ଓଜନକୁ ନେଇ ଚର୍ଚ୍ଚାରେ ମିସ୍‌ ୟୁନିଭର୍ସ

ମୁମ୍ବାଇ: ୨୧ ବର୍ଷ ପରେ ମିସ୍‌ ୟୁନିଭର୍ସ ଟାଇଟଲ ଫେରାଇ ଆଣିଥିବା ଭାରତର ହର୍ନାଜ ସାନ୍ଧୁ ତାଙ୍କ ଓଜନ ବୃଦ୍ଧି ପାଇଁ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ସେ ବି’ ଟାଉନର ଦୁଇଟି ଭିନ୍ନ ଇଭେଣ୍ଟରେ ନଜର ଆସିଥିଲେ। ଗ୍ରାଜିଆ ମିଲେନିଆଲ ଆଓ୍ବାର୍ଡ ୨୦୨୨ରେ ଷ୍ଟାରମାନଙ୍କର ଏକ ସମାବେଶ ହୋଇଥିଲା। ଏହି ସମୟରେ, ମିସ୍‌ ୟୁନିଭର୍ସ ୨୦୨୧ ହର୍ନାଜ ସାନ୍ଧୁଙ୍କ ପ୍ରଦର୍ଶନ ମଧ୍ୟ ଦେଖିବାକୁ ମିଳିଥିଲା। ହର୍ନାଜ ଏହି ସମୟରେ ଏକ ଚକୋଲେଟ୍‌ ରଙ୍ଗର ସ୍ଲିଟ ଡ୍ରେସ ପିନ୍ଧିଥିଲେ, ଯେଉଁଥିରେ ସେ ସୁନ୍ଦର ଦେଖାଯାଉଥିଲେ। କେଶକୁ ଖୋଲା ରଖିଥିଲେ ଏବଂ ହାଲୁକା ମେକଅପ୍‌ ଦେଇଥିଲେ। ଏବେ ତାଙ୍କର ଓଜନ ବୃଦ୍ଧି ପାଇଥିବାରୁ ଫ୍ୟାଟ୍‌, ଫ୍ୟାଟ୍‌ ମିସ୍‌ ୟୁନିଭର୍ସ ଏବଂ ପ୍ଲସ୍‌ ସାଇଜ ମଡେଲ ନାମରେ ଡାକୁଛନ୍ତି।

 

ହର୍ନାଜ ତାଙ୍କ ସମସ୍ୟା ବିଷୟରେ କହିଥିଲେ,ତାଙ୍କର ଅନ୍ତନଳୀ ରୋଗ ରହିଛି। ଏହି କାରଣରୁ ଶରୀରରେ ହଜମ ହେବା ସମ୍ଭବ ନୁହେଁ, ଯେଉଁ କାରଣରୁ ଓଜନ ବୃଦ୍ଧି ଆରମ୍ଭ ହୁଏ। ଏହି ରୋଗରେ ପୀଡ଼ିତ ଲୋକମାନେ ଖାଦ୍ୟ, ଭିଟାମିନ, ମିନେରାଲ୍ସ ଶୋଷିବାରେ ଅସୁବିଧାର ସମ୍ମୁଖୀନ ହୁଅନ୍ତି, ଯେଉଁଥିପାଇଁ ଶରୀରରେ ଚର୍ବି ଜମିଯାଏ। ଓଜନ ବୃଦ୍ଧି ପରି ସମସ୍ୟା ଦେଖାଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri