ମିଳିଲା ନିଖୋଜ ଶିଶୁକନ୍ୟାଙ୍କ ମୃତଦେହ: ବଳାତ୍କାର ପରେ ହତ୍ୟା ସନ୍ଦେହ

କେନ୍ଦୁଝର,୨୩।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ହଳଦୀଗୁଣା ଗ୍ରାମରେ ଶୁକ୍ରବାର ଏକ ପାଞ୍ଚବର୍ଷୀୟା ଶିଶୁକନ୍ୟା ହତ୍ୟା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଶିଶୁଟି ଗତ ବୁଧବାରଠାରୁ ନିଖୋଜ ଥିଲେ। ତାଙ୍କୁ କେହି ବଳାତ୍କାର କରି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳକୁ ଏସ୍‌ଡିପିଓ ପି. ଜେ. ଟପୋ, ସଦର ଥାନା ଅଧିକାରୀ ଜୟ ନାରାୟଣ ଖଣ୍ଡେଇଙ୍କ ସମେତ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ମୃତା ଶିଶୁ ଗତ ବୁଧବାର ସନ୍ଧ୍ୟାରେ ଗାଁରେ ଚାଲିଥିବା ଲକ୍ଷ୍ମୀପୂଜା ଦେଖିବାକୁ ଯାଇ ଆଉ ଫେରି ନ ଥିଲେ। ଘର ଲୋକେ ଦୁଇ ଦିନ ଧରି ଖୋଜାଖୋଜି କରି ନ ପାଇବାରୁ ଶୁକ୍ରବାର ସଦର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଗ୍ରାମବାସୀଙ୍କ ସହାୟତାରେ ଖୋଜାଖୋଜି କରିଥିଲା। ଶନିବାର ଗ୍ରାମମୁଣ୍ଡରୁ ପୋଲିସ ତାଙ୍କ ମୃତଦେହ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri