ଅକ୍ଟୋବର ୬ରୁ ‘ମିଶୋ’ର ବ୍ଲକ୍‌ବଷ୍ଟର ସେଲ୍‌

ଭୁବନେଶ୍ୱର ,୧।୧୦: ଭାରତର ଏକମାତ୍ର ପ୍ରକୃତ ଇ-ବାଣିଜ୍ୟ ବଜାର ସ୍ଥାନ ମିଶୋ ଶନିବାର ଅକ୍ଟୋବର ୬ରୁ ଆରମ୍ଭ ହୋଇଥିବା ବହୁ ପ୍ରତୀକ୍ଷିତ ‘ମିଶୋ ମେଗା ବ୍ଲକବଷ୍ଟର ସେଲ୍‌’ ଘୋଷଣା କରିଛି। ଏ ସମ୍ପର୍କରେ ମିଶୋର ସିଏକ୍ସଓ (ଅଭିବୃଦ୍ଧି) ମେଘା ଅଗ୍ରୱାଲ କହିଛନ୍ତି, ଆମେ ବିଶ୍ୱାସ କରୁ ଯେ ଉତ୍ସବ ଋତୁରେ ଏକାଠି ହେବା, ପରମ୍ପରା ପାଳନ କରିବା ଏବଂ ଚିରସ୍ଥାୟୀ ସ୍ମୃତି ସୃଷ୍ଟି କରିବାର ସମୟ ହୋଇଥିବାବେଳେ ବଢୁଥିବା ଉତ୍ସବର ଚାହିଦା ପୂରଣ କରିବା ପାଇଁ ଆମେ ଲକ୍ଷ ଲକ୍ଷ ବିକ୍ରେତାଙ୍କ ସହ ଦେଶରେ ଉଦୀୟମାନ ତଥା ଆଞ୍ଚଳିକ ବ୍ରାଣ୍ଡ୍‌ଗୁଡିକ ସହିତ କାର୍ଯ୍ୟ କରୁଛୁ। ୨୦୨୩ ଅକ୍ଟୋବର ୬ ରୁ ମିଶୋ ମେଗା ବ୍ଲକ ବଷ୍ଟର ସେଲ୍‌ କୋଟି କୋଟି ଭାରତୀୟଙ୍କ ଉତ୍ସବର ଶପିଂ ଆକାଂକ୍ଷା ପୂରଣ କରିବାକୁ ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri