ଆମେରିକୀୟ ବାୟୁସେନା ଘାଟିରେ କ୍ଷେପଣାସ୍ତ୍ର ମାଡ଼

ତେହେରାନ,୧୦।୯: ଜୋର୍ଡାନସ୍ଥିତ ଏକ ଆମେରିକୀୟ ବାୟୁସେନା ଘାଟି ଉପରେ ଇରାନର ସାମରିକ ଆକ୍ରମଣରେ ଆମେରିକାର ଏକାଧିକ ଯୁଦ୍ଧ ବିମାନ କ୍ଷତିଗ୍ରସ୍ତ ହୋଇଛି।

ସିବିଏସ୍‌ ରିପୋର୍ଟ ଅନୁଯାୟୀ ଆକ୍ରମଣରେ ଏକ ‘ଏ-୧୦ ଥଣ୍ଡରବୋଲ୍ଡ’ ଯୁଦ୍ଧ ବିମାନର ଗୋଟିଏ ପକ୍ଷ ଭାଙ୍ଗି ଯାଇଥିବାବେଳେ ପ୍ରାୟ ୮ଟି ‘ଏଫ୍‌-୧୫’ ବିମାନ ସାମାନ୍ୟ କ୍ଷତିଗ୍ରସ୍ତ ହୋଇଛି। ଆମେରିକା ଇରାନର ୫ଟି ତେଲ ଟ୍ୟାଙ୍କରକୁ ଧ୍ୱଂସ କରିବା ପରେ ଇରାନ ଏହି ପ୍ରତିଶୋଧମୂକ ଆକ୍ରମଣ କରିଥିଲା। ଏହାର ଜବାବରେ ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ ଜୋର୍ଡାନର ମୁଓ୍ବାଫକ ସଲ୍ଟି ବାୟୁସେନା ଘାଟି ସମେତ ଏକାଧିକ ଲକ୍ଷ୍ୟସ୍ଥଳରେ କ୍ଷେପଣାସ୍ତ୍ର ମାଡ଼ କରିଥିବା ଦାବି କରିଛି।

ଇରାନ କହିଛି ଯେ, ଯଦି ଓ୍ବାଶିଂଟନ ଲେବାନନ୍‌ ଏବଂ ୟେମେନ ଯୁଦ୍ଧ ସମ୍ପର୍କିତ ସର୍ତ୍ତ ପୂରଣ କରେ ଏବଂ ଇରାନର ଜମା ଥିବା ୨୪ ବିଲିୟନ ଡଲାର ମୁକ୍ତ କରେ, ତେବେ ଏହି ଯୁଦ୍ଧର ଅନ୍ତ ହୋଇପାରିବ। ଅନ୍ୟପକ୍ଷ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଶା ପ୍ରକାଶ କରିଛନ୍ତି ଯେ ନଭେମ୍ବର ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ପରେ ଏହି ଯୁଦ୍ଧ ଶେଷ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍‌କୁ ନେଇ ହଟିଲା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଦିନକ ପାଇଁ ସ୍ଥଗିତ ରଖାଯିବାର…

BDAର ୩୫ ବର୍ଷରୁ ଊର୍ଦ୍ଧ୍ୱ ଜମି ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ୨୦୦ ହିତାଧିକାରୀଙ୍କୁ ଆଶ୍ୱସ୍ତି, ଦୂର ହେଲା…

ଭୁବନେଶ୍ୱର,୧୦।୯(ରବିନାରାୟଣ ଜେନା): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଠାରୁ ଦୀର୍ଘ ୩୫ ବର୍ଷ ତଳେ ପ୍ଲଟେଡ୍‌ ସ୍କିମରେ ନେଇଥିବା ୨୦୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ରାଜସ୍ବ ପର୍ଷଦ…

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ, ସପ୍ତାହକୁ ଦୁଇଥର…

ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) – ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

ବଙ୍ଗୋପସାଗରରେ ଲଘୁଚାପ: ୧୦ ଜିଲାରେ ଝଡ଼ବର୍ଷା, ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର…

କଳାହାଣ୍ଡିରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ, ଜାଣନ୍ତୁ…

ଭବାନୀପାଟଣା,୧୦ା୯(ଉତ୍ତମ କୁମାର ଦାଶ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ରାଜ୍ୟରେ ବିଭିନ୍ନ ଜିଲାରେ…

ନିୟମଗିରି ସୁରକ୍ଷା ସମିତି ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ, ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ…

କଲ୍ୟାଣସିଂହପୁର, ୧୦।୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ, କୌଣସି…

ବ୍ରିକ୍ସ (BRICS) ସମ୍ମିଳନୀର ମିଳିତ ଘୋଷଣାନାମା ଉପରେ ଆଲୋଚନା: ଭାରତ ପାଇଁ ବଡ଼…

ନୂଆଦିଲ୍ଲୀ,୧୦।୯: ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ମିଳିତ ଘୋଷଣାନାମା ପ୍ରସ୍ତୁତି କ୍ଷେତ୍ରରେ ଏକ ବାଧା ଉପୁଜିଛି। ଭାରତର ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri