ଟଙ୍କା ନେଇ ଯାଉଥିଲେ ଶ୍ବଶୁର ଘର, ବାଟରୁ ଲୁଟିନେଲେ ୯୮ ହଜାର

ରେଢାଖୋଲ,୧୯ା୪(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢାଖୋଲ ଥାନା ନାକଟିଦେଉଳ ରାସ୍ତା ମୁଟୁରୁମୁଣ୍ଡା ଘାଟିରେ ଜଣେ ବ୍ୟକ୍ତିଙ୍କୁ ମାରଣାସ୍ତ୍ର ଦେଖାଇ ଦୁର୍ବୃତ୍ତମାନେ ୯୮ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର ହୋଇଥିବା ଚାରମାଳ ଥାନା ରଙ୍ଗମାଟିଆ ଗ୍ରାମର ବୁଲୁ ପ୍ରଧାନ ଏ ନେଇ ରେଢାଖୋଲ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା (ନଂ.୯୮) ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।

ସୂଚନା ଯୋଗ୍ୟ, ବୁଲୁ ବ୍ୟାଙ୍କରୁ ଟଙ୍କା ଉଠାଇ ଶ୍ବଶୁର ଘରକୁ ବାଇକ୍‌ରେ ଯାଉଥିଲେ। ମୁଟୁରୁମୁଣ୍ଡା ଘାଟିରେ ୨ଟି ବାଇକ୍‌ରେ ୪ ଜଣ ଲୁଟେରା ତାଙ୍କୁ ଅଟକାଇବା ସହ ମାରଣାସ୍ତ୍ର ଦେଖାଇ ବାଇକ୍‌ ଡିକିରେ ଥିବା ୯୮ହଜାର ଟଙ୍କା ଲୁଟିନେଇ ଫେରାର ହୋଇଯାଇଥିଲେ। ପୋଲିସ ତଦନ୍ତ ଜାରି ରଖିଥିଲେ ମଧ୍ୟ ଲୁଟେରାଙ୍କ ଟେର ପାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାଉଁଶକଣରେ ଭୟାବହ ଅଗ୍ନିକାଣ୍ଡ

ଭୁବନ, ୧।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ବ୍ଲକ ବାଲିବୋ ପଞ୍ଚାୟତର ବାଉଁଶକଣ ଗ୍ରାମ ମାଟିଆ ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।...

ବିନା ହେଲମେଟ୍‌ରେ ଦିଆଯାଉଥିଲା ପେଟ୍ରୋଲ, ତାପରେ …

ମାଲକାନଗିରି,୧୩ା୨: ମାଲକାନଗିରି ଜିଲା ଯୋଗାଣ ବିଭଗ ପକ୍ଷରୁ ଶନିବାର ଜିଲା ସଦର ମହକୁମାରେ ଥିବା ସମସ୍ତ ପେଟ୍ରୋଲ ପମ୍ପ ଯାଞ୍ଚ କରାଯାଇଥିଲା। ଏହି ସମୟରେ ନିୟମ...

ନାମଯଜ୍ଞ ନେଇ କଟକଣା: ବିଜ୍ଞପ୍ତି ଜାରି କଲେ ବରଗଡ଼ ଜିଲାପାଳ

ବରଗଡ଼ ଅଫିସ,୧୦।୪: ବରଗଡ଼ ଜିଲାରେ କରୋନା(କୋଭିଡ-୧୯) ସଂକ୍ରମଣ ବଢ଼ି ଚାଲିଛି। ଏହାକୁ ପ୍ରତିହତ କରିବା ପାଇଁ ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ଅବଲମ୍ବନ କରିବାକୁ ଗୁରୁତ୍ୱ...

ବାପ୍‌ ଆରପାରେ: ଦୁଇ ପୁଓର ଭବିଷତ୍‌ ଚିନ୍‌ତାରେ ମା’

କୋମନା, ୪।୧୧(ଡି.ଏନ୍‌.ଏ.)-  ନୂଆପଡ଼ା ଜିଲା କୋମନା ବ୍ଲକ ଟିକ୍ରାପଡ଼ା ହାଟପଦା ପଡ଼ାର ବିଧବା ଶାନ୍ତି ରଣା(୨୦)। ଆପ୍‌ନେ ଆରପାରକେ ଚାଲିଗଲା ଉତାରୁ ଦୁଇ ଛୁଆକର ଦେଖ୍‌ଭାଲ,...

ଗଛରେ ପିଟିହେଲା କାର୍‌, ଜଣଙ୍କ ଜୀବନଗଲା, ୨ ଗୁରୁତର

ବଅଁରପାଳ,୮ା୫(ଡି.ଏନ୍‌.ଏ.) : ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ବଉଳିଗଡ଼ ବ୍ରିଜ୍‌ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ କାର୍‌...

ରାସ୍ତାରୁ ହାତଗୋଡ଼ ବନ୍ଧା ଅଚିହ୍ନା ଯୁବକଙ୍କ ମୃତଦେହ ଜବତ କଲା ପୋଲିସ

ଲଖନପୁର,୧୭ା୧୨(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ଲଖନପୁର ଥାନା ଅନ୍ତର୍ଗତ ବେଲପାହାଡ଼ରୁ ସୁନ୍ଦରଗଡ଼ ଯାଇଥିବା ଗ୍ରୀଣ୍ଡୋଲା-କାଉଧର ରାସ୍ତାରୁ ପୋଲିସ ଏକ ଅଚିହ୍ନା ଯୁବକଙ୍କ ମୃତଦେହ ଜବତ କରିଛି। ମୃତ...

ଶେଷ ହେଲା ମାସାନ୍ତମେରୁ

ବ୍ରହ୍ମପୁର ଅଫିସ,୧୪।୪: ଗଞ୍ଜାମ ପାରମ୍ପାରିକ ଦଣ୍ଡଯାତ୍ରାର ଶେଷଦିନ ବୁଧବାର ହୋଇଥିବା ବେଳେ ଗୁରୁବାର ମହାବିଷୁବ ସଂକ୍ରାନ୍ତି ଅବସରରେ ଦଣ୍ଡଯାତ୍ରା ଉଦ୍‌ଯାପିତ ହେବ। ଏହି ଦିନ ମହାବୀର ହନୁମାନଙ୍କ...

ଜୁଆଡ଼ିଙ୍କ ପାଖରୁ ମିଳିଲା ୨.୨୫ ଲକ୍ଷ ଟଙ୍କା, ୧୨ ଦାମୀ କାର୍‌

ଗୁଣପୁର,୧ା୧୦(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ପୋଲିସ ଏକ ବଡ଼ ଧରଣର ଜୁଆଆଡ୍ଡା ଉପରେ ଚଢ଼ାଉ କରି ୧୫ ଜୁଆଡ଼ିଙ୍କୁ ଗିରଫ କରିବା ସହ ୨ ଲକ୍ଷ...

Advertisement
Archives

Model This Week