ସ୍ବାମୀଙ୍କୁ ମାଡ, ସ୍ତ୍ରୀଙ୍କୁ ବଳାତ୍କାର

ଢେଙ୍କାନାଳ,୨୪।୧୦: ଢେଙ୍କାନାଳ ଜିଲା ଭୁବନ ଥାନା ଅଞ୍ଚଳରେ ଏକ ଅଭାବୀୟ ଘଟଣା ଘଟିଯାଇଛି। ସ୍ବାମୀ ସ୍ତ୍ରୀ ଫେରିବା ବାଟରେ ଦୁହିଁଙ୍କୁ ଅଟକାଇ କିଛି ଯୁବକ ମାଡ ମାରିବା ସହ ସ୍ତ୍ରୀଙ୍କୁ ଟେକି ନେଇ ବଳାତ୍କାର କରିଛନ୍ତି। ଘଟଣା ଅନୁଯାୟୀ, ଦମ୍ପତି ଯାଜପୁରର ବାସିନ୍ଦା ହୋଇଥିବାବେଳେ ମହିଳା ଜଣକ ଢେଙ୍କାନାଳରେ ରହି ପାଠ ପଢୁଥିଲେ। ଦଶହରା ଛୁଟି ପାଇଁ ସ୍ବାମୀଙ୍କ ସଙ୍ଗେ ଘରକୁ ଫେରୁଥିଲେ। ଫେରିବା ବାଟରେ ବରୁଆଁ ନିକଟରେ ୫ଜଣ ଗାଡି ଅଟକାଇ ସ୍ବାମୀଙ୍କୁ ନିସ୍ତୁକ ମାଡ ମାରିଛନ୍ତି। ପରେ ମହିଳାଙ୍କୁ ନିକଟସ୍ଥ କାଜୁ ଜଙ୍ଗଲକୁ ଟେକିନେଇ ବଳାତ୍କାର କରିଛନ୍ତି।
ମହିଳାଜଣକ ଏନେଇ ଭୁବନ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତମାନେ ମୋବାଇଲ ଓ ଟଙ୍କା ଛଡାଇ ନେଇଥିବା ଅଭିଯୋଗ କରିଛନ୍ତି। ଏତଲା ଦେବା ପରେ ୨ଜଣଙ୍କୁ ଅଟକ ରଖାଯାଇଥିବା ଢେଙ୍କାନାଳ ଏସପି ଜ୍ଞାନ ରଞ୍ଜନ ମହାପାତ୍ର କହିଛନ୍ତି। ଘଟଣାସ୍ଥଳରୁ ଅଭିଯୁକ୍ତଙ୍କ ବାଇକ୍‌ ଜବତ କରିଛୁ। ଆଉ ୩ଜଣଙ୍କୁ ଖୋଜି ବାହାର କରିବୁ ବୋଲି ଏସପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri