‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୦ା୧: ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ର ‘ବ୍ରହ୍ମୋସ’ର ଗୁରୁବାର ସଫଳ ପରୀକ୍ଷଣ ହୋଇଛି। ଚାନ୍ଦିପୁର ପରିକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ଆଜି ପୂର୍ବାହ୍ନ ୧୦ଟା ୪୦ ମିନିଟ୍‌ରେ ଏହି ପରୀକ୍ଷା କରାଯାଇଛି।

ପୂର୍ବରୁ ଏହି କ୍ଷେପଣାସ୍ତ୍ର ଲକ୍ଷ୍ୟଭେଦ କ୍ଷମତା ୨୯୦ କିଲୋମିଟର ଥିବା ବେଳେ ପ୍ରଥମଥର ପାଇଁ ଏହାର ଲକ୍ଷ୍ୟଭେଦ କ୍ଷମତାକୁ ପରିବର୍ଦ୍ଧିତ କରାଯାଇଛି। ପୂର୍ବାପେକ୍ଷା ଏହି କ୍ଷେପଣାସ୍ତ୍ର ୪ଶହ କିଲୋମିଟର ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିପାରିବ ବୋଲି ପ୍ରତିରକ୍ଷା ବିଭାଗ ସୂଚନାରୁ ପ୍ରକାଶ।

ଏହି କ୍ଷେପଣାସ୍ତ୍ରକୁ ଉଭୟ ଭାରତ ଓ ରୁଷିଆ ମିଳିତ ସହଯୋଗରେ ନିର୍ମାଣ କରିଛନ୍ତି । ଏହାର ଲମ୍ବ ୮. ୪ ମିଟର ଥିବାବେଳେ ଚଉଡ଼ା ୦. ୬ ମିଟର। ଏହାର ୨.୫ ଟନ ପର୍ଯ୍ୟନ୍ତ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଦିଗପହଣ୍ଡିରେ ମାତିଛି ପାଗଳା କୁକର, ଲୋକେ ଆତଙ୍କିତ

ଦିଗପହଣ୍ଡି, ୧୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ପାଗଳା କୁକୁର କାମୁଡିବା ଘଟଣାକୁ ନେଇ ଆତଙ୍କ ଖେଳିଯାଇଛି। ଦିଗପହଣ୍ଡି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ତାମିଲନାଡୁରେ ନିର୍ଯାତିତ ହେଉଥିଲେ ୩ ଓଡ଼ିଆ ଶ୍ରମିକ, ଉଦ୍ଧାର କଲା ଦିଗପହଣ୍ଡି ପୋଲିସ ଟିମ୍‌ 

ଦିଗପହଣ୍ଡି,୧୦ା୨(ଅଶେଷ ନାଥ ମିଶ୍ର)-ସୁଦୂର ତାମିଲନାଡୁ ତିରିପୁର ଜିଲା ପଙ୍ଗାଲୁ ଗ୍ରାମ ନିକଟ ଏକ ପାଣି ବୋର୍‌ ୱେଲ୍‌ ଗ୍ୟାରେଜର ଏକ ଘର ମଧ୍ୟରୁ ମଙ୍ଗଳବାର ସକାଳେ ଦିଗପହଣ୍ଡି…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri