ଆମେରିକା ଦୂତାବାସ ଉପରେ କ୍ଷେପଣାସ୍ତ୍ର ମାଡ଼

ଇରବିଲ,୧୩।୩: ଇରାକରେ ଥିବା ଆମେରିକା ଦୂତାବାସ ଉପରେ ଘନ ଘନ କ୍ଷେପଣାସ୍ତ୍ର ମାଡ ହୋଇଛି। ଉତ୍ତର ଇରବିଲରେ ଥିବା ବାଣିଜ୍ୟ ଦୂତାବାସ ଉପରେ ଇରାନ ୬ କ୍ଷେପଣାସ୍ତ୍ର ମାଡ଼ କରିଥିବା କୁହାଯାଉଛି। ତେବେ ପ୍ରାରମ୍ଭିକ ରିପୋର୍ଟରେ ଆକ୍ରମଣରେ ମୃତାହାତ ନେଇ କୌଣସି ସୂଚନା ମିଳିପାରି ନାହିଁ।

ପ୍ରାଥମିକ ରିପୋର୍ଟ ଅନୁଯାୟୀ, ଇରବିଲ ଆଡକୁ ତାବ୍ରିଜ ଇରାନର ଖାସାବାଦ ବେସରୁ ଫତେହ -୧୦୧ କ୍ଷେପଣାସ୍ତ୍ର ଉତକ୍ଷେପଣ କରାଯାଇଛି। ଅନ୍ୟପକ୍ଷରେ ଆମେରିକାର ସୈନ୍ୟବାହିନୀ ଏହି ଆକ୍ରମଣ ସମ୍ପର୍କରେ ତୁରନ୍ତ କିଛି କହିବାକୁ ମନା କରିଦେଇଛନ୍ତି।

କହିରଖୁଛୁ, ଗତ ସପ୍ତାହରେ ସିରିଆରେ ଇସ୍ରାଏଲର ଏକ ଏୟାର ଷ୍ଟ୍ରାଇକ୍‌ରେ ଦୁଇଜଣ ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (ଆଇଆରଜିସି) ଅଧିକାରୀଙ୍କ ମୃତ୍ୟୁ ହେତୁ ବୁଧବାର ଇରାନ ପ୍ରତିଶୋଧ ନେବାକୁ ଧମକ ଦେଇଥିଲା। ଏହାର କିଛି ଦିନ ପରେ ଏଭଳି ଘଟଣା ଘଟିଥିବାରୁ ଇରାକ ଆକ୍ରମଣ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

ଜୁନ୍‌ ୭ରେ ଓଡ଼ିଶା ସିଭିଲ ସର୍ଭିସ୍‌ ପ୍ରିଲିମ୍‌

କଟକ,୧୭।୫(କାର୍ତ୍ତିକ ସାହୁ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷା-୨୦୨୫ର କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍‌ ୭…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri