ଚାନ୍ଦିପୁରରୁ ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷଣ

ବାଲେଶ୍ୱର,୨୪ା୭: ଅବଦୁଲ୍‌ କଲାମ ଦ୍ୱୀପରୁ ବୁଧବାର ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷଣ ହୋଇଛି। ଅପରାହ୍ନ ୪ଟା ୧୫ ମିନିଟ୍‌ରେ ବ୍ୟାବହାରିକ ପରୀକ୍ଷଣ ହୋଇଛି। ପ୍ରଥମେ ଚାନ୍ଦିପୁରର ୩ ନଂ ଲଞ୍ଚପ୍ୟାଡ୍‌ରୁ ପୃଥ୍ବୀ-୨ ଉତ୍‌କ୍ଷେପଣ କରାଯାଇଥିଲା। ଏହାର କିଛି ସମୟ ପରେ ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ଉତ୍‌କ୍ଷେପଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛଟେଇ ବିରୋଧରେ ଗର୍ଜିଲା ବିଦ୍ୟୁତ୍‌ କର୍ମଚାରୀ ସଂଘ, କର୍ତ୍ତୃପକ୍ଷଙ୍କୁ ଚେତାବନୀ ଦେଇ କହିଲା…

ବନ୍ତ,୭ା୫(କିଶୋର କୁମାର ସେଠୀ): କର୍ମଚାରୀଙ୍କୁ ଛଟେଇ କରିବା ନିଷ୍ପତ୍ତିକୁ ନେଇ ଶ୍ରମିକ ଅସନ୍ତୋଷ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର କର୍ମଚାରୀମାନେ ପ୍ରଥମେ ବନ୍ତ ସେକ୍ସନ କାର୍ଯ୍ୟାଳୟରେ…

ମେଟ୍ରୋ ନେଇ କେନ୍ଦ୍ର ନଗର ଉନ୍ନୟନ ବିଭାଗର ବଡ଼ ସୂଚନା, ଗଡିବ ୨୦୦….

ଭୁବନେଶ୍ବର,୭।୫: ମେଟ୍ରୋ ନେଇ କେନ୍ଦ୍ର ନଗର ଉନ୍ନୟନ ବିଭାଗ ପକ୍ଷରୁ ବଡ଼ ସୂଚନା ଦିଆଯାଇଛି । ଟ୍ବିନସିଟିରେ ମେଟ୍ରୋ ନୁହେଁ, ଏହା ବଦଳରେ ଗଡିବ ୨୦୦ ଇଲେକ୍ଟ୍ରିକ୍…

ଏହି ଦିନ ଆସାମରେ ଶପଥ ନେବେ ନୂଆ ସରକାର, ଯୋଗଦେବେ ପ୍ରଧାନମନ୍ତ୍ରୀ

ଗୁଆହାଟୀ,୭।୫: ଆସାମରେ ନୂତନ ସରକାରଙ୍କ ଶପଥ ଗ୍ରହଣ ସମାରୋହ ମେ ୧୨ ତାରିଖରେ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ଗୁଆହାଟୀର ଖାନାପାରାସ୍ଥିତ ଭେଟେନାରୀ ଫିଲ୍ଡରେ ଅନୁଷ୍ଠିତ ହେବ…

ବାଇକ୍‌ ଆରୋହୀଙ୍କୁ ଧକ୍କାଦେଇ ଓଲଟି ପଡ଼ିଲା ଟ୍ୟାଙ୍କର, ଚାଲିଗଲା ଜଣଙ୍କ ଜୀବନ

ସଇଁତଳା,୭ା୫(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଦେଇ ଯାଇଥବା ବଲାଙ୍ଗୀର-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ କେରମେଲି ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ଟ୍ୟାଙ୍କର…

ଯାଜପୁର ନେତାଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ, ଭାଜପା ସରକାର ବଡ଼ ବୋଝ….

ଭୁବନେଶ୍ବର,୭।୫: ଯାଜପୁର ଜିଲା ବିଜେଡି କାର୍ଯ୍ୟକାରିଣୀ ବୈଠକରେ ତାଗିଦ କଲେ ନବୀନ ପଟ୍ଟନାୟକ । ଭିଡିଓବାର୍ତ୍ତା ଜାରି କରି କହିଲେ, ମୁଁ ସବୁବେଳେ ଡିସିପ୍ଲିନ୍‌ ଉପରେ ଗୁରୁତ୍ବ…

ବାୟୁସେନା ଯବାନରୁ ଚନ୍ଦ୍ରନାଥ କେମିତି ହେଲେ ଶୁଭେନ୍ଦୁଙ୍କ ଡାହାଣ ହାତ? BJP  ପୂର୍ବରୁ TMC ସହ ଥିଲା ସମ୍ପର୍କ

କୋଲକାତା,୭।୫: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଏକ ବଡ଼ ଧରଣର ରକ୍ତପାତ ଦେଖିବାକୁ ମିଳିଛି। ବୁଧବାର ରାତିରେ ଭାଜପା ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ…

ବଙ୍ଗରେ ପରାଜୟ ପରେ TMCରେ ଫାଟ! ବୈଠକ ଡାକିଲେ ଦିଦି, ଆସିଲେନି ୯ ବିଧାୟକ

କୋଲକାତା,୭।୫: ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ ଭାଜପା ଠାରୁ ହାରିବା ପରେ ଦଳୀୟ ଲୋକ ଅନ୍ତର୍ଘାତୀ କାମ କରିଥିବା ନେଇ…

ପୁଣି ଏକ ନୂଆ ମାମଲାରେ ଫସିଲେ ରାହୁଲ ଗାନ୍ଧୀ, ଏଥର…

ନୂଆଦିଲ୍ଲୀ,୭ା୫: ଲୋକ ସଭାର ବିରୋଧୀ ଦଳ ନେତା ତଥା ରାୟବରେଲିର କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲା ପରେ ଆଉ ଏକ ନୂଆ ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri