ମିଲିଟାରୀ କ୍ୟାମ୍ପ୍‌ ଉପରେ କ୍ଷେପଣାସ୍ତ୍ର ମାଡ଼, ୧୦୦ରୁ ଅଧିକ ସୈନ୍ୟ ନିହତ…

କ୍ୱିଭ୍‌,୨୧।୩ : ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ସଙ୍କଟ ଜନକ ହେବାରେ ଲାଗିଛି। ଇତିମଧ୍ୟରେ ରୁଷିଆ ଗଣମାଧ୍ୟମ ସ୍ପୁଟ୍ନିକ ଦାବି କରିଛି ଯେ ୟୁକ୍ରେନ୍‌ର ଜାଇଟୋମିର ଅଞ୍ଚଳର ଏକ ମିଲିଟାରୀ କ୍ୟାମ୍ପ୍‌ ଉପରେ କ୍ଷେପଣାସ୍ତ୍ର ମାଡ଼ ହୋଇଛି। ଏଥିରେ ୧୦୦ରୁ ଅଧିକ ୟୁକ୍ରେନ ଏବଂ ବିଦେଶୀ ସୈନିକ ନିହତ ହୋଇଛନ୍ତି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟର ମୁଖପାତ୍ର ଇଗୋର କୋନାଶେକୋଭ ଏକ ବିବୃତ୍ତିରେ କହିଛନ୍ତି ଯେ ଯୁଦ୍ଧର ୨୬ ମଧ୍ୟରେ ଦିନରେ ୟୁକ୍ରେନ ବହୁ କ୍ଷତି ହୋଇଛି।

ଅପରପକ୍ଷରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି ଯେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥାବାର୍ତ୍ତା କରିବାକୁ ପ୍ରସ୍ତୁତ ଅଛନ୍ତି। କିନ୍ତୁ ସେ ଏହା ମଧ୍ୟ କହିଛନ୍ତି ଯେ ଯଦି ଆଲୋଚନା ବିଫଳ ହୁଏ ତେବେ ତୃତୀୟ ବିଶ୍ୱଯୁଦ୍ଧ ଆରମ୍ଭ ହୋଇପାରେ।

ୟୁକ୍ରେନ ସରକାର ଦାବି କରିଛନ୍ତି ଯେ ବହୁ ସଂଖ୍ୟକ ରୁଷିଆ ସୈନ୍ୟଙ୍କର ମୃତ୍ୟୁ ଘଟିଛି। ୟୁକ୍ରେନ୍‌ ସରକାରଙ୍କ ଦାବି ଅନୁଯାୟୀ ଏପର୍ଯ୍ୟନ୍ତ ରୁଷିଆର ୧୪୭୦୦ ସୈନ୍ୟ ନିହତ ହୋଇଛନ୍ତି। ଏହା ବ୍ୟତୀତ ୯୬ ବିମାନ, ୧୧୮ ହେଲିକପ୍ଟର, ୪୭୬ ଟ୍ୟାଙ୍କ, ୨୧ ଟି ୟୁଏଭି, ୧୪୮୭ ସାମରିକ ଯାନ, ୪୪ ଟି ଆଣ୍ଟି ଏୟାରକ୍ରାଫ୍ଟ ଧ୍ୱଂସ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri