନେ ପକାଇଲେ ସଲମାନ୍‌ ‌…

ଦବଙ୍ଗ ଷ୍ଟାର ସଲମାନ ଖାଁ ପ୍ରାୟ ସାଢ଼େ ୬ ମାସ ପରେ ପୁଣି ଥରେ ଶୁଟିଂ ସେଟକୁ ଫେରିଛନ୍ତି। ସହ ନିର୍ମାତା ଅତୁଲ ଅଗ୍ନିହୋତ୍ରୀଙ୍କ ସହ...

ନେହାଙ୍କ ସହ ବ୍ରେକ୍‌ଅପ୍‌କୁ ନେଇ ମୁହଁ ଖୋଲିଲେ ହିମାଂଶ: ସମସ୍ତଙ୍କ ନଜରରେ ଖଳନାୟକ ହୋଇଯାଇଥିଲେ

ବଲିଉଡ୍‌ ସିଙ୍ଗର ନେହା କକ୍କର ଏବଂ ହିମାଂଶ କୋହଲିଙ୍କ ବ୍ରେକ୍‌ଅପ୍‌କୁ ଇତି ମଧ୍ୟରେ ଅନେକ ଦିନ ହୋଇସାରିଛି। ଉକ୍ତ ସମୟରେ ଉଭୟଙ୍କ ବ୍ରେକ୍‌ଅପ୍‌କୁ ନେଇ ଚର୍ଚ୍ଚା...

ପ୍ରଥମ ଫିଲ୍ମରେ ହିଟ୍‌ ହେଲେ ଦ୍ୱିତୀୟ ଫିଲ୍ମ ପରେ ଭାରତ ଛାଡିଲେ

ମୁମ୍ବାଇ: ବଲତଉଡ୍‌ରେ ଯିଏ ଥରେ ପାଦ ରଖିଛି ସେ ଆଉ ପଛକୁ ଫେରିବାକୁ ଚାହିଁନି। କିଏ ଏଠି ଅଳ୍ପ ସମୟ ମଧ୍ୟରେ ହିଟ୍‌ ହୋଇଛି ତ...

୧୧ କୋଟିର ବଙ୍ଗଳା ସାଙ୍ଗକୁ ଦାମୀ କାର୍‌ର ମାଲିକାଣୀ ଡ୍ରାମା କୁଇନ୍‌; ମୋଟ ସମ୍ପତ୍ତି ଜାଣିଲେ…

ବମ୍ବେ: ସବୁବେଳେ ବିବାଦରେ ରହିବାକୁ ପସନ୍ଦ କରନ୍ତି ଡ୍ରାମା କୁଇନ୍‌ ରାକ୍ଷୀ ସାଓ୍ବନ୍ତ। ବ୍ୟକ୍ତିଗତ ଜୀବନକୁ ନେଇ ସେ ରହିଥାନ୍ତି ଚର୍ଚ୍ଚାରେ। ବିଶେଷତଃ ଆଇଟମ୍‌ ଗର୍ଲ...

Advertisement
Archives

Model This Week