Posted inଜାତୀୟ

୭ ଟ୍ରକରେ ନିଆଁ ଲଗାଇଲେ ଉଗ୍ରବାଦୀ: ୫ ଡ୍ରାଇଭର ମୃତ

ଗୁଆହାଟି,୨୭ ।୮: ଆସାମର ଦିମା ହସାଓ ଜିଲାରେ ଉଗ୍ରବାଦୀମାନେ ଲଙ୍କା ରୋଡରେ ୭ଟି ଟ୍ରକରେ ନିଆଁ ଲଗାଇ ଦେଇଛନ୍ତି । ଏଥିରେ ୫ ଜଣ ଚାଳକଙ୍କ ମୃତ୍ୟୁ ହୋଇଥବା କୁହାଯାଉଛି । ପୋଲିସ ଘଟଣାର ଯାଞ୍ଚ ଆରମ୍ଭ କରିଛି । ଗୁରୁବାର ରାତିରେ ସନ୍ଦିଗ୍ଧ ଉଗ୍ରବାଦୀଙ୍କ ଦ୍ୱାରା ଏହା କରାଯାଇଥିବା କୁହାଯାଉଛି । ଏମାନେ ଟ୍ରକରେ ନିଆଁ ଲଗାଇବା ପୂର୍ବରୁ କେତେ ରାଉଣ୍ଡ ଗୁଳି ଚଳାଇଥିଲେ । ଏପର୍ଯ୍ୟନ୍ତ ପୋଲିସ ୫ ଜଣ ଚାଳକଙ୍କ ମୃତଦେହ ଜବତ କରି ସର୍ଚ୍ଚ ଅପରେଶନ ଆରମ୍ଭ କରିଛି । ପୋଲିସର ସୂଚନା ଅନୁଯାୟୀ ଏହା ଡିଏନ୍‌ଏଲ୍‌ଏ ଉଗ୍ରବାଦୀଙ୍କ ଦ୍ୱାରା କରାଯାଇଥାଇ ପାରେ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉନ୍ନାଓ ବଳାତ୍କାର ଘଟଣାର ୫ ମାମଲା ଦିଲ୍ଲୀ ସ୍ଥାନାନ୍ତର: ୪୫ ଦିନରେ ହେବ ଶୁଣାଣି

ନୂଆଦିଲ୍ଲୀ,୧।୮: ଉନ୍ନାଓ ବଳାତ୍କାର ଘଟଣା  ସହ ଜଡିତ ସମସ୍ତ ୫ ମାମଲାକୁ ଉତ୍ତର ପ୍ରଦେଶରୁ ଦିଲ୍ଲୀକୁ ସ୍ଥାନାନ୍ତର କରାଯାଇଛି। ଆସନ୍ତା ୪୫ ଦିନ ମଧ୍ୟରେ ଏହାର...

ଚାରିଧାମ ଯାତ୍ରା: ରାଜ୍ୟ ସରକାରଙ୍କ ୟୁ-ଟର୍ନ

ଡେରାଡୁନ,୨୯।୬: ଉତ୍ତରାଖଣ୍ଡରେ ଚାରିଧାମ ଯାତ୍ରାକୁ ନେଇ ରାଜ୍ୟ ସରକାର ଏବେ ୟୁ-ଟର୍ନ ନେଇଛନ୍ତି। ଆଗାମୀ ଆଦେଶ ଆସିବା ପର୍ଯ୍ୟନ୍ତ ଚାରିଧାମ ଯାତ୍ରାକୁ ଉତ୍ତରାଖଣ୍ଡ ସରକାର ସ୍ଥଗିତ...

ବିବାହ ଦ୍ୱାରା ଧର୍ମାନ୍ତରୀକରଣ ନିୟମ ହଟୁ : ସୁପ୍ରିମ୍‌କୋର୍ଟରେ ଗୁଜରାଟ ସରକାରଙ୍କ ସତ୍ୟପାଠ…

ନୂଆଦିଲ୍ଲୀ,୪।୧୨ : ବାଧ୍ୟତାମୂଳକ ଧର୍ମାନ୍ତରୀକରଣ ପ୍ରସଙ୍ଗରେ ଗୁଜରାଟ ସରକାର ସୁପ୍ରିମକୋର୍ଟରେ ଏକ ସତ୍ୟପାଠ ଦାଖଲ କରିଛନ୍ତି। ଦେଶରେ ଧର୍ମାନ୍ତରୀକରଣ ବିରୁଦ୍ଧରେ କଡା ଆଇନ ପ୍ରଣୟନ କରିବାକୁ...

ପ୍ରଦୂଷଣ ଯୋଗୁ ସମସ୍ତ ସ୍କୁଲ ବନ୍ଦ

ନୂଆଦିଲ୍ଲୀ,୨୧।୧୧: ବାୟୁ ପ୍ରଦୂଷଣ ଯୋଗୁ ରାଜଧାନୀ ଦିଲ୍ଲୀର ଅବସ୍ଥା ବିଗିଡି ଯାଉଛି। ରବିବାର ଦିଲ୍ଲୀ ସରକାର ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ପରବର୍ତ୍ତୀ ନିଷ୍ପତ୍ତି...

ୟାର୍ଡ-୧୧୮୭୯ ନୌସେନାକୁ ହସ୍ତାନ୍ତର…

ନୂଆଦିଲ୍ଲୀ,୨୦।୧୨ : ପ୍ରୋଜେକ୍ଟ ୭୫ର, ୟାର୍ଡ-୧୧୮୭୯ ର ପଞ୍ଚମ କାଲଭାରୀ ଶ୍ରେଣୀ ବୁଡ଼ାଜାହାଜ ନୌସେନାକୁ ହସ୍ତାନ୍ତର କରାଯାଇଛି ବୋଲି ଭାରତୀୟ ନୌସେନା ପକ୍ଷରୁ ମଙ୍ଗଳବାର କୁହାଯାଇଛି।...

ଶକ୍ତି ପ୍ରଦର୍ଶନ କଲେ ତିନି ସେନା: ପରେଡରେ ବ୍ରହ୍ମୋସ୍ କ୍ଷେପଣାସ୍ତ୍ର ସାମିଲ

ନୂଅ।ଦିଲ୍ଳୀ,୨୬୧: ମଙ୍ଗଳବାର ୭୨ ତମ ଗଣତନ୍ତ୍ର ଦିବସ ପାଳନ ଅବସରରେ ଦିଲ୍ଲୀର ରାଜପଥରେ ତିନି ସେନା ପରେଡ଼ କରିଛନ୍ତି। ଏହି ଅବସରରେ ବିଭିନ୍ନ ସାମରିକ ଅସ୍ତ୍ରଶସ୍ତ୍ର...

ବିବାଦ ପରେ ମଙ୍ଗଳସୂତ୍ର ବିଜ୍ଞାପନ ପ୍ରତ୍ୟାହାର କରିନେଲେ ସବ୍ୟସାଚୀ

ମୁମ୍ବାଇ: ସୋସିଆଲ ମିଡିଆରେ ଟ୍ରୋଲ ହେବା ପରେ ଫ୍ୟାଶନ ଡିଜାଇନର ସବ୍ୟସାଚୀ ମୁଖାର୍ଜୀ ନିଜର ମଙ୍ଗଳସୂତ୍ର ବିଜ୍ଞାପନ ପ୍ରତ୍ୟାହାର କରି ନେଇଛନ୍ତି। ବାସ୍ତବରେ ସବ୍ୟସାଚୀ ମଙ୍ଗଳସୂତ୍ରର...

୫ କୋଟି ଭାରତୀୟଙ୍କ ପାଖରେ ହାତଧୁଆ ସୁବିଧା ନାହିଁ: କରୋନା ସଂକ୍ରମଣ ଆଶଙ୍କା ଅଧିକ

ନୂଆଦିଲ୍ଲୀ,୨୨ା୫(ପି.ଟି.): ଭାରତର ୫ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ ଉପଯୁକ୍ତ ଭାବେ ହାତ ଧୋଇବାର ସୁବିଧା ଉପଲବ୍ଧ ନୁହେଁ ବୋଲି ଏକ ଅଧ୍ୟୟନରୁ ଜଣାପଡିଛି। ତେଣୁ...

Advertisement
Archives

Model This Week