ଶ୍ୱଶୁର ଘରକୁ ଆସି ନିଖୋଜ ହୋଇଯାଇଥିଲେ, ଆଜି କେନାଲରୁ ମିଳିଲା ମୃତଦେହ; ବଢୁଛି…

ଧର୍ମଶାଳା,୨୬।୧୦(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ କାଏମା ଅରଖପଦା ନିକଟ ଦେଇଯାଇଥିବା କେନାଲ ପାଣିରୁ ଏକ ମୃତଦେହ ମିଳିଛି। ମୃତକଜଣଙ୍କ କୁଆଖିଆ ଥାନା ଅନ୍ତର୍ଗତ ଜାବରା ଗ୍ରାମର ସୁନାକର ବାରିକ ବୋଲି ଜଣାପଡିଛି।
ମିଳିଥିବା ସୂଚନା ଅନୁସାରେ, ଧର୍ମଶାଳା  ଥାନା ଅନ୍ତର୍ଗତ ଚୋରମୁହା ଗ୍ରାମର ଶ୍ୱଶୁର ଘରକୁ ସୁନାକର ଆସିଥିଲେ। ଶ୍ୱଶୁର ଘରେ ପୂଜା ବସିଥିବାରୁ ମଧ୍ୟାହ୍ନ ଭୋଜନ କରି ଅପରାହ୍ନ ସମୟରେ ତାଙ୍କ ପୁଅର ଔଷଧ ପାଇଁ ମିର୍ଜାପୁର ଯାଇଥିଲେ। ଫୋନ୍‌ ସୁଇଚ୍‌ ଅଫ୍‌ ଥିବା ବେଳେ ରାତି ମଧ୍ୟରେ ନ ଫେରିବାରୁ ପରିବାର ଲୋକେ ଏବଂ ଶ୍ୱଶୁର ଘର ଲୋକେ ଖୋଜାଖୋଜି କରି ଥାନାରେ ମଧ୍ୟ ଜଣାଇଥିଲେ। ରବିବାର ସକାଳୁ ତାଙ୍କ ମୃତଦେହ କେନାଲରେ ଭାସୁଥିବା ବେଳେ ପାଖରେ ଏକ ବାଇକ ପଡ଼ିଥିବା ଦେଖି ନିକଟସ୍ଥ ଲୋକେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ଓ ପରିବାରଲୋକେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରାଯାଇଛି। ତେବେ କେନାଲରେ ପାଣି କମ ଥିବା ବେଳେ ମୃତୁ  କିପରି ହେଲା ଏହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ତେବେ ଏହା ହତ୍ୟା ନା ଆଉକିଛି ତାହା ପୋଲିସର ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି କୁହାଯାଉଛି।ଶ୍ୱଶୁର ଘରକୁ ଆସି ନିଖୋଜ ହୋଇଯାଇଥିଲେ, ଆଜି କେନାଲରୁ ମିଳିଲା ମୃତଦେହ; ବଢୁଛି…
ଧର୍ମଶାଳା,୨୬।୧୦(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ କାଏମା ଅରଖପଦା ନିକଟ ଦେଇଯାଇଥିବା କେନାଲ ପାଣିରୁ ଏକ ମୃତଦେହ ମିଳିଛି। ମୃତକଜଣଙ୍କ କୁଆଖିଆ ଥାନା ଅନ୍ତର୍ଗତ ଜାବରା ଗ୍ରାମର ସୁନାକର ବାରିକ ବୋଲି ଜଣାପଡିଛି।

ମିଳିଥିବା ସୂଚନା ଅନୁସାରେ, ଧର୍ମଶାଳା ଥାନା ଅନ୍ତର୍ଗତ ଚୋରମୁହା ଗ୍ରାମର ଶ୍ୱଶୁର ଘରକୁ ସୁନାକର ଆସିଥିଲେ। ଶ୍ୱଶୁର ଘରେ ପୂଜା ବସିଥିବାରୁ ମଧ୍ୟାହ୍ନ ଭୋଜନ କରି ଅପରାହ୍ନ ସମୟରେ ତାଙ୍କ ପୁଅର ଔଷଧ ପାଇଁ ମିର୍ଜାପୁର ଯାଇଥିଲେ। ଫୋନ୍‌ ସୁଇଚ୍‌ ଅଫ୍‌ ଥିବା ବେଳେ ରାତି ମଧ୍ୟରେ ନ ଫେରିବାରୁ ପରିବାର ଲୋକେ ଏବଂ ଶ୍ୱଶୁର ଘର ଲୋକେ ଖୋଜାଖୋଜି କରି ଥାନାରେ ମଧ୍ୟ ଜଣାଇଥିଲେ। ରବିବାର ସକାଳୁ ତାଙ୍କ ମୃତଦେହ କେନାଲରେ ଭାସୁଥିବା ବେଳେ ପାଖରେ ଏକ ବାଇକ ପଡ଼ିଥିବା ଦେଖି ନିକଟସ୍ଥ ଲୋକେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ଓ ପରିବାରଲୋକେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରାଯାଇଛି। ତେବେ କେନାଲରେ ପାଣି କମ ଥିବା ବେଳେ ମୃତୁ କିପରି ହେଲା ଏହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ତେବେ ଏହା ହତ୍ୟା ନା ଆଉକିଛି ତାହା ପୋଲିସର ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି କୁହାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନ, ହୋଇଥିଲା କି…

ଭୁବନେଶ୍ୱର,୨୪।୩: ବାଲେଶ୍ବର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନା। ଦିଲ୍ଲୀସ୍ଥିତ ପ୍ରତାପଙ୍କ ବାସଭବନକୁ ଯାଇ ସେ ଭେଟଥିବା ଜଣାପଡ଼ିଛି। ନିକଟରେ ବିଜେଡି ଛାଡ଼ି ବିଜେପିରେ ସାମିଲ…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri