ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି ।

ସୂଚନା ଅନୁସାରେ, ଗତକାଲି(ଶନିବାର) ବିଳମ୍ବିତ ରାତ୍ରରେ କିଛି ଦୁର୍ବୁତ୍ତ ମନ୍ଦିର କବାଟ ଭାଙ୍ଗି ଭିତରେ ପଶି ୪ କିଲୋରୁ ଅଧିକ ରୁପା ଚୋରି କରି ନେଇଛନ୍ତି । ସାଇ ବାବାଙ୍କ ଆରଚୀ ସମେତ ରୁପା ପାଦୁକା ଭଳି ବିଭିନ୍ନ ରୁପା ଅଳଙ୍କାର ଚୋରି କରି ନେଇଛନ୍ତି । ଆଜି ସକାଳୁ ସକାଳୁ ଚମାଖଣ୍ଡି ଥାନାରେ ଏନେଇ ଅଭିଯୋଗ ହେଵା ପରେ ଛତ୍ରପୁର ଏସଡିପିଓ, ଚମାଖଣ୍ଡି ଥାନା ପୋଲିସ ଓ ସାଇଣ୍ଟିଫିକ ଟିମ ପହଂଚି ତଦନ୍ତ ଜାରି ରଖିଛନ୍ତି  । ମନ୍ଦିରରୁ ଚୋରି ଖବର ସାମ୍ନାକୁ ଆସିବା ପରେ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୂରଣ ହେବାକୁ ଯାଉଛି ହରିଜନ ସାହି ବାସିନ୍ଦାଙ୍କ ସ୍ବପ୍ନ, ବିଧାୟକ କଲେ….

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ପଞ୍ଚାୟତ କୁଶପଲ୍ଲୀ ହରିଜନ ସାହିରେ ନିର୍ମାଣ ହେବ ମା ଠାକୁରାଣୀଙ୍କ ମନ୍ଦିର । ଏଥିପାଇଁ ବୁଧବାର ଛତ୍ରପୁର…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା  ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ…

ଦଶମ ପରୀକ୍ଷାଫଳ, ସାନଖେମୁଣ୍ଡି ବ୍ଲକ ଟପ୍ପରଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଖୋଲଡ଼ି ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରାକ୍ତନ ଛାତ୍ରୀ ଇସିତା ସାହୁଙ୍କୁ ସମ୍ବର୍ଦ୍ଧିତ…

ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଣୀ ଭାବେ ଦାୟିତ୍ଵ ଗ୍ରହଣ କଲେ ସୁଚିତ୍ରା ପାଣିଗ୍ରାହୀ, କହିଦେଲେ ବଡ଼ କଥା

ଛତ୍ରପୁର,୨୪।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ନୂତନ ଶିକ୍ଷା ଅଧିକାରୀଣୀ (ବି.ଇ.ଓ.) ଭାବେ ସୁଚିତ୍ରା କୁମାରୀ ପାଣିଗ୍ରାହୀ ଦାୟିତ୍ଵ ଗ୍ରହଣ କରିଛନ୍ତି। ସେ ୨୦୨୧ ବ୍ୟାଚର…

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ…

ପାକିସ୍ତାନରେ ପଶିଲା ଭାରତୀୟ ବିମାନ! ଇସଲାମାବାଦରେ ହଲଚଲ୍, ଯାତ୍ରୀ…

ଇସଲାମବାଦ,୨୪।୬: ଗତ ସୋମବାର ରାତିରେ, ଦିଲ୍ଲୀରୁ ଅମୃତସର ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ (AI-479) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ତା’ର ନିର୍ଦ୍ଧାରିତ ପଥରୁ ବାହାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri