Advertisement

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ବିଦା ହେଲେ ୧୨ ଛାତ୍ର

ବ୍ରହ୍ମପୁର ଅଫିସ,୧୭।୧୧: ଗଞ୍ଜାମ ଜିଲା ବ୍ରହ୍ମପୁର ସହରର ଏକ ସରକାରୀ ମହାବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ଅସଦାଚାରଣ କରାଯାଇଥିବା ଭିଡିଓ ବୁଧବାର ଭାଇରାଲ ହେବା ପରେ ବ୍ରହ୍ମପୁର ବଡବଜାର ପୋଲିସ ୫ଜଣ ଛାତ୍ରଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ୩ଜଣ ସାବାଳକ ଓ ୨ ଜଣ ନାବାଳକ ଥିବା ଜଣାପଡିଛି।  ଏନେଇ ପୋଲିସ ଏକ ମାମଲା(ନଂ. ୩୦୮/୨୨)ରୁଜୁ କରି ଅଭିଯୁକ୍ତମାନଙ୍କୁ ଗୁରୁବାର କୋର୍ଟ ଚାଲାଣ କରିଛି। ସେହିପରି ଦୁଇ ନାବାଳକ ଛାତ୍ରଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡ(ଜେଜେବି)ରେ ହାଜର କରାଯାଇ ବାଳ ସୁଧାର ଗୃହକୁ ପଠାଯାଇଛି।

ପ୍ରାଥମିକ ତଦନ୍ତରୁ ଭିଡିଓ ଭାଇରାଲ ଘଟଣାରେ ୧୨ଜଣ ବିଦ୍ୟାର୍ଥୀ ସମ୍ପୃକ୍ତ ଥିବା ଜଣାପଡିଛି। ସମସ୍ତଙ୍କୁ ଟିସି ଦେଇ କଲେଜରୁ ବିଦା କରିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ଏସ୍‌ପି ସୂଚନା ଦେଇଛନ୍ତି। ସେହିପରି ପୀଡ଼ିତା ଛାତ୍ରୀଙ୍କୁ ପୋଲିସର ବରିଷ୍ଠ ମହିଳା ଅଧିକାରୀମାନେ କାଉନ୍‌ସେଲିଂ କରିବା ସହ ତାଙ୍କ ସୁରକ୍ଷା ଓ ଶିକ୍ଷା ବ୍ୟବସ୍ଥା କଥା ବୁଝିବେ ବୋଲି ସେ କହିଛନ୍ତି। ତେବେ ଏଥିରେ ଅନ୍ୟ ଯେଉଁମାନଙ୍କ ସମ୍ପୃକ୍ତି ରହିଛି ତାଙ୍କୁ ମଧ୍ୟ ଗିରଫ କରାଯିବ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇରାଲ ଭିଡିଓରେ ପରୀ ହତ୍ୟା

ନୟାଗଡ଼ ଅଫିସ,୧୯।୨:ବହୁଚର୍ଚ୍ଚିତ ପରୀ ହତ୍ୟା ଘଟଣାରେ ନାବାଳକ କଲେଜ ଛାତ୍ରଙ୍କ ସହ ଜଣେ ବ୍ୟକ୍ତିିଙ୍କ କଥୋପକଥନର ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓରେ କଲେଜ ଛାତ୍ର...

ଲକ୍‌ଡାଉନ କଟକଣା: ଫିକା ପଡ଼ିଲା ହନୁମାନ ଜୟନ୍ତୀ, ଓଡ଼ିଆ ନବବର୍ଷ

ବିଜେପୁର, ୧୩।୪(ଡି.ଏନ୍‌.ଏ.): କରୋନା (କୋଭିଡ-୧୯) ବଶ୍ବବାସୀଙ୍କର ଆଖିରୁ ନିଦ ହଜାଇ ଦେଇଛି। ଏହା ଜନଜୀବନର ଜୀବିକା ସହ ସଂସ୍କୃତି, ପରମ୍ପରାକୁ ମଧ୍ୟ ବେଶ୍‌ ପ୍ରଭାବିତ କରିଛି।...

ସ୍ଥାୟୀ ହେବାରୁ ବଞ୍ଚିତ ଭିଜିଲାନ୍ସର ୬୮ କର୍ମଚାରୀ

ଢେଙ୍କାନାଳ ଅଫିସ, ୨୧ା୧୦:ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ କରି ରାଜ୍ୟ ସରକାର ଐତିହାସିକ ନିଷ୍ପତ୍ତି ନେଇଥିବା କହୁଥିବାବେଳେ ଭିଜିଲାନ୍ସ ଭଳି ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ୧୮ବର୍ଷ ଧରି...

ହେଲ୍‌ମେଟ୍‌ ଜଗି ହାଲିଆ

କାମାକ୍ଷାନଗର, ୧୦।୨(ଡି.ଏନ୍‌.ଏ.) – ଆଗରେ ଅମାନିଆ ବାଇକ୍‌ଚାଳକ। ପଛରେ ପୋଲିସ। ଚାଲିଛି ଛକାପଞ୍ଝା। ବିନା ହେଲ୍‌ମେଟରେ ସହରରେ ସ୍ପିଡ୍‌ ବାଇକ୍‌ ଧରି ଚକ୍କର କାଟୁଛନ୍ତି ଅନେକେ।...

କଥକରେ କୃଷ୍ଣରାସ, ଓଡ଼ିଶୀରେ ଚକ୍ରବୂ୍ୟହ

କୋଣାର୍କ,୫।୧୨(ଡି.ଏନ୍‌.ଏ.): ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ କୋଣାର୍କ ଉତ୍ସବର ଶୁକ୍ରବାର ଚତୁର୍ଥ ସନ୍ଧ୍ୟାରେ କଥକ ଓ ଓଡ଼ିଶୀ ନୃତ୍ୟର ନିଖୁଣ ଉପସ୍ଥାପନା ସନ୍ଧ୍ୟା ସମୟକୁ ଚିତ୍ତାକର୍ଷକ...

୫୫ ନମ୍ବର ଜାତୀୟ ରାଜପଥ ଅବରୋଧ

ଢେଙ୍କାନାଳ ଅଫିସ, ୧୩।୭: ଢେଙ୍କାନାଳ ସହର କଲେଜ ବାଇପାସଠାରେ ୫୫ ନମ୍ବର ଜାତୀୟ ରାଜପଥକୁ ବୁଧବାର ସକାଳେ ଅଞ୍ଚଳବାସୀ ଅବରୋଧ କରିଛନ୍ତି। ୫୫ ନମ୍ବର ଜାତୀୟ...

ବାପ-ପୁଅଙ୍କୁ ଧକ୍କା ଦେଲା ତହସିଲଦାରଙ୍କ ଗାଡ଼ି

ଦେବଗଡ଼, ୮ା୯(ଡି.ଏନ୍‌.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ବଣିଆକିଲିଣ୍ଡା ଗ୍ରାମ ନିକଟ ୪୯ ନମ୍ବର ଜାତୀୟ ରାଜପଥରେ ବୁଧବାର ବାରକୋଟ ତହସିଲଦାରଙ୍କ ଗାଡ଼ି ଧକ୍କାରେ ଜଣେ ଯୁବ...

ରୋଜଗାର ହରାଇଛନ୍ତି ୨୦ଲକ୍ଷ ନିର୍ମାଣ ଶ୍ରମିକ

ସମ୍ବଲପୁର,୨୬ା୩(ବ୍ୟୁରୋ): କରୋନା ଭୂତାଣୁ ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ଦେଶକୁ ୨୧ ଦିନର...

Advertisement
Archives

Model This Week