ସ୍ତ୍ରୀ ଓ ଝିଅଙ୍କୁ ଅସଦାଚରଣ; ସ୍ବାମୀ ଓ ପୁଅଙ୍କ ନାଁ ରେ ମକଦ୍ଦମା

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନ ଏକ ଗାଁରେ ସ୍ତ୍ରୀ ଓ ବିଧବା ଝିଅଙ୍କୁ ଆପତ୍ତିଜନକ ଭାଷାରେ ଗାଳି ଗୁଲଜ କରାଯିବା ସହ ଉଭୟଙ୍କୁ ଅସଦାଚରଣ କରି ଘରୁ ତଡ଼ି ଦେଇଥିବା ଅଭିଯୋଗ ହୋଇଛି। ସ୍ତ୍ରୀ ଏନେଇ ସୋମବାର ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୧୨୦/୨୫ ଅନୁଯାୟୀ ସ୍ବାମୀ ମାଧବ ଚନ୍ଦ୍ର ସ୍ବାଇଁ ଓ ପୁଅ ରୋସନଙ୍କ ନାଁ ରେ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଛନ୍ତି।

ସୂଚନାଥାଉ କି, ପାରିବାରିକ ବିବାଦକୁ ନେଇ ଘଟଣା ଘଟିଛି। ରବିବାର ରାତି ପ୍ରାୟ ସାଢ଼େ ୮ ଟାରେ ସ୍ତ୍ରୀଙ୍କୁ ସ୍ବାମୀ ମାଧବ ଓ ପୁଅ ରୋସନ ମାଡ଼ ମାରିବା ସହ ଟଣାଓଟରା କରିଥିଲେ। ଝିଅ ଛଡ଼ାଇବାକୁ ଯିବାରୁ ତାଙ୍କୁ ମଧ୍ୟ ଉଭୟେ ଅସଦାଚରଣ କରିଥିବା ଏତଲାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri